ହିଞ୍ଜିଳିକାଟୁ ସରକାରୀ ଏନ ଏ ସି ଉଚ୍ଚ ବିଦ୍ୟାଳୟରେ ବିଭିନ୍ନ ଉତ୍ସବ ଅନୁଷ୍ଠିତ

ହିଞ୍ଜିଳିକାଟୁ, ୧୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ସରକାରୀ ଏନ ଏ ସି ଉଚ୍ଚ ବିଦ୍ୟାଳୟ ପରିସରରେ ଆମ ସଂସ୍କୃତି ଆମ ଖେଳଣା, ରାମାନୁଜନ ଗଣିତ କ୍ଲବ, ଅବଦୁଲ କାଲାମ ବିଜ୍ଞାନ କ୍ଲବ ତରଫରୁ ଚିତ୍ରାଙ୍କନ ପ୍ରତିଯୋଗିତା, ସାଧାରଣ ଜ୍ଞାନ ପ୍ରତିଯୋଗିତା, ବିଜ୍ଞାନ ସେମିନାର, ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଏହା ସହ ଛୋଟ ପିଲାଙ୍କ ନିପୁଣ ଭାରତ ମେଳା , ଭାରତୀୟ ଭାଷା ଉତ୍ସବ, ଯୁବ ଏବଂ ସବୁଜ ବାହିନୀ ଦାରା ଏକକ ବ୍ୟବହୃତ ପ୍ଲାଷ୍ଟିକ କୁ ନା, ଆବର୍ଜନା ପରିଚାଳନା ସମ୍ବନ୍ଧୀୟ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।

ଏଥିରେ ସମ୍ମାନୀତ ଅତିଥି ଭାବରେ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକ ଲିଙ୍ଗରାଜ ସେନାପତି, ବିଦ୍ୟାଳୟ ଆଲୁମିନି କମିଟିର ସଭାପତି ଡିକେ ପଣ୍ଡା, ଉପ ସଭାପତି ପର୍ଶୁରାମ ସାହୁ, ଶିକ୍ଷକ ଅଜୟ କୁମାର ପାଠି ଯୋଗ ଦେଇଥିଲେ। ପ୍ରଧାନଶିକ୍ଷକ ରଜନୀ କାନ୍ତ ସାହୁଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ସହଯୋଗ କରିଥିଲେ। ବିଭିନ୍ନ ପ୍ରତିଯୋଗିତାରେ କୃତି ହାସଲ କରିଥିବା ଛାତ୍ରୀଛାତ୍ରମାନଙ୍କୁ ଅତିଥିମାନେ ପୁରସ୍କାର ପ୍ରଦାନ କରିବା ସହ ସେମାନଙ୍କ ପ୍ରକଳ୍ପକୁ ପ୍ରଶଂସା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପୃଥ୍ବୀରାଜଙ୍କୁ ବଦ୍ରିଙ୍କ ଜବାବ: ଏତେଦିନ କେଉଁଠି ଶୋଇଥିଲ

ହାଟଡିହୀ,୧୯ା୩(ଶୁଭକାନ୍ତ ନାୟକ):ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଓ ପରିବହନ ସମବାୟ ସମିତିର ବହୁ କୋଟି ଟଙ୍କା ଆର୍ଥିକ ଅନିୟମିତତା ଘଟଣାରେ ବିଜେଡି ନେତା ସୌମ୍ୟଶଙ୍କର ଚକ୍ର ଓରଫ...

ଜୋଲକୋ ଚେକ୍‌ଡ୍ୟାମରୁ ଜଳସେଚନ ସୁବିଧା ପାଇ ଚାଷୀ ଖୁସି

କେସିଙ୍ଗା,୧୮ା୩(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଜୋଲକୋ ଚେକ୍‌ଡ୍ୟାମ ମାଧ୍ୟମରେ ଜଳସେଚନ ସୁବିଧା ପାଇଁ ଚାଷୀମାନେ ଖୁସିବ୍ୟକ୍ତ କରିଛନ୍ତି। ସୂଚନା ଅନୁସାରେ ଅଞ୍ଚଳ ଦେଇ...

ଅଙ୍ଗନୱାଡ଼ି କର୍ମୀଙ୍କ ଦାବିକୁ ଅଣଦେଖା, ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ଅଙ୍ଗନୱାଡି ଲେଡିଜ୍‌ ୱାର୍କର୍ସ ଆସୋସିଏଶନର ଦାବି ସମୂହ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଅଙ୍ଗନୱାଡି...

ପାଟଖଣ୍ଡା ବୁଢାରଜା ଝାମୁଯାତ୍ରା ସମ୍ପନ୍ନ

ଲାଞ୍ଜିଗଡ଼, ୧୮ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଖବାହାଲି ପଞ୍ଚାୟତ ଥୁଆଙ୍ଗପଦର ପାଟଖଣ୍ଡା ବୁଢାରଜା ଝାମୁଯାତ୍ରା ପାରମ୍ପରିକ ରୀତିନୀତି ଅନୁସାରେ ମଙ୍ଗଳବାର ସମ୍ପନ୍ନ...

ଗୁଣି ସନ୍ଦେହରୁ ଗୋଷ୍ଠୀ ସଂଘର୍ଷ: ବାପପୁଅଙ୍କ ସମେତ ୩ ମୃତ, ଖାରିପଲ୍ଲୀ ଗାଁରେ ଉତ୍ତେଜନା

ଧରାକୋଟ/ବ୍ରହ୍ମପୁର,୧୮ା୩(ବିଷ୍ଣୁକେଶରୀ ଆଚାର୍ଯ୍ୟ/ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ଗୁଣିଗାରେଡ଼ି ଭଳି ଅନ୍ଧବିଶ୍ବାସ ପୁଣିଥରେ ମୁଣ୍ଡ ନେଇଛି। ବଡ଼ଗଡ଼ ଥାନା ଅନ୍ତର୍ଗତ ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ...

ଶ୍ରୀମନ୍ଦିର ପ୍ରଶାସନ ଦ୍ୱାରା ଘୁମୁସର ବନଖଣ୍ଡ ସମ୍ବର୍ଦ୍ଧିତ: ଦକ୍ଷିଣ ବନଖଣ୍ଡର ୧୬, ଉତ୍ତର ବନଖଣ୍ଡର ୭ ସମ୍ବର୍ଦ୍ଧିତ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ)- ପୁରୀ ଶ୍ରୀମନ୍ଦିର ପ୍ରଶାସନ ଦ୍ବାରା ଗଞ୍ଜାମ ଜିଲା ଭଞ୍ଜନଗର ଦକ୍ଷୀଣ ଘୁମୁସର ବନଖଣ୍ଡର ୧୬ ଜଣ ଏବଂ ଉତ୍ତର ଘୁମୁସର ବନଖଣ୍ଡର ୭...

ଦୁର୍ଘଟଣାରେ ଆଖି ବୁଜିଲେ ୨ ଯୁବକ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ )- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିରିକୋଟର ବାଳକୃଷ୍ଣ ପାତ୍ର(୪୦) ମଙ୍ଗଳବାର ନିଜ ଘର ସମ୍ମୁଖରେ ଅସାବଧାନତା ବଶତଃ ଝୁଣ୍ଟି ପଡିବାରୁ...

ଖବର ପ୍ରକାଶ ପରେ ମରାମତି ହେଲା ପ୍ରକଳ୍ପ, ଧନ୍ୟବାଦ ଜଣାଇଲେ ଗ୍ରାମବାସୀ

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ନଦୀ ପଡାରେ ୧୦ ଆଦିବାସୀ ପରିବାର ବସବାସ କରୁଥିବା ବେଳେ ଏଠାରେ ଥିବା ଏକମାତ୍ର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image