Categories: ଜାତୀୟ

କେନ୍ଦ୍ରମନ୍ତ୍ରୀ ସୋମପ୍ରକାଶ ଆଇସିୟୁରେ ଭର୍ତ୍ତି

ଚଣ୍ଡୀଗଡ଼,୨୪।୪: କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପମନ୍ତ୍ରୀ ସୋମପ୍ରକାଶ କରୋନା ସଂକ୍ରମିତ ହୋଇଛନ୍ତି। ଏହି ସମ୍ପର୍କରେ ଟୁଇଟ୍‌ କରି ସେ ସୂଚନା ଦେଇଛନ୍ତି। ଶରୀରରେ ଅମ୍ଳଜାନ ଅଭାବ ଦେଖାଦେବାରୁ ତାଙ୍କୁ ମୋହାଲିର ଫୋର୍ଟିସ୍‌ ହସ୍ପିଟାଲର ଆଇସିୟୁରେ ଶନିବାର ଭର୍ତ୍ତି କରାଯାଇଛି। ତାଙ୍କର ଚିକିତ୍ସା ଚାଲିଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି।

Share