Posted inଜାତୀୟ

ନୀତୀଶଙ୍କଠାରୁ ଅଲଗା ହେବା ପରେ ଜେଡିୟୁରେ ଫାଟର ସଙ୍କେତ ଦେଲେ କୁଶୱାହା

ପାଟନା,୨୧ ।୨: ଜେଡିୟୁରୁ ଅଲଗା ହେବା ପରେ ଉପେନ୍ଦ୍ର କୁଶୱାହା ଦଳରେ ଫାଟ ସୃଷ୍ଟି ହୋଇଥିବାର ଏକ ବଡ ସଙ୍କେତ ଦେଇଛନ୍ତି ।  ଏକ ପ୍ରେସ୍ କନଫରେନ୍ସରେ ସେ ଏହା କହିଛନ୍ତି । ଜେଡିୟୁର ଅନେକ ବିଧାୟକ ଓ ବିଧାନ ପରିଷଦ ସଦସ୍ୟ ତାଙ୍କ ସମ୍ପର୍କରେ ଥିବା ସେ ଦାବି କରିଛନ୍ତି । ଆଗାମୀ ଦିନରେ ବହୁତ କିଛି ହେବାକୁ ଯାଉଛି  ।  କେବଳ ସମୟକୁ ଅପେକ୍ଷା ବୋଲି ସେ କହିଛନ୍ତି ।

ଦଳରେ ଫାଟକୁ ନେଇ ଉପେନ୍ଦ୍ର କୁଶୱାହା କହିଛନ୍ତି ଜେଡିୟୁରେ ଆଉ ଅଛି ବା କ’ଣ । ଜେଡିୟୁ ଏବେ ଏକ ଖାଲି ଘର ଭଳି । ସେଠାରେ ଭାଙ୍ଗିବାକୁ ଆଉ କିଛି ନାହିଁ ।  ତେବେ ଭବିଷ୍ୟତରେ ସେ ନୀତୀଶଙ୍କ ସହ ଯିବେ କି ବୋଲି ପ୍ରଶ୍ନର ଉତ୍ତରରେ କୁଶୱାହା କହିଛନ୍ତି, ରାଜନୈତିକ ଭାବେ ଏବେ ସେ ନୀତୀଶଙ୍କ ସହ ଯିବେ ନାହିଁ । ହେଲେ ଆବଶ୍ୟକତା ପଡିଲେ ସେ ନୀତୀଶଙ୍କୁ ରକ୍ତ ଦେବେ,  ନୀତୀଶ କୁମାରଙ୍କ ସାମ୍ନାରେ ସବୁଠାରୁ ପ୍ରଥମେ ଠିଆ ହେବେ ।
ସୂଚନାଯୋଗ୍ୟ, ଉପେନ୍ଦ୍ର କୁଶୱାହା ଗୋଟିଏ ଦିନ ପୂର୍ବରୁ ଜେଡିୟୁ ଛାଡି ନିଜର ଏକ ନୂଆ ଦଳ ଗଠନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ଇନିଂସ ଆରମ୍ଭ କଲେ ରଘୁବର, ସକ୍ରିୟ ରାଜନୀତିକୁ ଫେରିଲେ ଓଡ଼ିଶାର ପୂର୍ବତନ ରାଜ୍ୟପାଳ

ରାଞ୍ଚି,୧୦।୧: ସମ୍ପ୍ରତି ଓଡ଼ିଶାର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଥିବା ରଘୁବର ଦାସ ଆନୁଷ୍ଠାନିକ ଭାବରେ ସକ୍ରିୟ ରାଜନୀତିରେ ତାଙ୍କର ଦ୍ୱିତୀୟ ଇନିଂସ ଆରମ୍ଭ କରିଛନ୍ତି। ସେ...

ଦେଶରେ ବଢୁଛି HMPV ସଂକ୍ରମିତଙ୍କ ସଂଖ୍ୟା, ୮ ବର୍ଷର ଶିଶୁଙ୍କ ନମୁନା ପଜିଟିଭ

ହିମ୍ମତନଗର,୧୦।୧: ଦେଶରେ ମାନବ ମେଟାପନ୍ୟୁମୋଭାଇରସ (HMPV) ମାମଲା ନିରନ୍ତର ବୃଦ୍ଧି ପାଉଛି। ଗୁଜୁରାଟର ସାବରକଣ୍ଠାରେ ଜଣେ ୮ ବର୍ଷର ଶିଶୁ HMPV ରେ ସଂକ୍ରମିତ ହୋଇଥିବା...

ୟୁପିରେ ଚାଞ୍ଚଲ୍ୟ: ମା’ ବାପାଙ୍କ ସହ ୩ ଶିଶୁଙ୍କୁ ହତ୍ୟା

ମିରଟ,୧୦।୧: ଉତ୍ତରପ୍ରଦେଶର ମିରଟରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ପରିବାରର ୫ ସଦସ୍ୟଙ୍କ ମୃତଦେହ ବେଡବକ୍ସରୁ ପୋଲିସ ଜବତ କରିଛି। ଦମ୍ପତିଙ୍କ ସହ...

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି, ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ନୂଆଦିଲ୍ଲୀ,୧୦।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ୨୦୨୫ ପାଇଁ ସରକାର ଶୁକ୍ରବାର ଏକ ବିଜ୍ଞପ୍ତି ଜାରି କରିଛନ୍ତି। ଏହା ସହିତ, ଦିଲ୍ଲୀର ସମସ୍ତ ୭୦ଟି ଆସନ ପାଇଁ...

ଉତ୍ତରପ୍ରଦେଶର ୭୬ତମ ଜିଲାର ହେବ ନିଜସ୍ବ FM ଚ୍ୟାନେଲ, ଲଞ୍ଚ୍‌ କଲେ ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୧୦ା୧: ପ୍ରୟାଗରାଜ ଗସ୍ତର ଦ୍ୱିତୀୟ ଦିନରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୁକ୍ରବାର ସର୍କିଟ ହାଉସରେ ମହାକୁମ୍ଭ ଅବସରରେ ପ୍ରସାର ଭାରତୀର ଏଫ୍‌ଏମ୍‌ ଚ୍ୟାନେଲ କୁମ୍ଭବାଣୀର ଶୁଭାରମ୍ଭ...

ୟୁପିରେ ହାଜତ ମୃତ୍ୟୁ ଅଭିଯୋଗ: ଭାଇରାଲ ଭିଡିଓ ପୋଷ୍ଟ କରି ଭାଜପାକୁ ଘେରିଲେ ଅଖିଳେଶ

ଲଖ୍‌ମୀପୁର ଖେରି,୧୧।୧: ଉତ୍ତରପ୍ରଦେଶର ଲଖ୍‌ମୀପୁରଖେରି ଅଞ୍ଚଳରେ ପୋଲିସ ବେଆଇନ ମଦ କାରବାର ଅଭିଯୋଗରେ ରାମଚନ୍ଦ୍ର ନାମକ ଜଣେ ୩୫ ବର୍ଷୀୟ ବ୍ୟକ୍ତିଙ୍କୁ ଗିରଫ କରିଥିଲା। ହାଜତରେ...

ପ୍ରାଣଘାତୀ ନୁହେଁ HMPV! ସଂକ୍ରମିତ ହେଲେ କେମିତି ଦୂରେଇବେ ବିଶେଷଜ୍ଞ ଦେଲେ ଟିପ୍ସ

ନୂଆଦିଲ୍ଲୀ,୧୦।୧: ଦେଶର ଅନେକ ରାଜ୍ୟରେ ହ୍ୟୁମାନ ମେଟାପନ୍ୟୁମୋଭାଇରସ (HMPV) ମାମଲା ରିପୋର୍ଟ ହୋଇଛି। ସରକାର ମଧ୍ୟ ଏଥିପାଇଁ ପ୍ରସ୍ତୁତ ହୋଇସାରିଛନ୍ତି। ତଥାପି, ବିଶେଷଜ୍ଞମାନେ ବିଶ୍ୱାସ କରନ୍ତି...

ଦିଲ୍ଲୀ ନିର୍ବାଚନ ପୂର୍ବରୁ ଇଣ୍ଡିଆ ଗଠବନ୍ଧନକୁ ବଡ଼ ଝଟକା, କେନ୍ଦ୍ର ସରକାରଙ୍କ ସାମ୍ନାରେ…

ନୂଆଦିଲ୍ଲୀ,୧୦।୧: ଦେଶର ରାଜଧାନୀ ଦିଲ୍ଲୀରେ ବିଧାନସଭା ନିର୍ବାଚନ ପାଇଁ ବିଗୁଲ ବାଜିଛି। କିନ୍ତୁ ନିର୍ବାଚନ ପୂର୍ବରୁ ଇଣ୍ଡିଆ ମେଣ୍ଟରେ ଫାଟ ଦେଖାଦେଇଛି। ଗୋଟିଏ ପରେ ଗୋଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri