Posted inଜାତୀୟ

ଉତ୍ତରାଖଣ୍ଡ କଂଗ୍ରେସ ଉପାଧ୍ୟକ୍ଷ ଅକିଲ ଅହମ୍ମଦ ୬ ବର୍ଷ ପାଇଁ ଦଳରୁ ନିଲମ୍ବିତ

ଡେରାଡୁନ,୨୯ ।୩: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ଏବେ କଂଗ୍ରେସ ନେତାଙ୍କ ମଧ୍ୟରେ ଗୋଡଟଣା ଆରମ୍ଭ ହୋଇଯାଇଛି । ଯାହା ଖୋଲାଖୋଲି ଭାବେ ଦେଖିବାକୁ ମିଳିଛି । ଏବେ ଉତ୍ତରାଖଣ୍ଡ କଂଗ୍ରେସର ଉପାଧ୍ୟକ୍ଷ ଥିବା ଅକିଲ ଅହମ୍ମଦଙ୍କୁ ଗଣମାଧ୍ୟମରେ ଲାଗାତାର ଅନାବଶ୍ୟକ ବୟାନ ଦେବା ଅଭିଯୋଗରେ ୬ ବର୍ଷ ପାଇଁ ଦଳରୁ ନିଲମ୍ବିତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୧୦୧ ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା: ସକାଳୁ ସକାଳୁ ଛେଚିଲା

ନୂଆଦିଲ୍ଲୀ,୨୮।୧୨: ବର୍ଷା ପରେ ଶୀତ, ଶୀତ ମଧ୍ୟରେ ବର୍ଷା ଲାଗି ରହିଛି। ପ୍ରବଳ ଶୀତ ମଧ୍ୟରେ ଦଲ୍ଲୀରେ ପ୍ରବଳ ବର୍ଷା ହୋଇଛି । ଅନ୍ୟପକ୍ଷେ ୧୦୧...

ଭାଜପାକୁ ନେଇ ଚମକାଇବା ଭଳି ଭବଷ୍ୟବାଣୀ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୮।୧୨: ନୂଆ ବର୍ଷରେ ଦିଲ୍ଲୀ ବିଧାନସଭା ନିର୍ବାଚନର ତାରିଖ ଘୋଷଣା ହେବାକୁ ଯାଉଛି। ନିର୍ବାଚନ ପାଖେଇ ଆସୁଥିବାରୁ ଆମ ଆଦମୀ ପାର୍ଟି ଭାଜପା ଉପରେ ଆକ୍ରମଣ...

ପଞ୍ଚଭୂତରେ ବିଲୀନ ହେଲେ ମନମୋହନ ସିଂ: ଝିଅ ଦେଲେ ମୁଖାଗ୍ନି

ନୂଆଦିଲ୍ଲୀ,୨୮।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଅନ୍ତିମ ସଂସ୍କାର ଆଜି ଦିଲ୍ଲୀର ନିଗମବୋଧ ଘାଟରେ ରାଜକୀୟ ସମ୍ମାନ ସହ ଶେଷ ହୋଇଛି। ତାଙ୍କ ଝିଅ ପିତାଙ୍କୁ...

ଶିଖ୍‌ ଧର୍ମରେ କିପରି କରାଯାଏ ଅନ୍ତିମ ସଂସ୍କାର, ହିନ୍ଦୁ ଧର୍ମର ରୀତିନୀତି ଠାରୁ ଏହା କେତେ ଅଲଗା

ନୂଆଦିଲ୍ଲୀ,୨୮।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଡିସେମ୍ବର ୨୬ରେ ଦେହାନ୍ତ ହୋଇଛି। ତେବେ ଆଜି ତାଙ୍କର ଅନ୍ତିମ ସଂସ୍କାର କରାଯାଉଛି। ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ...

ଅନ୍ତିମ ଯାତ୍ରାରେ ବାହାରିଲେ ମନମୋହନ ସିଂ

ନୂଆଦିଲ୍ଲୀ,୨୮।୧୨: ଅନ୍ତିମ ଯାତ୍ରାରେ ବାହାରଛନ୍ତି ମନମୋହନ ସିଂ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଆର୍ଥତ୍କ ସଂସ୍କାରର ଅଗ୍ରଦୂତ ଡ. ମନମୋହନ ସିଂ। ନିଗମବୋଧ ଘାଟକୁ ତାଙ୍କ ପାଥିବ...

ଆଜି ମନମୋହନଙ୍କ ଶେଷକୃତ୍ୟ

ନୂଆଦିଲ୍ଲୀ,୨୮ା୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଆର୍ଥତ୍କ ସଂସ୍କାରର ଅଗ୍ରଦୂତ ଡ. ମନମୋହନ ସିଂଙ୍କର ଗୁରୁବାର ରାତିରେ ଦିଲ୍ଲୀ ଏମ୍ସରେ ପରଲୋକ ଘଟିଥିଲା। ତାଙ୍କ ବିୟୋଗରେ...

ଭାରତୀୟ କାର୍‌ ବଜାରରେ ବୈପ୍ଳବିକ ପରିବର୍ତ୍ତନ ଆଣିଥିବା ଓସାମୁ ସୁଜୁକିଙ୍କ ପରଲୋକ

ନୂଆଦିଲ୍ଲୀ,୨୮ା୧୨:ମାରୁତି ୮୦୦ କାର୍‌ ଆଣି ଭାରତୀୟ କାର୍‌ ବଜାରରେ ବୈପ୍ଳବିକ ପରିବର୍ତ୍ତନ ଆଣିଥିବା ସୁଜୁକି ମୋଟର କର୍ପୋରେଶନର ପୂର୍ବତନ ଅଧ୍ୟକ୍ଷ ତଥା ସିଇଓ ଓସାମୁ ସୁଜୁକିଙ୍କର...

ସର୍ବଦା ନୀଳ ରଙ୍ଗର ପଗଡ଼ି କାହିଁକି ପିନ୍ଧୁଥିଲେ ମନମୋହନ ସିଂ? ନିଜେ କହିଥିଲେ କାରଣ…

ନୂଆଦିଲ୍ଲୀ,୨୭।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡା. ମନମୋହନ ସିଂଙ୍କ ଗୁରୁବାର ପରଲୋକ ଘଟିଛି। ୯୨ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri