Posted inଜାତୀୟ

ଭଗବାନ ରାମଙ୍କୁ ନେଇ ରାଜନୀତି କରୁଛି ଭାଜପା:ଶରଦ ପାୱାର

ନୂଆଦିଲ୍ଲୀ,୭।୧୧: ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ସମାରୋହ ସମୟ ପାଖେଇ ଆସୁଥିବାରୁ ରାଜନୀତି ବଢିବାରେ ଲାଗିଛି। ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ସଭାପତି ଶରଦ ପାୱାର ଭାଜପା ବିରୋଧରେ ଆକ୍ରମଣ କରିଥିଲେ। ପ୍ରାଣ ପ୍ରତିଷ୍ଠା ସମାରୋହର କାର୍ଯ୍ୟକ୍ରମକୁ ନେଇ ଦେଶରେ ରାଜନୀତି ଆରମ୍ଭ ହୋଇଛି। କ୍ଷମତାରେ ଥିବା ଲୋକମାନେ ଏହାର ଫାଇଦା ନେଉଛନ୍ତି ବୋଲି ପାଓ୍ବାର କହିଛନ୍ତି।
ଏନସିପି ସଭାପତି ଶରଦ ପାୱାର କହିଛନ୍ତି, ରାମ ମନ୍ଦିର ଏବଂ ପ୍ରଭୁ ରାମଙ୍କୁ ଲୋକମାନେ ସମ୍ମାନ କରନ୍ତି। ଏ ବିଷୟରେ ଅଭିଯୋଗ କରିବାର କୌଣସି କାରଣ ନାହିଁ। ଅଯୋଧ୍ୟାଙ୍କ ରାମ ମନ୍ଦିରକୁ ଉତ୍ସର୍ଗ କରିବାର ସମୟ ପାଖେଇ ଆସୁଥିବାରୁ ଶାସକ ନେତାମାନେ ଏହାର ଫାଇଦା ନେବା ଆରମ୍ଭ କରି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ ଶୀଘ୍ର ଆମେରିକା ଗସ୍ତ କରିବେ ମୋଦି

ନୂଆଦିଲ୍ଲୀ,୨୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନରେ କଥା ହୋଇଛନ୍ତି। ଉଭୟ ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପର୍କକୁ...

ବିଶ୍ୱର କେଉଁ ଦେଶରେ ପ୍ରଥମେ ଆରମ୍ଭ ହୋଇଥିଲା ବଜେଟ୍‌?ଆଉ ଭାରତରେ…

ନୂଆଦିଲ୍ଲୀ,୨୮।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧, ୨୦୨୫ରେ ଦେଶର କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରିବେ। ତାଙ୍କର ବଜେଟ ଭାଷଣ ଲୋକ ସଭାରେ ସକାଳ ୧୧ଟାରେ...

ସ୍ବାଧୀନତାର ୭୮ ବର୍ଷ ପରେ ଗାଁରେ ପହଞ୍ଚିଲା ବିଜୁଳି

ରାୟପୁର, ୨୮ା୧: ଦେଶ ସ୍ବାଧୀନ ହେବାର ୭୮ ବର୍ଷ ପରେ ଛତିଶଗଡ଼ର ବିଜାପୁର ଜିଲା ଚିକାପଲ୍ଲି ଗ୍ରାମରେ ପ୍ରଥମଥର ପାଇଁ ବିଜୁଳି ପହଞ୍ଚିଛି। ବିଜାପୁର ଜିଲା ମୁଖ୍ୟାଳୟଠାରୁ...

ଦେଶରେ ଲାଗୁ ହେବ ଭାରତୀୟ ମାନକ ସମୟ : ଆସିଲା ଚିଠା ନିୟମାବଳୀ

ନୂଆଦିଲ୍ଲୀ,୨୮ା୧: ସାରା ଦେଶରେ ଗୋଟିଏ ଟିକସ ବ୍ୟବସ୍ଥା ପାଇଁ ଜିଏସ୍‌ଟି ଲାଗୁ କରାଯିବା ସହ ଏକସଙ୍ଗେ ଲୋକ ସଭା ଏବଂ ରାଜ୍ୟ ବିଧାନସଭାଗୁଡ଼ିକର ନିର୍ବାଚନ କରାଇବା...

ଚେନ୍ନାଇ ଉପକୂଳରେ ହଜାରେରୁ ଅଧିକ ଅଲିଭ୍‌ ରିଡ୍‌ଲେ ମୃତ

ଚେନ୍ନାଇ, ୨୮ା୧: ତାମିଲନାଡ଼ୁର ଚେନ୍ନାଇ ଉପକୂଳରେ ଗତ ମାସେ ମଧ୍ୟରେ ୧ ହଜାରରୁ ଅଧିକ ଅଲିଭ୍‌ ରିଡ୍‌ଲେ ପ୍ରଜାତିର କଇଁଛଙ୍କର ମୃତଦେହ ମିଳିଛି, ଯାହାକୁ ନେଇ କଇଁଛ...

ସୈଫ୍‌ଙ୍କୁ ଆକ୍ରମଣ ଘଟଣା: ପଶ୍ଚିମବଙ୍ଗରୁ ମହିଳା ଗିରଫ

ଚେନ୍ନାଇ, ୨୮ା୧ (ପି.ଟି.): ଅଭିନେତା ସୈଫ୍‌ ଅଲୀ ଖାନ୍‌ଙ୍କୁ ହୋଇଥିବା ଆକ୍ରମଣ ଘଟଣାର ତଦନ୍ତ ଜାରି ରହିଛି। ପୂର୍ବରୁ ପୋଲିସ ଏହି ମାମଲାରେ ବାଂଲାଦେଶୀ ନାଗରିକ ଶରିଫୁଲ...

ଓ୍ବକ୍‌ଫ ବିଲ୍‌ରେ ୧୪ ସଂଶୋଧନକୁ ଜେପିସିର ମଞ୍ଜୁରୀ

ନୂଆଦିଲ୍ଲୀ,୨୮।୧(ପି.ଟି.): ପ୍ରସ୍ତାବିତ ଓ୍ବକ୍‌ଫ ସଂଶୋଧନ ବିଲ୍‌ର ସଂଶୋଧନକୁ ଯୁଗ୍ମ ସଂସଦୀୟ କମିଟି (ଜେପିସି) ସୋମବାର ମଞ୍ଜୁରୀ ପ୍ରଦାନ କରିଛି। ଗତବର୍ଷ ଅଗଷ୍ଟରେ ଏହି ବିଲ୍‌ ପାର୍ଲାଣ୍ଟେରେ ଆଗତ...

ଭାରତ ଚାଇନା ସମ୍ପର୍କରେ ପୁଣି ବଢୁଛି ଗଭୀରତା, ଏଣିକି କୈଳାଶ ସରୋବରକୁ ଡାଇରେକ୍ଟ ଫ୍ଲାଇଟ୍

ନୂଆଦିଲ୍ଲୀ,୨୭ା୧: ଚାଇନା ଭାରତ ସହିତ ଏହାର ସମ୍ପର୍କ ସୁଧାରିବାକୁ ଏବଂ ଶାନ୍ତି ପ୍ରତିଷ୍ଠା କରିବାକୁ ଆଉ ଗୋଟିଏ ପାଦ ବଢେଇଛି। ଭାରତର ବୈଦେଶିକ ମନ୍ତ୍ରଣାଳୟ ଅନୁଯାୟୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image