Categories: ଜାତୀୟ

କେନ୍ଦ୍ରମନ୍ତ୍ରୀ ସଦାନନ୍ଦ ହସ୍ପିଟାଲରେ ଭର୍ତ୍ତି

ବେଙ୍ଗାଲୁରୁ, ୪ା୧: କେନ୍ଦ୍ରମନ୍ତ୍ରୀ ସଦାନନ୍ଦ ଗୌଡା ଅସୁସ୍ଥ ହୋଇପଡିବାରୁ ତାଙ୍କୁ କର୍ନାଟକର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରବିବାର ଚିତ୍ରାଦୁର୍ଗା ସହରରେ ସେ କାର୍‌ରେ ବସୁଥିବାବେଳେ ବେହୋସ ହୋଇପଡିଥିଲେ। ନିମ୍ନ ରକ୍ତଚାପ ଓ ରକ୍ତ ଶର୍କରା ମାତ୍ରା କମିଯିବାରୁ ଏପରି ହୋଇଥିବା ସୂଚନା ରହିଛି।

Share