୨ ଦିନ ହେଲା ଗଞ୍ଜାମରେ ଟିକାକରଣ ବନ୍ଦ

ଛତ୍ରପୁର,୩୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମେଗା କରୋନା ଟିକାକାରଣ ଚାଲିଥିଲା। ତେବେ ଟିକା ଅଭାବ ଯୋଗୁ ଜିଲାରେ ଦୁଇ ଦିନ ଧରି ଟିକାକାରଣ ବନ୍ଦ ରହିଛି । ଫଳରେ ଲୋକ ନିରାଶ ହୋଇଛନ୍ତି।

Share