ମେୟର, ବିଧାୟକଙ୍କ ବିପି ମାପିଲେ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ବର,୧।୯: ମେୟରଙ୍କ ବିପି ମାପିଲେ ନଗର ଉନ୍ନୟନ ମନ୍ତ୍ରୀ। ରବିବାର ବିଡିଏର ୪୨ତମ ପ୍ରତିଷ୍ଠା ଦିବସରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର ଆୟୋଜନ କରାଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ଉଦଘାଟନ କରିବାକୁ ଆସିଥିବା ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ମେୟରଙ୍କ ସମେତ ବିଧାୟକ ବାବୁ ସିଂ, ଭାଜପା ବରିଷ୍ଠ ନେତା ସମୀର ମହାନ୍ତିଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ମନ୍ତ୍ରୀ ସେମାନଙ୍କର ବ୍ଲଡ ପ୍ରେସର ମାପିବା ସହିତ ସ୍ବାସ୍ଥ୍ୟ ଟିପସ ମଧ୍ଯ ଦେଇଥିଲେ।

ତେବେ ଶନିବାର ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରରେ ଠାରେ ସ୍ୱାୟତ୍ତ ଶାସନ ଦିବସ ଉପଲକ୍ଷେ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ମେୟର ସୁଲୋଚନା ଦାସଙ୍କୁ ଯୋଗଦେବାକୁ ନିମନ୍ତ୍ରଣ ମିଳିଥିଲା। ମେୟର ଏବଂ ବିଜେଡି କର୍ପୋରେଟରମାନେ କାର୍ଯ୍ୟକ୍ରମରେ ଯୋଗଦେବା ପରେ ତାଙ୍କୁ ମଞ୍ଚରେ ବସିବାକୁ ଚୌକି ଦିଆଯାଇ ନ ଥିଲା। ଫଳରେ ମେୟର ସୁଲୋଚନା ଦାସଙ୍କ ସମେତ ସେଠାକୁ ଯାଇଥିବା ସମସ୍ତ ବିଜେଡି କର୍ପୋରେଟର କାର୍ଯ୍ୟକ୍ରମକୁ ବର୍ଜନ କରି ଫେରି ଆସିଥିଲେ।

ମେୟର ପଦବୀ କୌଣସି ଦଳର ନୁହେଁ, ଲୋକେ ତାଙ୍କୁ ଭୋଟ୍‌ ଦେଇ ବାଛିଛନ୍ତି। ସେହିପରି ଚେୟାର କୌଣସି ଦଳର ନୁହେଁ, ଚେୟାର ହେଉଛି ଲୋକଙ୍କର। ତେଣୁ ଜଣେ ନିର୍ବାଚିତ ପ୍ରତିନିଧିଙ୍କୁ ଏଭଳି ଅପମାନ କରିବା କେତେଦୂର ଯଥାର୍ଥ ବୋଲି ମେୟର ପ୍ରଶ୍ନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଛୁରୀକୁ ଖାଇଗଲା ବାଘ

ଭଞ୍ଜନଗର,୨୭ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରତଳି ଚ୍ଛେଦାଭୂମିରେ ଏକ ହେଟାବାଘ ବାଛୁରୀକୁ ମାରି ଖାଇ ଦେଇଥିବା ଅଭିଯୋଗ ହେଶଇଛି। ବାଛୁରୀ ମାଲିକ ବଳରାମ ଗୌଡ...

ରାଜଧାନୀରେ ମାତିଛନ୍ତି ଲୁଟେରା: ଘରେ ପଶି ଲୁଟିନେଲେ ୨୦ ଲକ୍ଷ ଟଙ୍କାର ଅଳଙ୍କାର

ଭୁବନେଶ୍ୱର,୨୭।୧୨: କମିଶନରେଟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଚୋରମାନେ ନିୟମିତ ଭାବେ ଭୁବନେଶ୍ୱରରେ ଫ୍ଲାଟ ଏବଂ ଘରକୁ ଟାର୍ଗେଟ କରୁଛନ୍ତି। ସଦ୍ୟତମ ଚୋରି ଘଟଣାରେ ରାଜଧାନୀ...

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ: ପାଳପକାଇ ସ୍କୁଟି ସହ ଯୁବକଙ୍କୁ ଜାଳିଦେଲେ

ସୁନ୍ଦରଗଡ଼,୨୮।୧୨(ଜୟ ନାରାୟଣ ମେଣ୍ଡୁଳି): ପାଳଗଦାରୁ ସ୍କୁଟି ସହ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ ହୋଇଛି। ଏଭଳି ଘଟଣା ଘଟିଛି ସୁନ୍ଦରଗଡ ଜିଲା ଲେଫ୍ରିପଡ଼ା ଥାନା ସର୍ଗିପାଲି...

ମୃତ ଚାଷୀଙ୍କ ପରିବାରଙ୍କୁ ୧ ଲକ୍ଷ ଟଙ୍କା ସହାୟତା ଦେଲେ ଅଭିନେତ୍ରୀ ରାଣୀ ପଣ୍ଡା

ସାକ୍ଷୀଗୋପାଳ,୨୭।୧୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ୪ଦିନ ତଳେ ମତ୍ୟୁବରଣ କରିଥିବା ସ୍ଥାନୀୟ ଡୁଙ୍ଗର ଗ୍ରାମର ମୃତ ଚାଷୀ ପୂର୍ଣଚନ୍ଦ୍ର ଦଳେଇଙ୍କ ପରିବାର ଲୋକଙ୍କୁ ଅଭିନେତ୍ରୀ ରାଣୀ...

୫ ବର୍ଷ ନୁହେଁ, ୩ ବର୍ଷରେ ଲୋକେ ଅନ୍ୟ ଦଳକୁ ଭୁଲିଯିବେ: ପୃଥ୍ବୀରାଜ

ଭୁବନେଶ୍ୱର,୨୭।୧୨: ପ୍ରଶାସନକୁ ଅଧିକ କ୍ରିୟାଶୀଳ କରି ବିକାଶ କାର୍ଯ୍ୟକୁ ଆଗେଇ ନେବା ଏବଂ ଲୋକଙ୍କ ସମସ୍ୟାର ତ୍ୱରିତ୍‌ ସମାଧାନ ପାଇଁ ମନ୍ତ୍ରୀମାନଙ୍କୁ ୩୦ ଜିଲାର ଦାୟିତ୍ୱ...

ପୁଣି ଆସୁଛି ବର୍ଷା! ଏହି ସବୁ ଜିଲାରେ ଛେଚିବ

ଭୁବନେଶ୍ୱର,୨୭।୧୨: ଆସନ୍ତାକାଲି ଠାରୁ ପଶ୍ଚିମ ଓଡ଼ିଶାରେ ୨ ଦିନ ବର୍ଷା ସମ୍ଭାବନା ରହିଛି। ପଶ୍ଚିମାଝଡ଼ ପ୍ରଭାବରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୨୮ ତାରିଖରେ...

ସଫେଇ ଦେଲେ କାର୍ତ୍ତିକ ପାଣ୍ଡିଆନ୍‌: କହିଲେ, ମୋର କୌଣସି ଏକ୍ସ…

ଭୁବନେଶ୍ୱର,୨୭।୧୨: ଓଡିଶା ରାଜନୀତିର ଏକ ଚର୍ଚ୍ଚିତ ଚେହେରା ଭି.କେ.ପାଣ୍ଡିଆନ ରାଜନୀତିରୁ ଅବସର ନେଇଥିଲେ ମଧ୍ୟ ତାଙ୍କୁ ନେଇ ଅନେକ ସମୟରେ ଚର୍ଚ୍ଚା ଲାଗିରହିଥାଏ। ନିକଟରେ ଶେଷ...

ନଦୀପଠାରୁ ମିଳିଥିଲା ଅର୍ଦ୍ଧଦଗ୍ଧ ମୃତଦେହ: ଅପହରଣ ପରେ କରିଥିଲେ ହତ୍ୟା, ଦୁଇ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ବାରିପଦା,୨୭।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସଦର ଥାନା ଅଧୀନ ଗୁମୁ ଗ୍ରାମ ନିକଟସ୍ଥ ବୁଢାବଳଙ୍ଗ ନଦୀପଠାରୁ ଜନୈକ ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ଘଟଣାରେ ପୋଲିସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri