ମୋହନା ଗସ୍ତରେ ମିଳିତ ଜାତି ସଂଘର ପ୍ରତିନିଧି ଦଳ

ଆର.ଉଦୟଗିରି,୪ା୧୧(ଡି.ଏନ.ଏ.): ମୋହନା ବ୍ଲକ ଜିରାଙ୍ଗ ବୌଦ୍ଧ ମନ୍ଦିରଠାରେ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୟୁରୋପ ଓ ନେଦରଲାଣ୍ଡ ଭଳି ଦେଶରୁ ଆସିଥିବା ବିଦେଶିନୀମାନେ ଯୋଗଦେଇଥିବା ବେଳେ ଗଜପତି ଜିଲାପାଳ ଲିଙ୍ଗରାଜ ପଣ୍ଡା, ଜିଲା ଶିଶୁ ସୁରକ୍ଷା ଅଧିକାରୀ ଅରୁଣ କୁମାର ତ୍ରିପାଠୀ ପ୍ରମୁଖ ଯୋଗ ଦେଇଥିଲେ। ବିଦେଶରୁ ଆସିଥିବା ବିଦେଶିନୀମାନଙ୍କୁ ପ୍ରଥମେ ଜିଲାପାଳ ଲିଙ୍ଗରାଜ ପଣ୍ଡା, ସ୍ଥାନୀୟ ସରପଞ୍ଚ, ସମିତିସଭ୍ୟ ଓ ପ୍ରଶାସନିକ ଅଧିକାରୀମାନେ ଭବ୍ୟ ସ୍ବାଗତ ଜଣାଇଥିଲେ। ଶିଶୁମାନଙ୍କ ସୁରକ୍ଷା, ବାଲ୍ୟବିବାହ ନିରୋଧ, କିଶୋରୀ ଶସକ୍ତିକରଣ ଦିଗରେ ବିଶେଷ ଭାବରେ ଗୁରୁତ୍ୱ ଦେଇଥିଲେ। ୟୁନିସେଫ୍‌ର ବିଦେଶିନୀ ପ୍ରତିନିଧିମାନେ ଶେଷରେ ତିବ୍ଦତ କୁନି କୁନି ପିଲାଙ୍କ ପାରମ୍ପରିକ ନୃତ୍ୟ ଦେଖିସାରିବା ପରେ ବିଭିନ୍ନ ଅଙ୍ଗନୱାଡି କେନ୍ଦ୍ର, ସ୍ବାସ୍ଥ୍ୟକେନ୍ଦ୍ର ଓ ବିଦ୍ୟାଳୟ ଆଦି ଗସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବଳାତ୍କାର: ୨୩ ଦିନ ପରେ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ପୁରୀ,୩୧।୩: ପୁରୀ ଜିଲା ଅସ୍ତରଙ୍ଗ ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ସାମ୍‌ନାକୁ ଆସିଛି। ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଅସ୍ତରଙ୍ଗ ଥାନା ପୋଲିସ...

ରେଳ ଇଞ୍ଜିନକୁ ପଥର ଫିଙ୍ଗିଥିଲେ, ପରେ…

ବନ୍ଧମୁଣ୍ଡା,୩୧ା୩(ସୁବ୍ରତ ଦେ): ବନ୍ଧମୁଣ୍ଡା ରେଳ ସେକ୍ସନର ଡୁମେରତା ରେଳ ଷ୍ଟେଶନ ନିକଟସ୍ଥ ୨ ନମ୍ବର ରେଳ ଫାଟକ ନିକଟରେ ରେଳ ଇଞ୍ଜିନରେ ପଥର ଫିଙ୍ଗି ଇଞ୍ଜିନର...

ରାଉରକେଲା ବେଦବ୍ୟାସରେ ନିର୍ମାଣ କରାଯିବ ଝୁଲା କାଚ ପୋଲ

ରାଉରକେଲା, ୩୧।୩: ରାଉରକେଲାର ବେଦବ୍ୟାସରେ ଏକ ଝୁଲା କାଚ ପୋଲ ନିର୍ମାଣ ହେବାକୁ ଯାଉଛି, ଏହା ଓଡିଶାର ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ରବିବାର ଘୋଷଣା...

ଉଚ୍ଚତର ଶିକ୍ଷା ପାଇଁ ଉତ୍ସାହିତ କଲେ ଅତିଥି: ଛାତ୍ରୀଛାତ୍ରଙ୍କୁ ବିଦାୟ ସମ୍ବର୍ଦ୍ଧନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଇଲୋକ୍ଟ୍ରୋନିକ୍ସ ଏବଂ ଉଦ୍ଭିଦ ବିଜ୍ଞାନ ବିଭାଗର ଯୁକ୍ତ ୩ ଶେଷ ବର୍ଷ ଛାତ୍ରୀଛାତ୍ରଙ୍କୁ ବିଦାୟ...

୨ ସୁଟକେଶରୁ ମିଳିଲା ୩୦ କେଜି ଗଞ୍ଜେଇ ଜବତ: ୩ ଗିରଫ

କୋରାପୁଟ,୩୧।୩(ଅମିତାଭ ବେହେରା): କୋରାପୁଟ ରେଳବାଇ ଷ୍ଟେଶନରେ ସୋମବାର ସକାଳେ ଜିଆରପି ଏବଂ ଆରପିଏଫ ପକ୍ଷରୁ ଦୁଇଟି ଟ୍ରେନରେ ତଲାସୀ ପରେ ସୁଟକେସରେ ଗଞ୍ଜେଇ ଥିବା ଦେଖିବାକୁ...

ପୋଡ଼ିହୋଇ ଜୀବନ ହାରିଲେ ପ୍ରଧାନ ଶିକ୍ଷୟିତ୍ରୀ

କୋଣାର୍କ,୩୧।୩: କିରୋସିନିରେ ପୋଡ଼ି ହୋଇ ଚିକିତ୍ସାଧୀନ ଅବସ୍ଥାରେ ଜଣେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମୃତ୍ୟୁ ଘଟିଛି। ପୁରୀ ଜିଲା ଅସ୍ତରଙ୍ଗ ଥାନା ଆଳସାହି ସ୍ଥିତ ଘରେ ପ୍ରଧାନ...

ଏପ୍ରିଲ୍‌ ୧ରୁ ୧୪ଯାଏ ପାଳନ ହେବ ‘ଓଡ଼ିଆ ପକ୍ଷ’

ଭୁବନେଶ୍ୱର,୩୧ା୩: ଏପ୍ରିଲ ୧ ଓଡ଼ିଶା ଦିବସଠାରୁ ୧୪ ତାରିଖ ପଣା ସଂକ୍ରାନ୍ତି ପର୍ଯ୍ୟନ୍ତ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ‘ଓଡ଼ିଆ ପକ୍ଷ’ ପାଳନ କରାଯିବ।...

ମହାପ୍ରଭୁଙ୍କ ଦୈନନ୍ଦିନ ସେବାରେ ନିୟୋଜିତ ସେବକ ନେବେ ପ୍ରଶିକ୍ଷଣ

ପୁରୀ,୩୧।୩: ମହାପ୍ରଭୁଙ୍କ ଦୈନନ୍ଦିନ ସେବାକୁ ଆହୁରି ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୋମବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ମହାପ୍ରଭୁଙ୍କ ସେବାରେ ନିୟୋଜିତ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image