Warning: Constant DISALLOW_FILE_EDIT already defined in /var/www/html/wp-config.php on line 115
ବାସ୍ତୁଶାସ୍ତ୍ର: ଘରେ ମୟୂରପୁଚ୍ଛ ରଖିଲେ... - Dharitri

ବାସ୍ତୁଶାସ୍ତ୍ର: ଘରେ ମୟୂରପୁଚ୍ଛ ରଖିଲେ…

ମୟୂର ପକ୍ଷୀ ଦେଖିବାକୁ ଯେମିତି ସୁନ୍ଦର ଏହାର ପୁଚ୍ଛ ମଧ୍ୟ ସେମିତି ଉପକାରୀ। ବାସ୍ତୁଶାସ୍ତ୍ର ଅନୁସାରେ ଘରେ ମୟୂରପୁଚ୍ଛ ରଖିଲେ କ’ଣ ସବୁ ଉପକାର ହୋଇଥାଏ ଆସନ୍ତୁ ଜାଣିବା ସେ ସମ୍ପର୍କରେ…

ବଇଁଶୀ ସହିତ ମୟୂରପୁଚ୍ଛକୁ ଏକାଠି ରଖିଲେ ଘରର ସଦସ୍ୟଙ୍କ ଭିତରେ ଆପଣାର ଭାବ ସୃଷ୍ଟି ହୋଇ ସମ୍ପର୍କ ମଜଭୁତ ହୋଇଥାଏ।

ସମ୍ପର୍କରେ ତିକ୍ତତା ଦେଖାଯାଉଥିଲେ, ଶୟନକକ୍ଷରେ ମୟୂରପୁଚ୍ଛ ରଖିଲେ ସ୍ତ୍ରୀ-ସ୍ବାମୀଙ୍କ ଭିତରେ ଭଲ ପାଇବା ବଢ଼ିଥାଏ ବୋଲି ବିଶ୍ୱାସ କରାଯାଏ।

କୌଣସି ଖଳ ଲୋକ ହଇରାଣ କରୁଥାଏ, ତା’ହେଲେ ସେହି ଲୋକର ନାଁକୁ ମଙ୍ଗଳବାର କିମ୍ବା ଶନିବାର ରାତିରେ ପ୍ରଭୁ ହନୁମାନଙ୍କ ମସ୍ତକର ସିନ୍ଦୂରରେ ମୟୂରପୁଚ୍ଛ ଉପରେ ଲେଖି ଠାକୁର ଘରେ ରଖିଦେବେ। ପରଦିନ ସକାଳେ ସେହି ପୁଚ୍ଛକୁ ବୋହି ଯାଉଥିବା ପାଣିରେ ଭସାଇଦେଲେ କ୍ରମେ ଏହି ସମସ୍ୟାର ସମାଧାନ ହୋଇଯାଏ ବୋଲି ଲୋକକଥା ରହିଛି।

ଘରର ଦକ୍ଷିଣ ଦିଗରେ ଥିବା ଟ୍ରେଜେରି ବା ଆଲମିରା ଭିତରେ ମୟୂରପୁଚ୍ଛକୁ ସିଧା ଭାବେ ଠିଆ କରି ରଖିବା ଦ୍ୱାରା ଘରେ କେବେ ବି ଧନର ଅଭାବ ଦେଖାଯାଇ ନଥାଏ।

ଦୋଷ ଥିଲେ ମୟୂରପୁଚ୍ଛକୁ ଘରର ପୂର୍ବ ତଥା ଉତ୍ତର ଦିଗରେ ଥିବା କବାଟରେ ଲଗାଇଦେଲେ ଶୁଭ ହୋଇଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର୍ତ୍ତିକ ପୂର୍ଣ୍ଣିମାରେ ଅଦ୍ଭୁତ ସଂଯୋଗ: ଏସବୁ ରାଶିର ଭାଗ୍ୟ ଖୋଲିବ,ଅଟକି ଥିବା କାମ… 

ହିନ୍ଦୁ ଧର୍ମରେ ଦେବ ଦୀପାବଳିର ବଡ଼ ମହତ୍ୱ ରହିଛି। ଏହାକୁ କାର୍ତ୍ତିକ ମାସର ପୂର୍ଣ୍ଣିମା ତିଥିରେ ପାଳନ କରାଯାଇଥାଏ। କାର୍ତ୍ତିକ ପୂର୍ଣ୍ଣିମା ରାତିରେ ସମସ୍ତ ଦେବୀଦେବତା...

ଡାଇବେଟିସରୁ ବଞ୍ଚିବାକୁ ଚାହୁଁଥିଲେ, କରନ୍ତୁ ଏହି କାମ, ନଚେତ୍‌…

ନୂଆଦିଲ୍ଲୀ,୧୩।୧୧: ଡାଇବେଟିସ ସମଗ୍ର ବିଶ୍ୱ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି। ସବୁ ବୟସର ଲୋକମାନେ ଏହି କ୍ରନିକ ରୋଗର ଶିକାର ହେଉଛନ୍ତି। ବ୍ଲଡ ସୁଗାର ଅଧିକ...

ସଚେତନତାକୁ ପ୍ରାଥମିକତା ଦିଆଯାଉ

ନିମୋନିଆ ଏଭଳି ଏକ ସ୍ବାସ୍ଥ୍ୟ ସମସ୍ୟା, ଯାହା ଶିଶୁ, ଯୁବପିଢ଼ି, ବୟସ୍କଙ୍କୁ ହୋଇପାରେ। ଏହାର କେତୋଟି ପ୍ରମୁଖ ଲକ୍ଷଣ ରହିଛି। ସେଗୁଡିକ ବିଷୟରେ ଆମେ ଜାଣିବା...

ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁଫୁଲ, ମିଳିବ ଏସବୁ ଫାଇଦା…

ଆପଣଙ୍କର ଦୃଷ୍ଟିଶକ୍ତିଜନିତ ସମସ୍ୟା ରହିଛି କି? ଯଦି ହଁ, ତେବେ ଏଥିରୁ ରକ୍ଷା ପାଇବାର ଏକ ସରଳ ତଥା ସହଜ ଉପାୟ ରହିଛି। ବାସ୍‌, ନିଜର...

ଶ୍ରେଷ୍ଠ ଶକ୍ତିଶାଳୀ ଘୂର୍ଣ୍ଣିଝଡ଼, ଧନଜୀବନ ପ୍ରତି ମହାବିନାଶକ

ନିକଟରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏକ କ୍ଷୁଦ୍ର ଲଘୁଚାପ ‘ଦାନା’ ସମୟକ୍ରମେ ଅବପାତ, ଗଭୀର ଅବପାତ, ଘୂର୍ଣ୍ଣିବାତ୍ୟା ଓ ଗଭୀର ଘୂର୍ଣ୍ଣିବାତ୍ୟାରେ ପରିଣତ ହୋଇ ଓଡ଼ିଶା...

ଏମିତି ଜଣାପଡ଼େ କ୍ୟାନ୍‌ସରର ପ୍ରାଥମିକ ଲକ୍ଷଣ, ଅବହେଳା ନ କରି…

ଏକ ସଦ୍ୟତମ ସର୍ଭେରୁ ଜଣାପଡ଼ିଛି ଯେ, ଆମ ରାଜ୍ୟରେ କ୍ୟାନ୍‌ସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହାର କେତେକ କାରଣ ମଧ୍ୟ ରହିଛି। ଅଧିକାଂଶ ବ୍ୟକ୍ତି...

ଶିଡ଼ି ତଳେ ଏସବୁ ରଖୁଛନ୍ତି କି? ମାଡ଼ି ଆସିବ ଦାରିଦ୍ରତା, ଘରେ ବଢ଼ିବ ଅଶାନ୍ତି

ସ୍ଥାନର ଅଭାବ ଯୋଗୁ କିଛି ଲୋକ ଶିଡ଼ି ତଳେ ଥିବା ଖାଲି ସ୍ଥାନକୁ ଜିନିଷ ରଖିବା ପାଇଁ ବ୍ୟବହାର କରିଥାନ୍ତି ତ ଆଉ କିଛି ଲୋକ...

କିପରି ହୁଏ କିଡ୍‌ନୀ ଡାୟାଲିସିସ୍‌

ଡାୟାଲିସିସ୍‌ ହେଉଛି ରାସାୟନିକ ଉପାଦାନଗୁଡ଼ିକର ଏକ ପୃଥକୀକରଣ ପଦ୍ଧତି। କିଡ୍‌ନୀଦ୍ୱୟ କାମ କରିବା ପାଇଁ ଅକ୍ଷମ ହୋଇ ପଡ଼ିଲେ ଡାୟାଲିସିସ୍‌ ପଦ୍ଧତି ଅନୁସରଣ କରାଯାଏ। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri