୨୪ ପାଇଁ ଗୁରୁମନ୍ତ୍ର ଦେଲେ କେନ୍ଦ୍ରମନ୍ତ୍ରୀ

ପାଟଣା,୨୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ୍‌ ମଲାରପଦା ପଞ୍ଚାୟତର ଖୁଣ୍ଟାପିଙ୍ଗୁଠାରେ ଭାଜପାର ବୁଥ୍‌ସ୍ତରୀୟ କର୍ମକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୬ ବୁଥ୍‌ର ଏକ ହଜାରରୁ ଊର୍ଦ୍ଧ୍ୱ ଭାଜପା କର୍ମୀ ଉପସ୍ଥିତ ଥିଲେ। ମୁଖ୍ୟ ଅତିଥି ଭାବେ କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଅର୍ଜୁନ ମୁଣ୍ଡା ଯୋଗଦେଇ ୨୦୨୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପୁଣି ଥରେ କ୍ଷମତାସୀନ କରିବାକୁ ଗୁରୁମନ୍ତ୍ର ଦେଇଥିଲେ। ଏଥିସହ ଉଭୟ ପାଟଣା ନିର୍ବାଚନା ମଣ୍ଡଳୀ ଓ କେନ୍ଦୁଝର ଏମ୍‌ପି ସିଟ୍‌ରେ ଭାଜପା ପ୍ରାର୍ଥୀଙ୍କୁ ଜିତାଇବାକୁ କର୍ମୀମାନଙ୍କୁ ଆହ୍ବାନ କରିଥିଲେ। ସମ୍ମାନିତ ଅତିଥି ଭାବେ ସଦର ବିଧାୟକ ତଥା ବିରୋଧୀ ଦଳ ଉପମୁଖ୍ୟ ସଚେତକ ମୋହନ ଚରଣ ମାଝି, ରାଜ୍ୟ ଭାଜପା ମୁଖପାତ୍ର ବିରଞ୍ଚତ୍ ତ୍ରିପାଠୀ, ଜିଲା ପ୍ରଭାରୀ ସଞ୍ଜୀବ ମହାନ୍ତି, ନିର୍ବାଚନ ମଣ୍ଡଳୀ ପ୍ରଭାରୀ କୃପାସିନ୍ଧୁ ମହାନ୍ତ, ସୁଦର୍ଶନ ମହାନ୍ତ, ଜିଲା ଭାଜପା ଯୁବ ମୋର୍ଚ୍ଚା ସଭାପତି ହେମ ରଞ୍ଜନ ବାରିକ, ରାଜ୍ୟ ଏସ୍‌ଟି ମୋର୍ଚ୍ଚା କାର୍ଯ୍ୟକାରିଣୀ ସଦସ୍ୟ ସତ୍ୟବ୍ରତ ନାଏକ, ଜିଲା ସମ୍ପାଦିକା ବିଜୟ ଲକ୍ଷ୍ମୀପାତ୍ର, ସ୍ଥାନୀୟ ସରପଞ୍ଚ ଦୌଲତି ଗାଗ ପ୍ରମୁଖ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ମମିତା ନାଏକଙ୍କ ସଂଯୋଜନାରେ ଜିଲା ଭାଜପା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା ତୃଣମୂଳସ୍ତରରୁ ସଂଗଠନକୁ ସୁଦୃଢ଼ କରିବାକୁ କର୍ମୀଙ୍କୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ରୋଗାକ୍ରାନ୍ତ ପୁଅ ପାଖରେ ପହଞ୍ଚତ୍ଲା ମେଡିକାଲ ଟିମ୍‌

କୋକସରା,୨୨ା୧୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କାଶିବାହାଲ ପଞ୍ଚାୟତ ସିଆଲଲଟି ପଡ଼ା ଗ୍ରାମର ମାନସିକ ରୋଗାକ୍ରାନ୍ତ କେଶବ ମାଝୀ (୨୮)ଙ୍କୁ ବୃଦ୍ଧା...

ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ ଘଟଣା ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ

ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ନରେନ୍ଦ୍ରପୁର ଗ୍ରାମରେ ଗତ ଶନିବାର ସନ୍ଧ୍ୟାରେ ଗ୍ୟାସ୍‌ ସିଲିଣ୍ଡର ପାଇପ ଲିକରୁ ଅଗ୍ନିକାଣ୍ଡ ଘଟଣାରେ ଗୋଟିଏ ପରିବାରର ସ୍ବାମୀ,...

ଘରୁ ବୋମା ଜବତ: ପୁଅଙ୍କ ପରେ ବାପା ଗଲେ ଜେଲ

ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧ ନଂ ୱାର୍ଡ ମୁକ୍ତେଶ୍ୱର ଶୈବପୀଠ ସଂଲଗ୍ନ କେନାଲ ସାହିର ଏକ ଭଡ଼ା ଘରେ ରହୁଥିବା ପଦ୍ମନାଭପୁର ଗ୍ରାମର...

ଇନ୍‌ଫର୍ମର ସନ୍ଦେହରେ ୨ ଗ୍ରାମବାସୀଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୨୨ା୧୧(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ ବର୍ଡର ତେଲଙ୍ଗାନା ଭେଜେଡୁ ମଣ୍ଡଳ ପେରୁ ଗ୍ରାମର ଉଇକା ରମେଶ ଏବଂ ଉଇକା ଅର୍ଜୁନଙ୍କୁ ପୋଲିସ ଇନ୍‌ଫର୍ମର ସନ୍ଦେହରେ ମାଓବାଦୀମାନେ ହତ୍ୟା କରିଛନ୍ତି।...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଦୁର୍ନୀତି ଅଭିଯୋଗର ଭିଜିଲାନ୍ସ ତଦନ୍ତ

ଭବାନୀପାଟଣା,୨୨ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପଲନା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଦୁର୍ନୀତି ହୋଇଥିବା ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ସଡ଼କ, ପିଚୁ ରାସ୍ତା ଉପରେ...

ହାଡ଼ଭଙ୍ଗା ଶୀତରେ ଥରୁଛି କଳାହାଣ୍ଡିର କଶ୍ମୀର

ଥୁଆମୂଳ ରାମପୁର, ୨୨।୧୧ (ଦୁର୍ଗା କୀର୍ତ୍ତି) : – କଳାହାଣ୍ଡି ଜିଲାର କାଶ୍ମୀର କୁହାଯାଉଥିବା ଥୁଆମୂଳ ରାମପୁର ବ୍ଲକ ଏବେ ଶୀତରେ ଥରୁଛି। ଚଳିତ ବର୍ଷ...

ଦିଲ୍ଲୀ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡି, ୨୨।୧୧ (ଅରୁଣ ସାହୁ )-ଦିଲ୍ଲୀ ପ୍ରଗତି ମଇଦାନରେ ଚାଲିଥିବା ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି।...

ବିଇଏମ୍‌ସି ବୈଠକରେ ପ୍ରବଳ ହଟ୍ଟଗୋଳ: ରାସନ କାର୍ଡ ମହିଳା କର୍ମଚାରୀଙ୍କୁ ଘେରିଲେ କର୍ପୋରେଟର

ବ୍ରହ୍ମପୁର,୨୨ା୧୧(ସ୍ମୃତି ରଂଜନ ମହାଲିକ): ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି)ର ଶୁକ୍ରବାର ସାଧାରଣ ବୈଠକରେ କର୍ପୋରେଟରଙ୍କ ପ୍ରବଳ ହଟ୍ଟଗୋଳ ହୋଇଛି। ବୈଠକରେ ନିଗମର ରାସନ କାର୍ଡ ଓ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri