ଗୁଜରାଟରେ ୧.୫୪ ଲକ୍ଷ କୋଟି ନିବେଶ କରିବ ବେଦାନ୍ତ

ନୂଆଦିଲ୍ଲୀ,୧୫।୯: ସେମିକଣ୍ଡକ୍ଟର ଓ ଡିସ୍‌ପ୍ଲେ କ୍ଷେତ୍ରରେ ଭାରତକୁ ଆତ୍ମନିର୍ଭର କରାଇବା ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆତ୍ମନିର୍ଭର ଭାରତ ଆହ୍ବାନ ଅନୁସାରେ ଗୁଜରାଟର ଅହମଦାବାଦ ଜିଲାରେ ଏକ ସେମିକଣ୍ଡକ୍ଟର ଫ୍ୟାବ୍‌ ୟୁନିଟ୍‌ ସହ ଏକ ଡିସ୍‌ପ୍ଲେ ଫ୍ୟାବ୍‌ ୟୁନିଟ୍‌, ସେମିକଣ୍ଡକ୍ଟର ଆସେମ୍ବ୍ଲିଂ ଓ ଟେଷ୍ଟିଂ ୟୁନିଟ୍‌ ସ୍ଥାପନ କରିବା ଲାଗି ବେଦାନ୍ତ ପକ୍ଷରୁ ଗୁଜରାଟ ସରକାରଙ୍କ ସହ ବୁଝାମଣାପତ୍ର ସ୍ବାକ୍ଷର କରାଯାଇଛି। ଉକ୍ତ ବୁଝାମଣାପତ୍ର (ଏମ୍‌ଓୟୁ) ସ୍ବାକ୍ଷର ସମାରୋହରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ଭାଇ ପଟେଲ, ପ୍ରମୁଖ ସଚିବ ସଞ୍ଜୟ ପ୍ରସାଦ, ବେଦାନ୍ତ ଗ୍ରୁପ୍‌ର ଅଧ୍ୟକ୍ଷ ଅନିଲ୍‌ ଅଗ୍ରୱାଲ, ବେଦାନ୍ତର ଗ୍ଲୋବାଲ ମ୍ୟାନେଜିଂ ଡାଇରେକ୍ଟର୍‌ (ଡିସ୍‌ପ୍ଲେ ଆଣ୍ଡ ସେମିକଣ୍ଡକ୍ଟର) ଆକର୍ଷ ହେବାର୍‌ଙ୍କ ସମେତ ଉଭୟ ପକ୍ଷର ବହୁ ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ମଧ୍ୟ ଉପସ୍ଥିତ ଥିଲେ। ଉକ୍ତ ପ୍ରକଳ୍ପ ଗୁଜରାଟକୁ ବିଶ୍ୱ ସିଲିକନ୍‌ ମାନଚିତ୍ରରେ ସ୍ଥାନିତ କରିବ ବୋଲି ଉଭୟ ପକ୍ଷରୁ ଦାବି କରାଯାଇଛି। ଏପରିକି ଉକ୍ତ ପ୍ରକଳ୍ପରେ ମୋଟ ୧,୫୪,୦୦୦ କୋଟି ଟଙ୍କାର ନିବେଶ ସହ ୧ ଲକ୍ଷ ଲୋକଙ୍କୁ ନିଯୁକ୍ତି ପ୍ରଦାନ କରିବ ବୋଲି ବେଦାନ୍ତ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ମଦ ବୋତଲରୁ ଏତେଟଙ୍କା ରୋଜଗାର କରନ୍ତି ସରକାର, ଜାଣିଲେ ଉଡିବ ହୋସ୍‌

ନୂଆଦିଲ୍ଲୀ,୨୭।୧୨: ଦେଶରେ ଟିକସ ଆଦାୟର ଏକ ସମ୍ପୂର୍ଣ୍ଣ ନେଟୱାର୍କ ରହିଛି। ଖାଦ୍ୟ ଠାରୁ ଆରମ୍ଭ କରି ରାସ୍ତାରେ ଚାଲିବା ପର୍ଯ୍ୟନ୍ତ ଆମେ ସରକାରଙ୍କୁ ଟିକସ ଦେଉ।...

୨୦୨୫ରେ ଅର୍ଥନୀତି ଅଭିବୃଦ୍ଧି ହାର ୬.୫% ଆକଳନ

ଭୁବନେଶ୍ୱର,୨୭ା୧୨(ଅନୁରାଧା ମହାରଣା):୨୦୨୫ ଆର୍ଥିକ ବର୍ଷରେ ଭାରତର ଅର୍ଥନୀତି ପ୍ରାୟ ୬.୫% ହାରରେ ବୃଦ୍ଧି ପାଇବ। ଅର୍ଥ ମନ୍ତ୍ରଣାଳୟ ଏହାର ମାସିକ ସମୀକ୍ଷା ବୈଠକରେ ଏପରି ଆକଳନ...

କାରଦାତାଙ୍କ ପାଇଁ ଖୁସି ଖବର! ୧୫ ଲକ୍ଷ ପର୍ଯ୍ୟନ୍ତ ଆୟ କରୁଥିବା ଲୋକଙ୍କୁ ମିଳିପାରେ ଆଶ୍ବସ୍ତି

ନୂଆଦିଲ୍ଲୀ,୨୬ା୧୨: ଯେଉଁମାନେ ୧୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟକର ଦେଉଛନ୍ତି ସେମାନଙ୍କୁ ସରକାର ଆଗାମୀ ବଜେଟରେ ଏକ ବଡ ଉପହାର ଦେଇପାରନ୍ତି। ସୂତ୍ରରୁ ପ୍ରକାଶ ଯେ...

Online Fuel Order: ଅଧାରାସ୍ତାରେ ଗାଡିରୁ ତେଲ ସରିଗଲେ ନୋ ଟେନଶନ, ଯେକୌଣସି ସ୍ଥାନରୁ ବି ଅର୍ଡର କରିପାରିବେ ପେଟ୍ରୋଲ

ଯାତ୍ରା ସମୟରେ ଅଧା ରାସ୍ତାରେ ଗାଡରୁ ତେଲ ସରିଗଲେ ଟେନଶନ ବଢିଯାଏ।ବେଶୀ ଅସୁବିଧା ହୁଏ ଯେତେବେଳେ ପାଖରେ କୌଣସି ପେଟ୍ରୋଲ ପମ୍ପ ନ ଥାଏ। ବାଇକ୍‌...

ହାର୍ଭାର୍ଡ ଇଣ୍ଡିଆ ସମ୍ମିଳନୀରେ ଯୋଗଦେବେ ନୀତା

ମୁମ୍ବାଇ,୨୬।୧୨: ରିଲାଏନ୍ସ ଗ୍ରୁପ୍‌ର ସାମାଜିକ ପ୍ରତିଷ୍ଠାନ ତଥା ରିଲାଏନ୍ସ ଫାଉଣ୍ଡେଶନର ଚେୟାରମ୍ୟାନ୍‌ ନୀତା ଏମ୍‌ ଅମ୍ବାନୀ ୨ ଦିନିଆ ହାର୍ଭାର୍ଡ ଇଣ୍ଡିଆ ସମ୍ମିଳନୀରେ ଯୋଗଦେବେ ବୋଲି...

ପୁସ୍ତକ ପ୍ରେମୀଙ୍କୁ ବଡ଼ ଝଟ୍‌କା, ଇଣ୍ଡିଆ ପୋଷ୍ଟ ବନ୍ଦ କଲା ‘ବୁକ୍‌ ପୋଷ୍ଟ’ ସେବା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ପୋଷ୍ଟ ୧୮ ଡିସେମ୍ବର ୨୦୨୪ରେ ନିଜର ‘ବୁକ୍‌ ପୋଷ୍ଟ’ ସେବାକୁ ବନ୍ଦ କରି ପୁସ୍ତକ ପ୍ରେମୀଙ୍କ ସହ ପୁସ୍ତକ ବ୍ୟବସାୟୀଙ୍କୁ ବଡ଼ ଝଟ୍‌କା...

ଅକ୍ଟୋବରରେ ୯.୨୮ ବିଲିୟନ ଡଲାର କାରବାର

ଭୁବନେଶ୍ୱର,୨୫ା୧୨, (ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଅକ୍ଟୋବରରେ ସ୍ପଟ୍‌ ବୈଦେଶିକ ମୁଦ୍ରାବଜାରରେ ୯.୨୮ ବିଲିୟନ ଡଲାର ବିକ୍ରି କରିଛି। ମଙ୍ଗଳବାର ଆର୍‌ବିଆଇ ପକ୍ଷରୁ...

ପଞ୍ଚଟାଭାକୁ ଆଚିଭର୍ସ ଆଓ୍ବାଡର୍‌ସ

ନୂଆଦିଲ୍ଲୀ,୨୫।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଦିଲ୍ଲୀର ଅଗ୍ରଣୀ ଆଡ୍‌ ଏଜେନ୍ସି ପଞ୍ଚଟାଭା ଆଡଭର୍ଟାଇଜିଂକୁ ନିକଟରେ ଆଉ ଏକ ଜାତୀୟସ୍ତର ସମ୍ମାନ ‘ଆଚିଭର୍ସ ଆଓ୍ବାର୍ଡ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri