ମିଲ୍କ ମନ୍ତ୍ରା ପରିଦର୍ଶନ କଲେ ଆମେରିକା କନ୍‌ସଲ୍‌ ଜେନେରାଲ

ଭୁବନେଶ୍ୱର, ୯।୮: ରାଜ୍ୟର ପ୍ରମୁଖ ଘରୋଇ କମ୍ପାନୀ ତଥା ମିଲ୍କ ବ୍ରାଣ୍ଡ୍‌ ‘ମିଲ୍କ ମନ୍ତ୍ରା’ର ମୁଖ୍ୟାଳୟକୁ ଆମେରିକା କନ୍‌ସଲ୍‌ ଜେନେରାଲ ଜେନିଫର୍‌ ଲାର୍ସନ ତାଙ୍କ ଟିମ୍‌ ଗୁରୁବାର ପରିଦର୍ଶନ କରିଛନ୍ତି। ଏପରିକି ସେ ଏହାର ପ୍ରତିଷ୍ଠାତା ଶ୍ରୀକୁମାର ମିଶ୍ର ଏବଂ ସହପ୍ରତିଷ୍ଠାତା ରଶିମା ମିଶ୍ରଙ୍କୁ ଭେଟି ଓଡ଼ିଶାରେ ମିଲ୍କ ମନ୍ତ୍ରା ଆରମ୍ଭ କରିବାର ତାଙ୍କର ଅନନ୍ୟ ଉଦ୍ୟୋଗୀ ଯାତ୍ରା ବିଷୟରେ ଆଲୋଚନା କରିଥିଲେ।

ସୂଚନାଯୋଗ୍ୟ, ପୁରୀଠାରେ ଏକ ନୂତନ ପ୍ଲାଣ୍ଟ ନିର୍ମାଣ ପାଇଁ ମିଲ୍କ ମନ୍ତ୍ରା ୨୦୨୦ରେ ୟୁଏସ୍‌ ଡେଭ୍‌ଲପ୍‌ମେଣ୍ଟ ଫାଇନାନ୍ସ୍‌ କର୍ପୋରେଶନରୁ ୧୦ମିଲିୟନ ଡଲାର ପାଣ୍ଠି ସଂଗ୍ରହ କରିଥିଲା। ଏପରିକି ଏହି ପ୍ଲାଣ୍ଟର ନିର୍ମାଣ କାର୍ଯ୍ୟ ଶେଷ ହେବାକୁ ଯାଉଛି। ନିଯୁକ୍ତି ସୁଯୋଗ ସୃଷ୍ଟି କରିବାଠାରୁ ଆରମ୍ଭକରି ଚାଷୀମାନଙ୍କ ଆର୍ଥତ୍କ ଜୀବନଶୈଳୀ ତଥା ଜୀବିକାରେ ଉନ୍ନତି ଆଣିବା ସଙ୍ଗେ ସଙ୍ଗେ ବଜାରରେ ମିଲ୍କ ମନ୍ତ୍ରାର ନୂତନ ଉପତ୍ାଦମାନ ଆଣି ସମ୍ପ୍ରସାରଣ କରିବାରେ ଏହି ପ୍ଲାଣ୍ଟ ବେଶ୍‌ ସହାୟକ ହେବ।

ଏଥିମଧ୍ୟରେ ପ୍ରତିଷ୍ଠାତା ଶ୍ରୀକୁମାର ମିଶ୍ର ମିଲ୍କ ମନ୍ତ୍ରା ବୋର୍ଡରେ ରହିବା ସଙ୍ଗେ ସଙ୍ଗେ ଏଆଇ ଓ ଡିସ୍ରୋଲାଇଜ୍‌ଡ୍‌ ଫାଇନାନ୍ସ୍‌ କ୍ଷେତ୍ରରେ ନିଜର ନୂତନ ବ୍ୟବସାୟ ‘ଆର୍ନା’ ଆରମ୍ଭ କରିଛନ୍ତି। ଆମେରିକା ପ୍ରତିନିଧି ଟିମ୍‌ରେ ଆର୍ଥିକ ମୁଖ୍ୟ ଫ୍ରାଙ୍କ୍‌ ଟ୍ୟାଲୁଟୋ, ବାଣିଜ୍ୟ ମୁଖ୍ୟ ରାଘବନ୍‌ ଶ୍ରୀନିବାସନ୍‌, ରାଜନୈତିକ ପରାମର୍ଶଦାତା ଶ୍ରୀମାଲି କରୀ, ଅର୍ଥନୈତିକ ପରାମର୍ଶଦାତା ଶିବପ୍ରସାଦ ତ୍ରିପାଠୀ ଏବଂ ବାଣିଜ୍ୟ ପରାମର୍ଶଦାତା ସୁନୀଲ୍‌ କୁମାର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଅର୍ଥନୈତିକ ଅଭିବୃଦ୍ଧି ସହ ଭାରତର ଉତ୍ଥାନ ହେଉଛି’

ଭୁବନେଶ୍ୱର,୨୨ା୧୦(ଅନୁରାଧା ମହାରଣା): ୭% ଜିଡିପି ଅଭିବୃଦ୍ଧି ଏବଂ ୧,୫୧,୦୦୦ରୁ ଅଧିକ ଷ୍ଟାର୍ଟଅପ୍‌ ସହିତ ଭାରତ ଏହାର ଅର୍ଥନୀତିକୁ ନୂଆରୂପ ଦେବାକୁ ଯାଉଛି। ନିକଟରେ ନୂଆଦିଲ୍ଲୀରେ ଆୟୋଜିତ ବାର୍ଷିକ...

ଶେୟାର ବଜାର କାରବାରରେ ହ୍ରାସ

ମୁମ୍ବାଇ,୨୨।୧୦: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର...

ଅଭ୍ୟୁଦୟ ଆଇସିସିର ନୂଆ ସଭାପତି

ନୂଆଦିଲ୍ଲୀ,୨୨।୧୦: ଇଣ୍ଡିଆନ୍‌ ଚାମ୍ବର ଅଫ୍‌ କମର୍ସ (ଆଇସିସି)ର ନୂତନ ସଭାପତି ଭାବେ ଜିନ୍ଦଲ ଷ୍ଟେନଲେସ୍‌ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ଅଭ୍ୟୁଦୟ ଜିନ୍ଦଲ ମନୋନୀତ ହୋଇଛନ୍ତି। ଏପରିକି...

ଆଇଡେଷ୍ଟିନିର ଏକ୍ସକ୍ଲୁସିଭ ଆଉଟଲେଟ

ଭୁବନେଶ୍ୱର,୨୨।୧୦ (ଅଭୟ ଦାଶ): ଆଇଡେଷ୍ଟିନି (ଆପଲ୍‌ ଅଥରାଇଜଡ ରିସେଲର ଷ୍ଟୋର) ର ଏକ୍ସକ୍ଲୁସିଭ ଆଉଟଲେଟ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ଓଡ଼ିଶାରେ କେବଳ ଗୋଟିଏ ନୁହେଁ,...

ସପିଂରେ ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସର ବ୍ୟବହାର

ମୁମ୍ବାଇ,୨୨।୧୦: ରିଲାଏନ୍ସ ଜିଓର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ)ର ବ୍ୟବହାର ଭିନ୍ନ ଭିନ୍ନ ବର୍ଗର ସପିଂରେ କରିବାକୁ ଯାଉଛି।...

ଭାଙ୍ଗିଲା ଟାଟା ଗ୍ରୁପର ଏହି ପୁରୁଣା ପରମ୍ପରା! ନୋଏଲ ଆସିବା ପରେ ହେଲା ପରିବର୍ତ୍ତନ

ମୁମ୍ବାଇ.୨୧।୧୦: ରତନ ଟାଟାଙ୍କ ମୃତ୍ୟୁ ପରେ ଟାଟା ଟ୍ରଷ୍ଟ ନିଯୁକ୍ତିକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ଲାଇଭ ମିଣ୍ଟ ରିପୋର୍ଟ ଅନୁଯାୟୀ, ସାର୍‌ ରତନ...

ବରିଷ୍ଠ ନାଗରିକଙ୍କ ସ୍ୱାସ୍ଥ୍ୟବୀମାରୁ ଜିଏସ୍‌ଟି ସମ୍ପୂର୍ଣ୍ଣ ପ୍ରତ୍ୟାହାର ପାଇଁ ସରକାରଙ୍କ ନିଷ୍ପତ୍ତି

ନୂଆଦିଲ୍ଲୀ,୨୦ା୧୦: ବରିଷ୍ଠ ନାଗରିକମାନଙ୍କ ପାଇଁ ସ୍ୱାସ୍ଥ୍ୟବୀମା କ୍ଷେତ୍ରରେ ସମ୍ପୂର୍ଣ୍ଣ ଜିଏସ୍‌ଟି ପ୍ରତ୍ୟାହାର ପାଇଁ ମନ୍ତ୍ରୀସ୍ତରୀୟ କମିଟି ସୁପାରିଶ କରିଛି । ଜିଏସ୍‌ଟି ପରିଷଦକୁ ସୁପାରିଶ କରାଯାଇଥିବା...

ଆଦାନୀଙ୍କ ବଡ଼ ଘୋଷଣା, ଏଣିକି ଶସ୍ତାରେ ବୁକ୍‌ କରିପାରିବେ ଟ୍ରେନ-ବସ୍‌ ଟିକେଟ୍‌

ନୂଆଦିଲ୍ଲୀ,୧୯।୧୦: ଯଦି ଆପଣ ସବୁବେଳେ ଯାତ୍ରା କରିବାକୁ ପସନ୍ଦ କରୁଛନ୍ତି, ଆପଣଙ୍କ ପାଇଁ ଖୁସି ଖବର। ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀ ଦ୍ୱାରା ଏକ ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri