US News: ଭାରତୀୟଙ୍କ ପ୍ରଥମ ପ୍ରସନ୍ଦ ଆମେରିକା, ଗତବର୍ଷ ୫୯ ହଜାରରୁ ଅଧିକଙ୍କୁ ମିଳିଛି ନାଗରିକତା…

ଓ୍ବାଶିଂଟନ,୧୨।୨ : ଆମେରିକାରେ ବାସ କରିବା ଭାରତୀୟଙ୍କ ପାଇଁ ପ୍ରଥମ ପସନ୍ଦ ପାଲଟିଛି। ଆମେରିକାରେ ବସବାସ କରୁଥିବା ଭାରତୀୟ ନାଗରିକଙ୍କ ବିଷୟରେ ଏକ ରିପୋର୍ଟ ଆସିଛି। ଏହି ରିପୋର୍ଟ ଅନୁଯାୟୀ, ୨୦୨୩ ମସିହାରେ ୫୯,୦୦୦ ରୁ ଅଧିକ ଭାରତୀୟ ଆମେରିକାର ନାଗରିକତ୍ୱ ପାଇଛନ୍ତି।

ଆମେରିକାର ନାଗରିକତ୍ୱ ଏବଂ ଇମିଗ୍ରେଶନ ସର୍ଭିସେସ ଦ୍ୱାରା ୨୦୨୩ ବାର୍ଷିକ ରିପୋର୍ଟରେ କୁହାଯାଇଛି ଆର୍ଥିକ ବର୍ଷ ଶେଷ ସୁଦ୍ଧା ୮.୭ ଲକ୍ଷ ବିଦେଶୀ ନାଗରିକ ଆମେରିକାର ନାଗରିକ ହୋଇଛନ୍ତି। ଯେଉଁଥିରୁ ୧.୧ ଲକ୍ଷରୁ ଅଧିକ ମେକ୍ସିକୋ ନାଗରିକ ଆମେରିକାର ନାଗରିକତ୍ୱ ପାଇଛନ୍ତି। ଏହା ପରେ ଭାରତୀୟଙ୍କ ସଂଖ୍ୟା ରହିଛି। ମୋଟ ୫୯,୧୦୦ ଭାରତୀୟ ଆମେରିକାର ନାଗରିକତ୍ୱ ପାଇଛନ୍ତି।

ଏହା ବ୍ୟତୀତ ଫିଲିପାଇନ୍ସର ନାଗରିକମାନେ ତୃତୀୟ ସ୍ଥାନରେ ଅଛନ୍ତି। ଫିଲିପାଇନ୍ସର ପ୍ରାୟ ୪୪,୮୦୦ ନାଗରିକ ଏବଂ ଡୋମିନିକାନ ରିପବ୍ଲିକର ୩୫,୨୦୦ ନାଗରିକଙ୍କୁ ଆମେରିକାର ନାଗରିକତ୍ୱ ପ୍ରଦାନ କରାଯାଇଛି। ଏହି ଆବେଦନକାରୀମାନେ ଆମେରିକାର ନାଗରିକତ୍ୱ ପାଇବାକୁ ଯୋଗ୍ୟ ହେବା ପାଇଁ ଇମିଗ୍ରେଶନ ଆଣ୍ଡ ନ୍ୟାସନାଲିଟି ଆକ୍ଟରେ ନିର୍ଦ୍ଦିଷ୍ଟ ଆବଶ୍ୟକତା ପୂରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ ସୀମାରେ ଲ୍ୟାଣ୍ଡ ମାଇନ୍ ବିସ୍ଫୋରଣ: ରୁଷିଆନ୍ ଟିଭି ସାମ୍ବାଦିକାଙ୍କ ମୃତ୍ୟୁ

ମସ୍କୋ,୨୬।୩: ରୁଷିଆର ମୁଖ୍ୟ ସରକାରୀ ଟିଭି ଚ୍ୟାନେଲ, ‘ଚ୍ୟାନେଲ ୱାନ’ର ଜଣେ ସାମରିକ ସମ୍ବାଦିକା ୟୁକ୍ରେନ ସୀମାରେ ମାଇନ୍ ବିସ୍ଫୋରଣରେ ଜୀବନ ହରାଇଛନ୍ତି। ଏହି ଘଟଣା...

ଯାହାବି କରନ୍ତୁ ମୁଁ ଚାଇନା ଯିବି ନାହିଁ, ଯାତ୍ରୀଙ୍କୁ ହାତ ଯୋଡି ଏମିତି କାହିଁକି କହିଲେ ପାଇଲଟ, ଜାଣନ୍ତୁ…

ଲସ ଆଞ୍ଜେଲସ,୨୬।୩: ଆମେରିକାର ଲସ ଆଞ୍ଜେଲସରୁ ଚାଇନାର ସବୁଠାରୁ ବଡ଼ ସହର ସାଂଘାଇକୁ ଉଡ଼ାଣ ଭରିବାର ଦୁଇ ଘଣ୍ଟା ପରେ ଏକ ବିମାନକୁ ଆମେରିକା ଫେରିବାକୁ...

ବଦଳିବ ବାଂଲାଦେଶର ରାଜଧାନୀ! ରାଗିଲେଣି ସାଧାରଣ ଜନତା

ଢାକା,୨୬।୩: ବାଂଲାଦେଶର ରାଜଧାନୀ ଢାକାକୁ ପରିବର୍ତ୍ତନ କରିବା ଦାବି ଜୋର ଧରିଛି। ଏହାର ମୁଖ୍ୟ କାରଣ ହେଉଛି ସହରରେ ମୌଳିକ ସୁବିଧାର ବ୍ୟାପକ ଅଭାବ। ୩୦୬ବର୍ଗ...

ରାତାରାତି ନିର୍ବାଚନ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ କଲେ ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୬।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦେଶର ନିର୍ବାଚନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରିଛନ୍ତି। ସେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶରେ...

ନୂଆ ଗର୍ଭନିରୋଧକ ଇଞ୍ଜେକ୍ସନ ପ୍ରସ୍ତୁତ କଲେ ବୈଜ୍ଞାନିକ: ସହଜରେ ଏଡ଼ାଇପାରିବେ ଗର୍ଭଧାରଣ

ନୂଆଦିଲ୍ଲୀ,୨୫।୩: ମାସାଚୁସେଟ୍ସ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି (MIT)ର ବୈଜ୍ଞାନିକମାନେ ଏକ ନୂତନ ପ୍ରକାର ଇଞ୍ଜେକ୍ସନ ପ୍ରସ୍ତୁତ କରିଛନ୍ତି। ଏହାଦ୍ୱାରା ବିନା ଚିକିତ୍ସା ପ୍ରକ୍ରିୟା ଏବଂ ଔଷଧ...

ଗାଜାରେ ପୁଣି ବୋମା ବର୍ଷା କଲା ଇସ୍ରାଏଲ, ଏୟାର ଷ୍ଟ୍ରାଇକରେ ଅଲ ଜଜିରା ଖବରଦାତାଙ୍କ ମୃତ୍ୟୁ

ଜେରୁଜେଲମ,୨୫।୩: ସୋମବାର ଇସ୍ରାଏଲ ପୁଣି ଥରେ ଗାଜର ଉତ୍ତରରେ ଅବସ୍ଥିତ ବେଇଟ ଲାହିଆ ସହର ଉପରେ ବିମାନ ଆକ୍ରମଣ କରିଥିଲା। ଏହି ଆକ୍ରମଣରେ ଅଲ ଜଜିରା...

ଲିକ୍‌ ହେଲା ଟ୍ରମ୍ପଙ୍କ ଓ୍ବାର ପ୍ଲାନ! କେବେ ଆଉ କେଉଁଠି କରିବେ ଆକ୍ରମଣ ଜାଣନ୍ତୁ…

ଓ୍ବାଶିଂଟନ,୨୫।୩: ୟେମେନର ହୁତି ବିଦ୍ରୋହୀଙ୍କ ବିରୋଧରେ ଡୋନାଲ୍ଡ ଟ୍ରମ୍ପ ପ୍ରଶାସନର ଯୁଦ୍ଧ ଯୋଜନା ଲିକ ହୋଇଯାଇଛି। ସମ୍ପୂର୍ଣ୍ଣ ମାମଲା ପାଇଁ ଟ୍ରମ୍ପ ପ୍ରଶାସନକୁ ଦାୟୀ କରାଯାଉଛି।...

ସାରା ବିଶ୍ୱର ହୋସ୍‌ ଉଡାଇଲାଣି ଚାଇନା, କାଟିଦେବ ସବୁ ଇଣ୍ଟରନେଟ!

ବେଜିଂ,୨୫।୩: ଚାଇନା ସମ୍ପ୍ରତି ଏକ ଏପରି ଉପକରଣ ତିଆରି କରିଛି ଯାହା ପାଣି ତଳେ ସବୁଠାରୁ ଦୃଢ଼ ଯୋଗାଯୋଗ ଏବଂ ବିଦ୍ୟୁତ ତାରଗୁଡ଼ିକୁ କାଟି ପାରିବ।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image