Posted inଜାତୀୟ

କାର୍ଯ୍ୟକର୍ତ୍ତାଙ୍କୁ ଭାଜପା ନେତାଙ୍କ ନିର୍ଦ୍ଦେଶ: ଯେଉଁ ଘରେ ତ୍ରିରଙ୍ଗା ଲାଗିନାହିଁ, ମୋତେ ତାର ଫଟୋ ଦିଅ

ନୂଆଦିଲ୍ଲୀ,୧୨।୮: ସ୍ବାଧୀନତାର ୭୫ ବର୍ଷ ପୂରଣ ଅବସରରେ ଦେଶରେ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ଦ୍ୱାରା ତ୍ରିରଙ୍ଗା ଅଭିଯାନ ଚାଲିଛି। ଅଗଷ୍ଟ ୧୩ରୁ ୧୫ ପର୍ଯ୍ୟନ୍ତ ପ୍ରତ୍ୟେକ ଘରେ ତ୍ରିରଙ୍ଗା ଲଗାଇବା ପାଇଁ ଆହ୍ବାନ ଦିଆଯାଇଛି। ଏହି ସମୟରେ ଉତ୍ତରଖଣ୍ଡ ଭାଜପା ରାଜ୍ୟ ସଭାପତି ମହେନ୍ଦ୍ର ଭଟ୍ଟ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ହାଲଦ୍ୱାନୀରେ ଆୟୋଜିତ ଆଜାଦୀ କା ଅମୃତ ମହୋତ୍ସବ କାର୍ଯ୍ୟକ୍ରମରେ ଭାଜପା ରାଜ୍ୟ ସଭାପତି ମହେନ୍ଦ୍ର ଭଟ୍ଟ ଯୋଗ ଦେଇଥିଲେ। ଏହି ଅବସରରେ ପାର୍ଟି କର୍ମୀଙ୍କୁ ସମ୍ବୋଧିତ କରି ସେ କହିଛନ୍ତି, ଯେଉଁ ଘରେ ତ୍ରିରଙ୍ଗା ଲଗାଯାଇନାହିଁ, ସେହି ଘରଗୁଡିକର ଫଟୋ ଉଠାଇ ଆଣ। ଏହାଦ୍ୱାରା ସମାଜର ଲୋକମାନେ ଜାଣିବେ ଯେ ସେମାନେ ତ୍ରିରଙ୍ଗାକୁ ସମ୍ମାନ କରନ୍ତି ନାହିଁ। ମହେନ୍ଦ୍ରଙ୍କ ଏଭଳି ମନ୍ତବ୍ୟକୁ ବିରୋଧୀ ଦଳ ପକ୍ଷରୁ ନିନ୍ଦା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ପହଲଗାମ ଆତଙ୍କବାଦୀ ଆକ୍ରମଣ ଦେଶକୁ ଦୁଃଖ ଦେଇଛି, କଡା ଜବାବ ଦିଆଯିବ’: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୭ା୪: ମନ୍ କି ବାତର ୧୨୧ତମ ଏପିସୋଡରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, “ଆଜି ମୁଁ ଆପଣଙ୍କ ସହ ମନର କଥା କହୁଛି, ମୋ ହୃଦୟରେ...

NCC କ୍ୟାମ୍ପରେ ଛାତ୍ରୀଛାତ୍ରଙ୍କୁ ନମାଜ ପଢିବାକୁ ବାଧ୍ୟ କରିବା ଅଭିଯୋଗ, ୭ ଶିକ୍ଷକଙ୍କ ବିରୁଦ୍ଧରେ ମାମଲା

ଛତିଶଗଡ଼,୨୭ା୪: ବିଲାସପୁର ଜିଲାରେ ଗୁରୁ ଘାସୀଦାସ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର କେତେକ ଛାତ୍ରଛାତ୍ରୀଙ୍କୁ NCC ଶିବିର ସମୟରେ ନମାଜ ପଢିବାକୁ ବାଧ୍ୟ କରାଯାଇଥିବା ଅଭିଯୋଗରେ ଶନିବାର ୭...

ଭାରତ ପାଇଁ ଅଛି ୧୩୦ଟି ପରମାଣୁ ବୋମା, ଧମକ ଦେଲେ ପାକିସ୍ତାନ ମନ୍ତ୍ରୀ

ନୂଆଦିଲ୍ଲୀ,୨୭ା୪: ପହଲଗାମ ଆକ୍ରମଣ ପରେ ବଢୁଥିବା ଉତ୍ତେଜନା ମଧ୍ୟରେ ପାକିସ୍ତାନ ମନ୍ତ୍ରୀ ହାନିଫ ଅବ୍ବାସୀ ଭାରତକୁ ପରମାଣୁ ପ୍ରତିଶୋଧର ଖୋଲା ଧମକ ଦେଇଛନ୍ତି, ଚେତାବନୀ ଦେଇଛନ୍ତି...

ଢ଼ାବାରେ ପୋଲିସ ଚଢ଼ାଉ: ଜଣେ ଗିରଫ

ଧର୍ମଗଡ,୨୬।୪(ଘାସିରାମ ଜଗତ): ବେଆଇନ ମଦ କାରବାର ଉପରେ ଅଙ୍କୁଶ ଲଗାଇବା ଲାଗି ଧର୍ମଗଡ ଥାନାରେ ନୂତନ ଭାବେ ଯୋଗ ଦେଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର...

ଏଇ ଭାରତରେ

କାଗଜ ପାଇଁ ବହୁସଂଖ୍ୟାରେ ଗଛ ଓ ବାଉଁଶ କଟାଯାଉଛି, ଯାହା ପରିବେଶ ପାଇଁ କ୍ଷତିକାରକ। ତେବେ ଏହାର ସମାଧାନ ବାଟ ପାଇଛନ୍ତି ରୂପଙ୍କର ଭଟ୍ଟାଚାର୍ଯ୍ୟ ଏବଂ...

ନିକୃଷ୍ଟ ବିଚାର

ଆମେରିକା କହୁଛି ବାଣିଜ୍ୟରେ ବିଶ୍ୱ ତାହାକୁ ଲୁଟିଛି ଏବଂ କ୍ଷତିପୂରଣ ଚାହେଁ। ଦେଖିବାକୁ ଗଲେ ଏହି ଲୁଣ୍ଠନ ନିଜେ ଆମେରିକା ଦ୍ୱାରା ହୋଇଛି କାରଣ ଏକ...

ଭୁବନେଶ୍ୱର ବିମାନବନ୍ଦରରେ ୧୨ ଘଣ୍ଟାରୁ ଅଧିକ ସମୟ ଅଟକି ରହିବା ପରେ କ୍ରୁଦ୍ଧ ଯାତ୍ରୀଙ୍କ ହଙ୍ଗାମା

ଭୁବନେଶ୍ୱର,୨୭ା୪: ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରରେ ଯାତ୍ରୀମାନେ ଅଟକି ରହିବା କାରଣରୁ ଉତ୍ତେଜନା ସୃଷ୍ଟି ହୋଇଛି। ୧୨ ଘଣ୍ଟାରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ...

ଭାରତ ସହିତ ବାଣିଜ୍ୟ ବନ୍ଦ କରି ଫସିଲରେ ପାକିସ୍ତାନ: ଔଷଧ ଯୋଗାଣ ପାଇଁ ନେଲା ‘ଜରୁରୀକାଳୀନ’ ପଦକ୍ଷେପ

ଇସଲାମାବାଦ,୨୭ା୪: ପାହାଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ସହ ବାଣିଜ୍ୟିକ ସମ୍ପର୍କ ବନ୍ଦ କରିବା ପରେ ପାକିସ୍ତାନ ଔଷଧ ଯୋଗାଣ ସୁନିଶ୍ଚିତ କରିବା ପାଇଁ “ଜରୁରୀକାଳୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image