Posted inଜାତୀୟ

ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା

ହାଥରସ,୨୦।୨: ଭାରତୀୟ ଜନତା ପାର୍ଟିର ଜଣେ କାର୍ଯ୍ୟକର୍ତ୍ତାଙ୍କୁ ଗୁଳି ମାରି ହତ୍ୟା କରାଯାଇଛି। ହାଥରସର ଏକ ପୋଲିଂ ବୁଥ୍‌ ନିକଟରେ କିଛି ଦୁର୍ବୃତ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା କରିଥିବା ଜଣାପଡିଛି। ଏପର୍ଯ୍ୟନ୍ତ ହତ୍ୟାର କାରଣ ଜଣାପଡିନାହିଁ। ମୃତ ଯୁବକଙ୍କ ନାମ କ୍ରିଷ୍ଣା ଯାଦବ। ତାଙ୍କ ବୟସ ୨୫। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ସୂଚନାଯୋଗ୍ୟ,ସିକନ୍ଦରା ରାଓ ବିଧାନସଭା ଅଞ୍ଚଳରେ ଥିବା ଗୌସଗଞ୍ଜରେ କ୍ରିଷ୍ଣାଙ୍କୁ ହତ୍ୟା କରାଯାଇଛି। ଜିଏସ୍‌ ହିନ୍ଦୁ ଇଣ୍ଟର କଲେଜ୍‌ ନିକଟରେ କ୍ରିଷ୍ଣାଙ୍କ ଘର ରହିଛି। ସେଠାରେ ଏକ ପୋଲିଂ ବୁଥ୍‌ କରାଯାଇଥିଲା। କ୍ରିଷ୍ଣାଙ୍କ ଭଉଣୀ ପୂଜାଙ୍କ କହିବା ଅନୁଯାୟୀ, ଦୁର୍ବୃତ୍ତମାନେ କ୍ରିଷ୍ଣାଙ୍କ ମୁଣ୍ଡକୁ ଗୁଳି ମାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ତାରାତାରିଣୀଙ୍କୁ ବି ଛାଡ଼ିଲେନି ଚୋର: କବାଟ ଭାଙ୍ଗି ଟଙ୍କା-ଅଳଙ୍କାର ଲୁଟିନେଲେ

ପୁରୁଷୋତ୍ତମପୁର,୬।୧୧(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରୁ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରି ହୋଇଛି। ମୁଖ୍ୟ ଗେଟର କବାଟକୁ କେହି ଦୁର୍ବୃତ୍ତ...

ଭାଜପାର ବଡ଼ ଆକ୍ସନ, ୪୦ ନେତା ବହିଷ୍କୃତ

ମୁମ୍ବାଇ,୬।୧୧: ନଭେମ୍ବର ୨୦ରେ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ, ଭୋଟ ଦେବା ପୂର୍ବରୁ ମଧ୍ୟ ଭାଜପା ଦଳର ୪୦ ନେତା ଓ କର୍ମୀଙ୍କୁ ବହିଷ୍କାର...

ହତ୍ୟା ଅଭିଯୁକ୍ତଙ୍କୁ ଧରାଇଦେଲା ମାଛି:ଜାଣନ୍ତୁ କେମିତି

ଜବଲପୁର,୬ା୧୧:ମଧ୍ୟପ୍ରଦେଶର ଜବଲପୁର ଜିଲା ଚରଗାଓଁସ୍ଥିତ ଦେଓରି ତାପରିଆ ଗ୍ରାମରେ ମାଛି ଦ୍ୱାରା ଏକ ହତ୍ୟା ମାମଲାର ସମାଧାନ ହୋଇପାରିଛି। ମାଛି ଯୋଗୁ ପୋଲିସ ହତ୍ୟାକାରୀଙ୍କୁ ଧରିବାରେ...

ବଡ଼ ଖବର: ଉପନିର୍ବାଚନ ପରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ଯୋଗୀ! ଏମିତି କହିଦେଲେ…

ଲକ୍ଷ୍ନୌ,୬।୧୧: ଉତ୍ତରପ୍ରଦେଶ ଉପନିର୍ବାଚନ ପରେ ୟୁପି ସିଏମ ଯୋଗୀ ଆଦିତ୍ୟନାଥ ଇସ୍ତଫା ଦେବା ନିଶ୍ଚିତ ବୋଲି ଏସପି ମୁଖ୍ୟ ଅଖିଳେଶ ଯାଦବଙ୍କ ବିଧାୟକ ହାଜି ରାଫିକ...

ସିଦ୍ଦାରାମାୟାଙ୍କୁ ହାଇକୋର୍ଟ ନୋଟିସ

ବେଙ୍ଗାଲୁରୁ,୬ା୧୧: ମହୀଶୂର ସହରାଞ୍ଚଳ ବିକାଶ କର୍ତ୍ତୃପକ୍ଷ (ଏମ୍‌ୟୁଡିଏ) ଦୁର୍ନୀତି ମାମଲାରେ କର୍ନାଟକ ହାଇକୋର୍ଟ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା, ତାଙ୍କ ସ୍ତ୍ରୀ ବି.ଏମ୍‌. ପାର୍ବତୀ, ଶାଳକ ମଲ୍ଲିକାର୍ଜୁନ...

ୟୁପି ମଦ୍ରାସା ଆଇନ ବୈଧ

ନୂଆଦିଲ୍ଲୀ,୬।୧୧: ମୁସଲମାନ ସଂଖ୍ୟାଲଘୁ ଶିକ୍ଷାନୁଷ୍ଠାନଗୁଡ଼ିକୁ ନିୟନ୍ତ୍ରଣ କରୁଥିବା ଉତ୍ତରପ୍ରଦେଶ ମଦ୍ରାସା ଶିକ୍ଷା ବୋର୍ଡ ଆଇନ, ୨୦୦୪ର ସାମ୍ବିଧାନିକ ବୈଧତାକୁ ସୁପ୍ରିମକୋର୍ଟ ମଙ୍ଗଳବାର କାଏମ ରଖିଛନ୍ତି। ଆଲ୍ଲାହାବାଦ...

ଅଧା ରହିଗଲା ଶାରଦାଙ୍କ ସ୍ବପ୍ନ

ବାରାଣସୀ,୬।୧୧: ରାମଲଲାଙ୍କୁ ଦେଖିବା ପରେ ମୋତେ ଦରବାରକୁ କୋର୍ଟକୁ ମଧ୍ୟ ଯିବାକୁ ପଡିବ । ମୋତେ ତାଙ୍କ ପାଦତଳେ ପ୍ରଣାମ କରିବାକୁ ପଡିବ, ଦେଖିବା ଏହି...

ଗୁଜରାଟରେ ବଡ଼ ଦୁର୍ଘଟଣା: ବୁଲେଟ୍‌ ଟ୍ରେନ୍‌ ପାଇଁ ନିର୍ମାଣ ହେଉଥିବା ବ୍ରିଜ୍‌ ଭୁଶୁଡ଼ିଲା, ଫସି ରହିଛନ୍ତି ୪ ଶ୍ରମିକ

ଗାନ୍ଧିନଗର,୫।୧୧: ଗୁଜରାଟରେ ନିର୍ମାଣାଧୀନ ବୁଲେଟ୍‌ ଟ୍ରେନ୍‌ ପ୍ରକଳ୍ପରେ ବଡ଼ ଦୁର୍ଘଟଣା ଘଟିଛି। ଭାସାଦ ନିକଟରେ ନିର୍ମାଣାଧୀନ ବ୍ରିଜର ଏକ ଅଂଶ ଭୁଶୁଡ଼ିଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri