ନୂଆଦିଲ୍ଲୀ,୭।୧୦-କେନ୍ଦ୍ର ସଂସଦୀୟ ବ୍ୟାପାର ଓ କୋଇଲା ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ବୁଧବାର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ କୋଭିଡ ରିପୋର୍ଟ ପଜିଟିଭ ଆସିଛି। ଡାକ୍ତରଙ୍କ ପରାମର୍ଶକ୍ରମେ ବର୍ତ୍ତମାନ ସେ ହୋମ କ୍ୱାରାଣ୍ଟାଇନରରେ ଅଛନ୍ତି। ତାଙ୍କଠାରେ କୌଣସି କରୋନା ଲକ୍ଷଣ ନ ଥିବା ଜଣାପଡିଛି। ଏ ନେଇ ସେ ଟୁଇଟ କରି ସୂଚନା ଦେଇଛନ୍ତି।
ಆತ್ಮೀಯರೆ
ಕೋವಿಡ್ ಪರೀಕ್ಷೆಯಲ್ಲಿ ನನಗೆ ಸೋಂಕು ದೃಢಪಟ್ಟಿದೆ. ಯಾವುದೇ ರೋಗ ಲಕ್ಷಣಗಳು ಇರುವದಿಲ್ಲ. ವೈದ್ಯರ ಸಲಹೆಯಂತೆ ಹೋಮ್ ಕ್ವಾರಂಟೈನ್ ಆಗಿದ್ದೇನೆ.I have tested positive for #COVID19 . As I am asymptomatic, as per doctor's advise I am in home quarantine.
— Pralhad Joshi (@JoshiPralhad) October 7, 2020