Posted inଜାତୀୟ

ଡୋଭାଲଙ୍କୁ ଭେଟିଲେ ଆମେରିକା ଏନ୍‌ଏସ୍‌ଏ

ନୂଆଦିଲ୍ଲୀ,୯ା୫ : ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା ଜେକ୍‌ ସୁଲିଭାନ ରବିବାର ସାଉଦି ଆରବରେ ଭାରତୀୟ ପ୍ରତିପକ୍ଷ ଅଜିତ ଡୋଭାଲଙ୍କୁ ଭେଟି ଦ୍ୱିପାକ୍ଷିକ ଓ ଆଞ୍ଚଳିକ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଚଳିତ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବାକୁ ଥିବା କ୍ୱାଡ୍‌ ସମିଟ୍‌ ଅବସରରେ ଦୁଇ ନେତା ପରସ୍ପରକୁ ଭେଟିବେ ବୋଲି ହ୍ବାଇଟ୍‌ ହାଉସ୍‌ ପକ୍ଷରୁ କୁହାଯାଇଛି। ଗତ ଜାନୁୟାରୀରେ ଭାରତ-ଆମେରିକା ଆଇସିଇଟି (ଇନିସିଏଟିଭ୍‌ ଅନ୍‌ କ୍ରିଟିକାଲ ଆଣ୍ଡ ଏମର୍ଜିଂ ଟେକ୍‌ନୋଲୋଜି) ଶୁଭାରମ୍ଭ କରାଯିବା ପରେ ଡୋଭାଲ ଏବଂ ସୁଲିଭାନଙ୍କ ମଧ୍ୟରେ ଏହା ପ୍ରଥମ ବୈଠକ। ସାଉଦି ଆରବ ଗସ୍ତରେ ଥିବା ସୁଲିଭାନ ସେଠାର ପ୍ରଧାନମନ୍ତ୍ରୀ ଓ କ୍ରାଉନ୍‌ ପ୍ରିନ୍ସ ମହମ୍ମଦ ବିନ୍‌ ସଲମାନ, ୟୁଏଇ ଜାତୀୟ ସୁରକ୍ଷା ଉପଦେଷ୍ଟା ଶେଖ୍‌ ତାହନୁନ୍‌ ବିନ୍‌ ଜାୟେଦ ଅଲ୍‌ ନହ୍ୟାନଙ୍କୁ ସାକ୍ଷାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜେନେଭାରେ ନିଲାମ ହେବ ଭାରତର ଦୁର୍ଲଭ ହୀରା

ଜେନେଭା, ୧୪।୪:ଭାରତର ରାଜକୀୟ ଐତିହ୍ୟକୁ ଦର୍ଶାଉଥିବା ବିରଳ ‘ଦି ଗୋଲକୋଣ୍ଡା ବ୍ଲ୍ୟୁ’ ହୀରାର ନିଲାମ ହେବାକୁ ଯାଉଛି। ଆସନ୍ତା ମେ ୧୪ରେ ସୁଇଜରଲାଣ୍ଡର ଜେନେଭାସ୍ଥିତ ‘କ୍ରିଷ୍ଟିଜ୍‌...

୪୮ ହଜାର ଟଙ୍କାରୁ ଅଧିକ ବିଦ୍ୟୁତ ବିଲ ଆସୁଥିଲେ କଟିଯିବ ପେନସନ

ଜୟପୁର,୧୪।୪: ରାଜସ୍ଥାନ ସରକାର ଏକ ବଡ଼ ଏବଂ ବହୁଚର୍ଚ୍ଚିତ ନିଷ୍ପତ୍ତି ନେବାକୁ ଯାଉଛନ୍ତି, ଯାହା ଦ୍ୱାରା ହଜାର ହଜାର ପେନସନଭୋଗୀଙ୍କ ନିଦ ହଜାଇପାରେ। ଏବେ ବାର୍ଷିକ...

ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ

ନୂଆପଡ଼ା,୧୪ା୪ (ମକାରୁ ବେମାଲ) ଓଡ଼ିଆ ପକ୍ଷ ପାଳନର ସୋମବାର ଶେଷ ଦିନରେ ନୂଆପଡା ଜିଲାପାଳଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ସୋମବାର ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ...

ବି. ଆର୍‌. ଆମ୍ବେଡକରଙ୍କ ଜୟନ୍ତୀ ପାଳିତ

ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଉନ ହଲରେ ସୋମବାର ସନ୍ଧ୍ୟାରେ ଭାରତ ରତ୍ନ ବାବା ସାହେବ ଡ. ଭୀମରାଓ ଆମ୍ବେଡକରଙ୍କ  ଜୟନ୍ତୀ ପାଳିତ ହୋଇଯାଇଛି।...

ହନୁମାନ ଜୟନ୍ତୀରେ ଖଣ୍ଡା ବୁଲାଇଲେ ବିଧାୟକ: ଚାରିଆଡ଼େ ଚର୍ଚ୍ଚା

ବରଗଡ଼, ୧୪।୪(ପ୍ରେମାନନ୍ଦ ଖମାରୀ): ସୋମବାର ସନ୍ଧ୍ୟାରେ ବରଗଡ଼ ସହରରେ ହନୁମାନ ଜୟନ୍ତୀ ଅବସରରେ ଶୋଭାଯାତ୍ରା ହୋଇଥିଲା। ସ୍ଥାନୀୟ ସମଲେଶ୍ବରୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ଶୋଭାଯାତ୍ରା ବାହାରି...

ହନୁମାନ ଓ କରମସାନି ମନ୍ଦିର ପ୍ରତିଷ୍ଠା ମହୋତ୍ସବ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ସୁକୁଡା ଗ୍ରାମରେ ନବର୍ନିମିତ ହନୁମାନ ମନ୍ଦିର ଓ କରମସାନି ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଆରମ୍ଭ ହୋଇଛି।...

ଶିଶୁ ସାହିତ୍ୟ ସଂସଦର କବିତା ପାଠୋତ୍ସବ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଭାରତୀ ଶିଶୁ ସାହିତ୍ୟ ସଂସଦ ଆନୁକୂଲ୍ୟରେ ଓଡ଼ିଶାର ବରପୁତ୍ରମାନଙ୍କ ସ୍ମୃତିଚାରଣ ଉଦ୍ଦେଶ୍ୟରେ ଏକ କବିତା ପାଠୋତ୍ସବ...

ଏଣିକି ନିଜ ଲଢ଼େଇ ଲଢ଼ିବେ ଛାତ୍ରୀ

ବରଗଡ଼, ୧୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ପଞ୍ଚାୟତ ମହାବିଦ୍ୟାଳୟରେ ୮ଦିନ ବ୍ୟାପୀ ଚାଲିଥିବା ଛାତ୍ରୀମାନଙ୍କ ନିମିତ୍ତ ଉଦ୍ଦିଷ୍ଟ ଆତ୍ମରକ୍ଷା ତାଲିମ ଶିବିର  ଉଦ୍‌ଯାପିତ ହୋଇଯାଇଛି। ପ୍ରଶିକ୍ଷିକା ଜ୍ୟୋତ୍ସ୍ନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image