Posted inଖେଳ

ଇଂଲଣ୍ଡ ବିପକ୍ଷ ଦିନିକିଆ ଦଳରେ ସାମିଲ ହେଲେ ବରୁଣ ଚକ୍ରବର୍ତ୍ତୀ

ମୁମ୍ବାଇ,୪।୨: ଟି-୨୦ ସିରିଜରେ ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ଇଂଲଣ୍ଡ ବିପକ୍ଷ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ ସ୍ପିନର ବରୁଣ ଚକ୍ରବର୍ତ୍ତୀଙ୍କୁ ଦଳରେ ସାମିଲ କରାଯାଇଛି। ବରୁଣ ଦଳ ସହିତ ପ୍ରଥମ ଏକଦିବସୀୟ ପାଇଁ ନାଗପୁର ଯାତ୍ରା କରିଥିଲେ ଏବଂ ଗୁରୁବାର ସିରିଜ୍ ଉଦଘାଟନୀ ପୂର୍ବରୁ ମଙ୍ଗଳବାର ଅଭ୍ୟାସ କରିଥିଲେ। ରବିବାର ଶେଷ ହୋଇଥିବା ଟି-୨୦ ସିରିଜରେ ଭାରତର ୪-୧ ବିଜୟରେ ସେ ସର୍ବାଧିକ ୱିକେଟ୍ ହାସଲକାରୀ ଥିଲେ। ଏହି ସିରଜରେ ୭.୬୬ ଇକୋନୋମି ସହିତ ୯.୮୬ ହାରରେ ୧୪ ୱିକେଟ୍ ନେଇଥିଲେ।

ବରୁଣ ଏପର୍ଯ୍ୟନ୍ତ ଦିନିକିଆରେ ସୁଯୋଗ ପାଇଁ ନାହାନ୍ତି। ସେ କେବଳ ୨୩ଟି ଲିଷ୍ଟ୍ ଏ ମ୍ୟାଚ୍ ଖେଳିଛନ୍ତି ଏବଂ ଚଳିତ ସିଜିନ୍ ବିଜୟ ହଜାରେ ଟ୍ରଫିରେ ତାମିଲନାଡୁ ପାଇଁ ଛଅଟି ମ୍ୟାଚ୍ ରେ ୧୮ ୱିକେଟ୍ ସହିତ ଦ୍ୱିତୀୟ ସର୍ବାଧିକ ୱିକେଟ୍ ହାସଲକାରୀ ଥିଲେ। ଏକଦିବସୀୟ ଦଳରେ ତାଙ୍କର ଉପସ୍ଥିତି ଏକ ସ୍ପିନ୍-ଆକ୍ରମଣକୁ ଶକ୍ତି ପ୍ରଦାନ କରିବ ଯେଉଁଥିରେ ପୂର୍ବରୁ କୁଲଦୀପ ଯାଦବ, ଅକ୍ଷର ପଟେଲ, ରବିନ୍ଦ୍ର ଜାଡେଜା ଏବଂ ୱାଶିଂଟନ୍ ସୁନ୍ଦର ସାମିଲ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ହଲଚଲ: ଡୋଭାଲଙ୍କୁ ବଡ଼ ଦାୟିତ୍ୱ, ଥରିଲା ପାକିସ୍ତାନ

ନୂଆଦିଲ୍ଲୀ,୨୩।୪: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶ୍ରୀନଗରରେ ପହଞ୍ଚିଛନ୍ତି। ଏହା ପରେ ସେ ଆକ୍ରମଣ ସ୍ଥାନକୁ ମଧ୍ୟ ଯାଇଛନ୍ତି।...

Pahalgam Terror Attack:‘ପାକିସ୍ତାନର ରିଆକ୍ସନ ହେବ ହାର୍ଡ’, ଆତଙ୍କବାଦୀ ଆକ୍ରମଣକୁ ନେଇ ଏମିତି କହିଲେ PAK ପୂର୍ବତନ ହାଇ କମିଶନର

ଶ୍ରୀନଗର,୨୩।୪: ମଙ୍ଗଳବାର (୨୨ ଏପ୍ରିଲ) କଶ୍ମୀରର ପହଲଗାମରେ ହୋଇଥିବା Terror Attack ସମଗ୍ର ବିଶ୍ୱରେ ହଇଚଇ ସୃଷ୍ଟି କରିଛି। ବିଶ୍ୱର ସମସ୍ତ ଦେଶର ନେତାମାନେ ଏହି...

ପିଲା ମିଛ କହୁଛି କି ?

ଭୟରେ ହେଉ ଅବା ଅନ୍ୟ କିଛି କାରଣ ପାଇଁ ପିଲାମାନେ ବେଳେବେଳେ ମିଛ କହି ଦିଅନ୍ତି। ତେବେ ଛୋଟବେଳରୁ ସେମାନଙ୍କର ଏହି ଅଭ୍ୟାସ ବଦଳାଇବା ଦରକାର।...

Pahalgam Terror Attack: କଶ୍ମୀରରେ ପହଞ୍ଚି ଭୋ ଭୋ ହୋଇ କାନ୍ଦିଲେ ଅପରାଜିତା, କହିଲେ…

ନୂଆଦିଲ୍ଲୀ,୨୩।୪: ଜମ୍ମୁ କଶ୍ମୀରର ପହଲଗାମରେ ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କ ଉପରକୁ ଗୁଳିବର୍ଷା କରିବା ଘଟଣା ପୁରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣା କେବଳ ଦେଶ ନୁହେଁ...

+୩ ପରୀକ୍ଷା ଫଳ ପ୍ରକାଶ, ଟପ ଟେନ ତାଲିକାର ୨ୟ ସ୍ଥାନରେ ରାଜନୀତି ବିଜ୍ଞାନ ବିଭାଗ ଛାତ୍ରୀ ଶିବାନୀ ରାଉତ

ବୁଗୁଡ଼ା,୨୩।୪,(କାଳିଚରଣଦାଶ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ +୩ ବାର୍ଷିକ ପରୀକ୍ଷା ଫଳ ପ୍ରକାଶ ପାଇଛି l ବୁଗୁଡ଼ା ପିପୁଲ୍ସ କଲେଜ ରାଜନୀତି ବିଜ୍ଞାନ ବିଭାଗର ଛାତ୍ରୀ ଶିବାନୀ...

ବିଭିନ୍ନ ଦାବି ନେଇ କ୍ଷେତ ମଜଦୁର ସଙ୍ଘର ବିକ୍ଷୋଭ

ଗଞ୍ଜାମ,୨୩।୪(ବିଦ୍ୟାଧର ସାହୁ ): ଓଡ଼ିଶା କ୍ଷେତ ମଜଦୁର ସଙ୍ଘ ପକ୍ଷରୁ ବିଭିନ୍ନ ଦାବିନେଇ ବ୍ଲକ ମୁଖ୍ୟ ଫାଟକ ସମୁଖରେ ବୁଧବାର ବିକ୍ଷୋଭ ପ୍ରଦର୍ଶନ ହୋଇଛି। ଏ...

Pahalgam Terror Attack: ଆତଙ୍କବାଦୀ ଆକ୍ରମଣରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଶାହା, ଭେଟିଲେ ପୀଡ଼ିତଙ୍କ ପରିଜନଙ୍କୁ

ଶ୍ରୀନଗର,୨୩।୪: ମଙ୍ଗଳବାର ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା Terror Attackରେ ୨୬ ଜଣଙ୍କର ମୃତ୍ୟୁ ହୋଇଛି। ଯେତେବେଳେ ୧୭ ଜଣ ପର୍ଯ୍ୟଟକ ଆହତ ହୋଇଛନ୍ତି। ଯେଉଁମାନେ ହସ୍ପିଟାଲରେ...

Pahalgam Attack Updates: ଘଟଣାସ୍ଥଳରେ ପହଞ୍ଚି ଶାହା କହିଲେ, ‘ଆତଙ୍କବାଦ ସାମ୍ନାରେ ନଇଁବ ନାହିଁ ଭାରତ’

ଶ୍ରୀନଗର,୨୩।୪: ମଙ୍ଗଳବାର ଅପରାହ୍ନରେ ଜମ୍ମୁ ଓ କଶ୍ମୀରର ପହଲଗାମରେ ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କ ଉପରେ ଆକ୍ରମଣ କରିବାରୁ ଦୁଇଜଣ ବିଦେଶୀ ପର୍ଯ୍ୟଟକଙ୍କ ସମେତ ୨୬ ଜଣଙ୍କର ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image