ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆମେରିକା କନ୍‌ସଲ ଜେନେରାଲ

ଭୁବନେଶ୍ୱର,୭ା୮: ହାଇଦ୍ରାବାଦଠାରେ ଅବସ୍ଥାପିତ ଯୁକ୍ତରାଷ୍ଟ୍ର ଆମେରିକାର କନ୍‌ସଲ ଜେନେରାଲ ଜେନିଫର୍‌ ଲାର୍‌ସନ ବୁଧବାର ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଙ୍କୁ ସାକ୍ଷାତ କରିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କୁ ସ୍ବାଗତ କରିବା ସହ ଶିଳ୍ପ, ଶିକ୍ଷା, ଅକ୍ଷୟ ଶକ୍ତି, ପର୍ଯ୍ୟଟନ ଓ ସଂସ୍କୃତି ଆଦି ବିଭିନ୍ନ କ୍ଷେତ୍ରରେ ଉଭୟ ଆମେରିକା ଏବଂ ଓଡ଼ିଶା ମଧ୍ୟରେ ଅଂଶୀଦାରକୁ ମଜଭୁତ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି । ରାଜ୍ୟରେ ପର୍ଯ୍ୟାପ୍ତ ଭୂମି, ଜଳ ଓ ଶକ୍ତି ସହିତ ଦକ୍ଷ ମାନବ ସମ୍ବଳ ରହିଛି। ଆସନ୍ତା ୬ରୁ ୭ ମାସ ମଧ୍ୟରେ ଓଡ଼ିଶାରେ ଉତ୍କର୍ଷ ଉତ୍କଳ କନ୍‌କ୍ଲେଭ ଅନୁଷ୍ଠିତ ହେବାକୁ ଯାଉଛି। ଏହି କାର୍ଯ୍ୟକ୍ରମରେ ଆମେରିକାର ଶିଳ୍ପସଂସ୍ଥା ଅଧିକରୁ ଅଧିକ ଅଂଶଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକଟ କରିଛନ୍ତି। ଓଡ଼ିଶାରେ ସେମିକଣ୍ଡକ୍ଟର ଶିଳ୍ପ ପ୍ରତିଷ୍ଠା କରିବା ସହିତ ଉଚ୍ଚ ଶିକ୍ଷା କ୍ଷେତ୍ରରେ ଆମେରିକାର ସହଯୋଗ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com
Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର

ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ...

ସେନା ଅଧିକାରୀ, ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ମାମଲା: ରିପୋର୍ଟ ମାଗିଲେ ଜାତୀୟ ମହିଳା କମିଶନ

ଭୁବନେଶ୍ୱର,୧୯।୯: ଶିଖ୍ ରେଜିମେଣ୍ଟର ଭାରତୀୟ ସେନା ଅଧିକାରୀ ମେଜର ଗୁରୁଭାନ୍ସ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ସହିତ ମାଡ଼ ମାରିବା ଘଟଣାରେ...

ସ୍ତ୍ରୀଙ୍କୁ ହତ୍ୟା କରି ପ୍ରମାଣ ନଷ୍ଟ ପାଇଁ ମୃତଦେହ ଆଣି ରାସ୍ତାକଡ଼ରେ ଫିଙ୍ଗିଥିଲେ ସ୍ବାମୀ: ପୋଲିସ ହାତରେ ଲାଗିଲା ବଡ଼ ପ୍ରମାଣ

କୋଣାର୍କ,୧୯।୯: କୋଣାର୍କ ରାସ୍ତାକଡ଼ରୁ ମହିଳାଙ୍କ ମୃତଦେହ ଜବତ ଘଟଣାର ପୋଲିସ ଗୁରୁବାର ପର୍ଦ୍ଦାଫାଶ କରିଛି। ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ସ୍ବାମୀ ହତ୍ୟାକାଣ୍ଡ ଘଟାଇଥିବା ଜଣାପଡିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri