ଟ୍ରକକୁ ପଛପଟୁ ପିଟିଲା ଭ୍ୟାନ୍‌: ଚାଲିଗଲା ୨ ଜୀବନ

ଆସିକା,୧୯।୯(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ପିତଳ ଛକଠାରେ ରାସ୍ତା କଡ଼ରେ ଠିଆ ହେଇଥିବା ଗୋଟେ ଟ୍ରକକୁ ପଛପଟୁ ଧକ୍କା ଦେଇଛି ପିକ୍‌ଅପ୍‌ ଭ୍ୟାନ୍‌। ଏହି ଦୁର୍ଘଟଣାରେ ପିକକ ଭ୍ୟାନରେ ବସିଥିବା ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଡ୍ରାଇଭର ଗୁରୁତର ଅଛନ୍ତି। ମୃତକ ଦୁଇ ଜଣ ହେଲେ ଧରାକୋଟ ଥାନା ଅନ୍ତର୍ଗତ ସୁନ୍ଦରା ପଲ୍ଲୀ ଗ୍ରାମର ୧୭ ବର୍ଷୀୟ ସୁମନ ଗନ୍ତାୟତ ଓ ସରଧା ପୁର ଗ୍ରାମର ୧୮ ବର୍ଷୀୟ ଅଜିତ ବାଡତ୍ୟା।

ସୁଚନା ଅନୁସାରେ, ବୁଧବାର ବିଳମ୍ବିତ ରାତିରେ ପିକ୍‌ଅପ୍‌ ଭ୍ୟାନ୍‌ରେ ପରିବା ନେଇ ଭଣ୍ଡାରୀ ବସାରୁ ବ୍ରହ୍ମପୁର ଯିବା ସମୟରେ ପିତଳ ଛକ ନିକଟରେ ଏକ ଟ୍ରକକୁ ପଛରୁ ଧକ୍କା ଦେବା ଫଳରେ ପିକ୍‌ଅପ୍‌ ଭ୍ୟାନ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

ଖବରପାଇ ଘଟଣାସ୍ଥଳରେ ହିଞ୍ଜିଳି ଥାନା ପୋଲିସ ପହଞ୍ଚି ମୃତ ବ୍ୟକ୍ତି ଦ୍ବୟଙ୍କୁ ପିକକ ଭ୍ୟାନ କାଟି ବାହାରକୁ ବାହାର କରି ଥିବା ବେଳେ ମୃତଦେହ ବ୍ୟବଚ୍ଛେଦ ପାଇଁ ହିଞ୍ଜିଳି ମେଡିକାଲକୁ ଆଣି ଘଟଣାର ଅଧିକ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ ସାହିତ୍ୟ ସଂସଦର କବିତା ପାଠୋତ୍ସବ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଭାରତୀ ଶିଶୁ ସାହିତ୍ୟ ସଂସଦ ଆନୁକୂଲ୍ୟରେ ଓଡ଼ିଶାର ବରପୁତ୍ରମାନଙ୍କ ସ୍ମୃତିଚାରଣ ଉଦ୍ଦେଶ୍ୟରେ ଏକ କବିତା ପାଠୋତ୍ସବ...

ଏଣିକି ନିଜ ଲଢ଼େଇ ଲଢ଼ିବେ ଛାତ୍ରୀ

ବରଗଡ଼, ୧୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ପଞ୍ଚାୟତ ମହାବିଦ୍ୟାଳୟରେ ୮ଦିନ ବ୍ୟାପୀ ଚାଲିଥିବା ଛାତ୍ରୀମାନଙ୍କ ନିମିତ୍ତ ଉଦ୍ଦିଷ୍ଟ ଆତ୍ମରକ୍ଷା ତାଲିମ ଶିବିର  ଉଦ୍‌ଯାପିତ ହୋଇଯାଇଛି। ପ୍ରଶିକ୍ଷିକା ଜ୍ୟୋତ୍ସ୍ନା...

ଝିପିଝିପି ବର୍ଷାରେ ବିଦ୍ୟୁତ କାଟ: ଘଣ୍ଟାଘଣ୍ଟା ଧରି ଅନ୍ଧାରରେ ଅଞ୍ଚଳବାସୀ 

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ ): ସାମାନ୍ୟ ଝିପିଝିପି ବର୍ଷାରେ ଘଣ୍ଟାଘଣ୍ଟା ଧରି ବିଦ୍ୟୁତ୍‌ କାଟ। ଏଭଳି ଘଟଣା ଦେଖିବାକୁ ମିଳିଛି  କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି...

ଅକ୍ଷର ପଟେଲଙ୍କୁ ୧୨ଲକ୍ଷ ଜରିମାନା

ନୂଆଦିଲ୍ଲୀ, ୧୪ା୪: ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ଆଇପିଏଲ୍‌ ଗେମ୍‌ରେ ସ୍ଲୋ ଓଭର ରେଟ୍‌ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ଅକ୍ଷର ପଟେଲକଙ୍କୁ ୧୨ ଲକ୍ଷ ଟଙ୍କ...

ସିଏସ୍‌କେରେ ଯୋଗ ଦେବେ ଆୟୁଷ

ଚେନ୍ନାଇ,୧୩ା୪: ଋତୁରାଜ ଗାଏକ୍ୱାଡଙ୍କ ବଦଳ ଖେଳାଳି ଭାବେ ଆୟୁଷ ମହାତ୍ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଦଳରେ ଯୋଗ ଦେବେ। ଏଲବୋରେ ଫ୍ରାଚକର ଯୋଗୁ ଗାଏକ୍ୱାଡ...

ମହୋତ୍ସବର ଦ୍ୱିତୀୟ ଦିନ: ଚଳଚ୍ଚିତ୍ର ଦେଖିଲେ ୧୫ ଶହ ଛାତ୍ରୀଛାତ୍ର

ଭବାନୀପାଟଣା,୧୪ା୪(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲକ୍ଷ୍ମୀ ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁଶନରେ ଚାଲିଥିବା ଅନ୍ତର୍ଜାତୀୟ ଶିଶୁ ଓ ଯୁବ ଚଳଚ୍ଚିତ୍ର ମହୋତ୍ସବ ସୋମବାର...

‘ଆମ ରୁଚି ଆମ ଖାଦ୍ୟ’ ସମାରୋହ ପିଠାପଣା ଆମ ସଂସ୍କୃତିର ଏକ ଅଙ୍ଗ

ନୂଆପଡ଼ା,୧୪ା୪ (ମକାରୁ ବେମାଲ): ଖାଦ୍ୟ ପରମ୍ପରା ହେଉଛି ଆମ ଓଡ଼ିଆ ସଂସ୍କୃତିର ଅବିଚ୍ଛେଦ୍ୟ ଅଂଶ। ଏହି ପରମ୍ପରାକୁ ବଜାୟ ରଖିବା ପାଇଁ ରାଜ୍ୟ ସରକାରଙ୍କ ନଗର...

ୱାକଫ୍ ଆଇନ ବିରୋଧରେ ପଶ୍ଚିମବଙ୍ଗରେ ପୁଣି ହିଂସା, ଦକ୍ଷିଣ ୨୪ ପରଗନା ଜିଲାରେ ପୋଲିସ ଗାଡ଼ି ପୋଡ଼ିଦେଲେ ଲୋକେ

ନୂଆଦିଲ୍ଲୀ,୧୪ା୪: ୱାକଫ ସଂଶୋଧନ ଆଇନ ବିରୋଧରେ ସୋମବାର (୧୪ ଏପ୍ରିଲ, ୨୦୨୫) ପଶ୍ଚିମବଙ୍ଗରେ ପୁଣି ଥରେ ହିଂସା ଦେଖାଦେଇଛି। ଦକ୍ଷିଣ ୨୪ ପରଗନାର ଭାଙ୍ଗରରେ, ପ୍ରଦର୍ଶନକାରୀମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image