ଗଞ୍ଜାମରେ ଅଦିନିଆ ବର୍ଷା: ଖଣ୍ଡଦେଉଳୀ ପଞ୍ଚୁଦୋଳ ଯାତ୍ରା ପ୍ରଭାବିତ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ): ତିନିଦିନ ଧରି ଲଗାଣ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଯେଉଁ ପୂର୍ବାନୁମାନ କରିଥିଲା ତାହା ସତ ହୋଇଛି। ଶନିବାର ପୂର୍ବାହ୍ନରୁ ଗଞ୍ଜାମ ବ୍ଲକ ଅଞ୍ଚଳରେ ପବନ ସାଙ୍ଗକୁ ବିଜୁଳି ଘଡଘଡି ଓ ପ୍ରବଳ ବର୍ଷା ହେଉଛି। ଏହି ଅଦିନିଆ ବର୍ଷା ଯୋଗୁ ଖଣ୍ଡଦେଉଳୀ ପଞ୍ଚୁଦୋଳ ଯାତ୍ରା ପ୍ରଭାବିତ ହୋଇଥିବା ଜଣାପଡିଛି । ପଞ୍ଚୁଦୋଳ ଯାତ୍ରା ପଡିଆରେ ଆଖପାଖ ଅଞ୍ଚଳର ଷୋହଳ ଠାକୁର ନିଜ ନିଜ ପିଣ୍ଡିରେ ବିରାଜମାନ ଥିବା ବେଳେ ପ୍ରବଳ ବର୍ଷା ଯୋଗୁ ଯାତ୍ରାକୁ ଆସିଥିବା ବେପାରୀମାନେ ନାହିଁ ନ ଥିବା ଅସୁବିଧାର ସମୁଖୀନ ହୋଇଛନ୍ତି। ଦୁଇଟି ରାମାୟଣ ନାଟକର ପରିସମାପ୍ତି ପରେ ବର୍ତ୍ତମାନ ଠାକୁରଙ୍କ ସମ୍ମୁଖରେ ହେଉଥିବା ମହାଭାରତ ନାଟକ ବର୍ଷା ଯୋଗୁ ପ୍ରଭାବିତ ଥିବା ଦେଖିବାକୁ ମିଳିଛି। ବିଳମ୍ବିତ ରାତିରେ ଅପେରା ମଞ୍ଚସ୍ତ ହେବ । ଏଥିସହ ଏହି ଅଦିନିଆ ବର୍ଷା ଯଦି ତିନିଦିନ ଲାଗିରହେ ତାହେଲେ ମୁଗ ବିରି ଫସଲ ମଧ୍ୟ ପ୍ରଭାବିତ ହେବା ଆଶଙ୍କା ରହିଛି ବୋଲି ଚାଷୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପଖଣ୍ଡସ୍ତରୀୟ ଉତ୍କଳ ଦିବସ ପାଳନ ପାଇଁ ପ୍ରସ୍ତୁତି ଆରମ୍ଭ

ବାଲିଗୁଡ଼ା,୨୪।୩(ସଞ୍ଜୟ କୁମାର ପାଣିଗ୍ରାହୀ): ୧୯୩୬ ଅପ୍ରିଲ ୧ ତାରିଖ ଦିନ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠିତ ହୋଇଥିଲା। ଉକ୍ତ ଦିବସକୁ ଉତ୍କଳ ଦିବସ ଭାବେ ଓଡ଼ିଶାର...

ଘରେ ପଶି ଯୁବକଙ୍କୁ ହାଣି ଲୁଟିନେଲେ…

ବାଲେଶ୍ବର,୨୪।୩: ବାଲେଶ୍ବର ଜିଲା ସିମୁଳିଆ ଥାନା ବାଟି ପଞ୍ଚାୟତ ବଣଗଢ଼ିଆ ଗାଁରେ ଏକ ବଡ଼ ଧରଣର ଲୁଟ୍‌ ହୋଇଛି। ଗାଁର ଆନନ୍ଦ ବେହେରାଙ୍କ ଘରେ ୫ଜଣ...

କଣ୍ଟିଲୋରେ ରାଷ୍ଟ୍ରପତି

ନୟାଗଡ଼,୨୪ା୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ନିର୍ଦ୍ଧାରିତ ସମୟରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା।...

ସ୍ତ୍ରୀ ଆତ୍ମହତ୍ୟା ଧମକ ଦେବା, ଝଗଡ଼ା କରିବା ସ୍ୱାମୀଙ୍କୁ ଏକ ପ୍ରକାର ବ୍ଲାକମେଲିଂ: ଓଡ଼ିଶା ହାଇକୋର୍ଟ

ଭୁବନେଶ୍ୱର,୨୪ା୩: ଜଣେ ସ୍ତ୍ରୀ ବାରମ୍ବାର ଆତ୍ମହତ୍ୟା ଏବଂ ଝଗଡ଼ା କରିବାକୁ ଧମକ ଦେବା କେବଳ ଅତ୍ୟାଚାର ନୁହେଁ ବରଂ ସ୍ୱାମୀଙ୍କ ପ୍ରତି ମାନସିକ ଅତ୍ୟାଚାରର ବୋଲି...

ରାଜଧାନୀରେ ନକଲି ପୋଲିସ ଅଫିସର-କନଷ୍ଟେବଲ ଗିରଫ, ଲକ୍ଷାଧିକ ନକଲି ଟଙ୍କା ଜବତ

ଭୁବନେଶ୍ୱର,୨୪ା୩: ରାଜଧାନୀ ଭୁବନେଶ୍ୱରରେ ନକଲି ପୋଲିସକୁ ବାନ୍ଧିଛି ଅସଲି ପୋଲିସ। ନିଜକୁ ସବ-ଇନ୍ସପେକ୍ଟର କହି ଚାକିରି ପ୍ରତିଶ୍ରୁତି ଦେଇ ଠକୁଥିବା ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି...

୨୦୨୫-୨୬ ବର୍ଷ ପାଇଁ ଘୋଷଣା ହେବ ନୂଆ ବିଦ୍ୟୁତ୍‌ ଦର: ଜାଣନ୍ତୁ ବଢିବା ନା କମିବ

ଭୁବନେଶ୍ୱର,୨୪ା୩: ସୋମବାର ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (OERC) ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ନୂତନ ବିଦ୍ୟୁତ ଶୁଳ୍କ ଘୋଷଣା କରିବାକୁ ଯାଉଛି। ଅପରାହ୍ନରେ ଆଶା...

ଓଡ଼ିଶାରେ ରାଷ୍ଟ୍ରପତି: ବିମାନବନ୍ଦରରେ ଭବ୍ୟ ସ୍ବାଗତ

ଭୁବନେଶ୍ୱର,୨୪।୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିର୍ଦ୍ଧାରିତ ସମୟରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ସୋମବାର ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ତାଙ୍କୁ ଭବ୍ୟ...

ବିପଦରେ ସାଧାରଣ ଲୋକଙ୍କ ଜୀବନ: ରାଜ୍ୟରେ ୮୪ଟି ନକଲି ମେଡିସିନ୍ ଚିହ୍ନଟ

ଭୁବନେଶ୍ୱର,୨୪ା୩: ରାଜ୍ୟରେ ସବୁ ମିଳୁଛି ନକଲି। ପୂଜା ଘିଅଠାରୁ ଆରମ୍ଭ କରି ଗାଡ଼ି ଇଞ୍ଜିନ ଅଏଲ ସବୁ ନକଲି। ଏବେ ଲୋକମାନଙ୍କର ଜୀବନ ରକ୍ଷା ପାଇଁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image