Posted inଫୁରସତ

ଟିକା ନେଲେ ମିଳିବ ମାଗଣା ମଦ!

ନୂଆଦିଲ୍ଲୀ,୯।୪: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ସଂକ୍ରମଣର ଆଶଙ୍କା ବଢାଇବାରେ ଲାଗିଛି। ଏଭଳି ପରିସ୍ଥିତିରେ ଟିକାକରଣ କାର୍ଯ୍ୟ ଜୋରସୋରରେ ଚାଲିଛି। ଅନେକ ଦେଶରେ ସରକାରୀ ଏବଂ ବେସରକାରୀ କମ୍ପାନୀଗୁଡିକ ଟିକାକରଣ ପାଇଁ ଲୋକଙ୍କୁ ଉତ୍ସାହିତ କରିବାକୁ ବିଭିନ୍ନ ଆକର୍ଷଣୀୟ ଅଫର ପ୍ରଦାନ କରୁଛନ୍ତି। ରେଷ୍ଟୁରାଣ୍ଟ ଗୁଡିକରେ ମାଗଣା ଖାଦ୍ୟ ଠାରୁ ଆରମ୍ଭ କରି ବିୟର ପାର୍ଲରରେ ମାଗଣା ବିୟର ଏବଂ ବାରରେ ଶସ୍ତା ମଦ ପର୍ଯ୍ୟନ୍ତ ଅଫର୍‌ ଅନ୍ତର୍ଭୁକ୍ତ। ଲୋକପ୍ରିୟ କ୍ୟାବ ସେବା କମ୍ପାନୀ ଉବର ଏକ ବଡ ଘୋଷଣା କରିଛି। ଦିଲ୍ଲୀରେ ୧.୫ କୋଟି ଟଙ୍କା ପର୍ଯ୍ୟନ୍ତ ମାଗଣା ଯାତ୍ରା ଘୋଷଣା କରିଛି କମ୍ପାନୀ। ଏହା ସହିତ ଲୋକମାନେ ଟିକାକରଣ ପାଇଁ ମାଗଣାରେ କ୍ୟାବରେ ଯିବା ଆସିବା କରିପାରିବେ। ଆମେରିକାର ଓହିଓର ମାର୍କେଟ ଗାର୍ଡେନ ବ୍ରୁରି ପ୍ରଥମ ଟିକା ଲଗାଉଥିବା ଲୋକଙ୍କୁ ପାଞ୍ଚଥର ମାଗଣାରେ ବିୟର ପିଇବାକୁ ଅଫର୍‌ ଦେଇଛି। ସେହିପରି ଚାଇନାରେ ସରକାର ଏବଂ କମ୍ପାନୀମାନେ ଟିକା ନେବାକୁ ଉତ୍ସାହିତ ପାଇଁ ଅନେକ ପ୍ରକାରର ଅଫର ଦେଉଛନ୍ତି। ଏଥି ସହିତ ହେନାନ ପ୍ରଦେଶର ଏକ ସହରରେ ସ୍ଥାନୀୟ ସରକାର କର୍ମଚାରୀଙ୍କୁ ଚାକିରିରୁ ବାହାର କରିଦେବାକୁ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟିଲ୍‌ ପରି କାନ

ମହିଳାମାନେ କାନ ଫୋଡାନ୍ତି କାନରେ ଝୁମୁକା ଲଗାଇବା ପାଇଁ। କେହି କେହି ପୁରୁଷ ବି କାନ ଫୋଡ଼ାଇଥାନ୍ତି। ତେବେ ଯଦି ଝୁମୁକା ଓଜନିଆ ହୋଇଯାଏ କାନରେ...

ଗଛ ବୟଫ୍ରେଣ୍ଡ

କୁହାଯାଏ ପ୍ରେମ ଅନ୍ଧ। କାହିଁକି ନା ପ୍ରେମ ଦେଖେନା ଜାତି, ଧର୍ମ କି ଧନୀ ଗରିବର ଭେଦଭାବ। ତେବେ ଆଜିକାଲି ବୋଧହୁଏ ପ୍ରେମ ଅଧିକ ଅନ୍ଧ...

ଅସ୍ତଗାମୀ ସୂର୍ଯ୍ୟକୁ ଦେଖି ମାରନ୍ତି ତାଳି

ଏଇ ପୃଥିବୀରେ ଯେତିକି ଦେଶ ଅଛି ସେତିକି ପ୍ରଥା ପରମ୍ପରା ବି ଅଛି। ସେଥିମଧ୍ୟରୁ ଅନେକ ଅଜବ ପରମ୍ପରା ବି ଥାଏ। ଯେମିତି କି ଏକ...

କୁକୁଡ଼ା ନୁହେଁ ହୋଟେଲ

ଫଟୋଟିକୁ ଦେଖିଲେ ଭାବୁଥିବେ ଏତେ ବଡ଼ ଗଞ୍ଜା କୁକୁଡ଼ା ଭଲା କୁଆଡୁ ଆସିଲା? ସତରେ କ’ଣ ଏତେ ବଡ଼ କୁକୁଡ଼ା ଅଛି? ତେବେ ପ୍ରକୃତ କଥା...

ଗବେଷଣାରେ ମୂଷାଙ୍କୁ ବ୍ୟବହାର କରାଯାଏ କାହିଁକି

ପ୍ରାୟ ସମସ୍ତେ ଜାଣନ୍ତି ଯେ, ବୈଜ୍ଞାନିକମାନେ ତିଆରି କରୁଥିବା ନୂଆ ଔଷଧକୁ ମଣିଷ ଉପରେ ପ୍ରୟୋଗ କରିବା ପୂର୍ବରୁ ପ୍ରଥମେ ତାକୁ ମୂଷା ଉପରେ ପ୍ରୟୋଗ...

ବିଶିଷ୍ଟ ଶିଶୁ ସାହିତି୍ୟକ ଓ ବିଜ୍ଞାନ ଲେଖକ ଡ. ଅରୁଣ କୁମାର ପଣ୍ଡା ନିଜ ପ୍ରଥମ ରୋଜଗାରରେ ଗାଈ କିଣା..

ଜୀବନରେ ଅନେକ ଟଙ୍କା ରୋଜଗାର କଲେ ବି ପ୍ରଥମ ରୋଜଗାରର ଚମକ ଓ ଆନନ୍ଦ ଅତୀବ ନିଆରା। ଆଉ ଯଦି ସେହି ରୋଜଗାର ଛାତ୍ର ଅବସ୍ଥାରେ...

ମହିଳାଙ୍କ ପେଟରୁ ବାହାରିଲା ୨ କେ.ଜି.ର ଚୁଟି

ବରେଲି: ଉତ୍ତରପ୍ରଦେଶର ବରେଲି ଜିଲା କରଗୈନା ଅଞ୍ଚଳରେ ରହୁଥିବା ଜଣେ ୩୧ ବର୍ଷିୟା ମହିଳା ଲମ୍ବା ସମୟ ଧରି ପେଟ ଯନ୍ତ୍ରଣାରେ ପୀଡ଼ିତ ଥିଲେ। ସେ...

ଇଣ୍ଡିଆନ୍‌ ରକ୍‌ ବ୍ୟାଣ୍ଡ ‘ଅଗ୍ନି’

ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri