ଶିଡ଼ି ତଳେ ଏସବୁ ରଖୁଛନ୍ତି କି? ମାଡ଼ି ଆସିବ ଦାରିଦ୍ରତା, ଘରେ ବଢ଼ିବ ଅଶାନ୍ତି

ସ୍ଥାନର ଅଭାବ ଯୋଗୁ କିଛି ଲୋକ ଶିଡ଼ି ତଳେ ଥିବା ଖାଲି ସ୍ଥାନକୁ ଜିନିଷ ରଖିବା ପାଇଁ ବ୍ୟବହାର କରିଥାନ୍ତି ତ ଆଉ କିଛି ଲୋକ ଏଠାରେ ଛୋଟ ଗାଧୁଆଘର ହେଉ କି ରୋଷେଇ ଘର ଆଦି ତିଆରି କରିଦେଇଥାନ୍ତି। ହେଲେ ବାସ୍ତୁଶାସ୍ତ୍ର ଅନୁଯାୟୀ, ଏପରି କରିବା ଠିକ୍‌ ନୁହେଁ। କାହିଁକି ଜାଣନ୍ତୁ ସେ ସମ୍ପର୍କରେ…

* ସ୍ଥାନ ଅଭାବ ଯୋଗୁ କେହି କେହି ଶିଡ଼ି ତଳେ ଛୋଟ ଠାକୁର ଘର ବି କରି ଦେଇଥାନ୍ତି। କିନ୍ତୁ ଏପରି କରିବା ଆଦୌ ଶୁଭଙ୍କର ନୁହେଁ। ଏହା ଘରର ଐଶ୍ୱର୍ଯ୍ୟ ବୃଦ୍ଧିରେ ବାଧା ସୃଷ୍ଟି କରିଥାଏ ବୋଲି ବିଶ୍ୱାସ କରାଯାଏ।

* ରୋଷେଇ ଘର ବି ଶିଡ଼ି ତଳେ ତିଆରି କରିବା ଉଚିତ୍‌ ନୁହେଁ; ଏହା ଘରର ଆର୍ଥିକ ସ୍ଥିତିକୁ ବିଗାଡ଼ିଥାଏ।

* ଅନ୍ୟପକ୍ଷେ ଗାଧୁଆଘର କି ଶୌଚାଳୟ ମଧ୍ୟ ଶିଡ଼ି ତଳେ ତିଆରି କରିବା ଆଦୌ ଶୁଭଲକ୍ଷଣ ନୁହେଁ। ଏହା ଘରର ଆର୍ଥିକାବସ୍ଥାକୁ ଦୁର୍ବଳ କରିବା ସହ ପରିବାରରେ ଅଶାନ୍ତିର ବାତାବରଣ ସୃଷ୍ଟି କରିଥାଏ ବୋଲି ବିଶ୍ୱାସ ରହିଛି।

* ଶିଡ଼ି ତଳେ ଡଷ୍ଟବିନ୍‌ ରଖିବା ବି ଠିକ୍‌ ନୁହେଁ, ଏହା ଘରେ କଳହ ଓ ଅଶାନ୍ତିର ପରିବେଶ ସୃଷ୍ଟି କରିଥାଏ।

* ଜୋତା ଷ୍ଟାଣ୍ଡକୁ ବି ଶିଡ଼ି ତଳେ ରଖିବେ ନାହିଁ। କୁହାଯାଏ, ଏହା କୁଆଡ଼େ ଘରେ ବାସ୍ତୁଦୋଷ ସୃଷ୍ଟି କରେ।


Enter your email to get our daily news in your inbox.

All Right Reserved By Dharitri.Com

ମାଛ କଣ୍ଟା ଲାଗିଥିଲେ କ’ଣ କରିବେ

ମାଛ ଖାଇବା ସମୟରେ ଅସାବଧାନତା ବଶତଃ ବେଳେବେଳେ ତଣ୍ଟିରେ କଣ୍ଟା ଲାଗିଯାଇଥାଏ। ଏଥିପାଇଁ ଅନେ କଷ୍ଟ ହୋଇଥାଏ। ଫଳରେ ଆମକୁ ଡାକ୍ତରଙ୍କ ପାଖକୁ ଯିବାକୁ ପଡ଼ିଥାଏ।...

ଏସବୁ ଖାଇଲେ ନିିୟନ୍ତ୍ରଣରେ ରହିବ ଡାଇବେଟିସ୍‌: ସ୍ବାସ୍ଥ୍ୟ ବିଶେଷଜ୍ଞ

ଡାଇବେଟିସ୍‌ ବା ମଧୁମେହ ରୋଗୀ ଯେହେତୁ ନିଜର ବ୍ଲଡ୍‌ ସୁଗାରକୁ ନିୟନ୍ତ୍ରଣ କରିବାରେ ସକ୍ଷମ ହୋଇପାରି ନ ଥାନ୍ତି ସେଥିପାଇଁ ତାଙ୍କୁ ଖାଦ୍ୟ ପାନୀୟ ପ୍ରତି...

ଭାରତ ଆସିଲା ଓଜନ କମାଇବା ଇଞ୍ଜେକ୍‌ଶନ୍‌

ନୂଆଦିଲ୍ଲୀ,୨୧ା୩: ଆମେରିକୀୟ ମଲ୍ଟି ନ୍ୟାଶନାଲ ଫାର୍ମାସ୍ୟୁଟିକାଲ କମ୍ପାନୀ ଏଲି ଲିଲୀ ପକ୍ଷରୁ ଗୁରୁବାର ଭାରତରେ ମେଦ ବହୁଳତା ଏବଂ ଟାଇପ୍‌ ୨ ମଧୁମେହ ପାଇଁ ‘ମୌନଜାରୋ’...

କେବଳ ସୌନ୍ଦର୍ଯ୍ୟ ନୁହେଁ, ଘରର ଐଶ୍ୱର୍ଯ୍ୟ ବୃଦ୍ଧି କରେ ଏସବୁ ଇଣ୍ଡୋର୍‌ ପ୍ଲାଣ୍ଟ, ଜାଣନ୍ତୁ…

ଇଣ୍ଡୋର୍‌ ପ୍ଲାଣ୍ଟ କେବଳ ଘରର ସୌନ୍ଦର୍ଯ୍ୟ ବୃଦ୍ଧି କରେନାହିଁ ଘର ପରିବେଶକୁ ବିଶୁଦ୍ଧ କରିବା ସହ ଘରେ ସକାରାତ୍ମକ ଊର୍ଜ୍ଜା ଉତ୍ପନ୍ନ କରିଥାଏ। ତେବେ ଏମିତି...

ଅସୁବିଧାରେ ପଡ଼ି ଋଣ କରିଛନ୍ତି କି? ଜାଣନ୍ତୁ ଶୀଘ୍ର ମୁକ୍ତ ହେବେ କିପରି…

ବେଳେବେଳେ ଅସୁବିଧାରେ ପଡିଲେ, ମଣିଷ ଋଣ କରିବାକୁ ବାଧ୍ୟ ହୋଇଥାଏ। କିନ୍ତୁ ଏହାକୁ ଠିକ୍‌ ସମୟରେ ସୁଝିଦେଲେ ମନକୁ ଶାନ୍ତି ମିଳିଥାଏ ନଚେତ୍‌ ଏହା ବୋଝ...

କେଶ ଝଡ଼ିବା ସମସ୍ୟାରୁ ମୁକ୍ତି ଚାହୁଁଥିଲେ ଆପଣାନ୍ତୁ ଏହି ସହଜ ଉପାୟ, ସପ୍ତାହକ ମଧ୍ୟରେ…

ଆଜିକାଲି ଅଧିକାଂଶ ଲୋକ କେଶ ଝଡ଼ିବା ସମସ୍ୟାରେ ପୀଡ଼ିତ। ଏଥିପାଇଁ ଅନେକ କାରଣ ଦାୟୀ ହୋଇପାରେ। ତଥାପି ବିଶେଷଜ୍ଞମାନେ ସ୍ବାସ୍ଥ୍ୟକର ଖାଦ୍ୟପେୟ, ସ୍ବାସ୍ଥ୍ୟକର ଜୀବନଶୈଳୀ, ବ୍ୟସ୍ତବହୁଳ...

ବାସି ମୁହଁରେ ପାଣି ପିଇଲେ ମିଳିଥାଏ ଏହି ୪ ବଡ଼ ଲାଭ, ପ୍ରଭାବ ଜାଣିଲେ…

ସକାଳର ଏମିତି କିଛି ଅଭ୍ୟାସ, ଅନେକ ଦିଗରେ ସ୍ବାସ୍ଥ୍ୟକୁ ପ୍ରଭାବିତ କରେ। ଯଦି ଖାଦ୍ୟ ଠିକ୍‌ ଥାଏ, ତେବେ ସ୍ବାସ୍ଥ୍ୟ ଭଲ ରହିଥାଏ; କିନ୍ତୁ ଯଦି ...

ଡାଏଟ୍‌ରେ ସାମିଲ୍‌ କରନ୍ତୁ ଏହି ୫ ଚଟଣି, ସ୍ବାଦ ସହିତ ସ୍ବାସ୍ଥ୍ୟ ପାଇଁ ଉପକାରୀ

ଆମ ଭାରତୀୟ ଖାଦ୍ୟରେ ଚଟଣି ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରେ। ଏହା କେବଳ ଖାଦ୍ୟର ସ୍ବାଦ ବୃଦ୍ଧି କରେ ତାହା ନୁହେଁ ବରଂ ସ୍ବାସ୍ଥ୍ୟ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image