Categories: ଜାତୀୟ

ଇସ୍ତଫା ଦେଲେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ

ଡେରାଡୁନ୍‌,୧୧।୩: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ଧାମି ଶୁକ୍ରବାର ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ନିର୍ବାଚନମଣ୍ଡଳୀ ଖତିମାରୁ ବିଧାନସଭା ନିର୍ବାଚନରେ ହାରିଯିବା ପରେ ଆଜି ରାଜ୍ୟପାଳଙ୍କ ନିକଟରେ ତାଙ୍କ ଇସ୍ତଫା ପତ୍ର ଦାଖଲ କରିଛନ୍ତି। ନୂତନ ସରକାର ଗଠନ ନ ହେବା ପର୍ଯ୍ୟନ୍ତ ରାଜ୍ୟପାଳ ତାଙ୍କୁ କାର୍ଯ୍ୟବାହକ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବାକୁ କହିଛନ୍ତି।

 

Share