ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ବଳାତ୍କାରୀଙ୍କୁ….

ଫୁଲବାଣୀ,୨୩।୯: କନ୍ଧମାଳ ଜିଲା ଫୁଲବାଣୀ ଜିଲା ପୋକ୍ସୋ କୋର୍ଟ ସୋମବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ଦେବରାଜ ଦିଗାଲ୍‌ଙ୍କୁ ୨୦ ବର୍ଷ ଜେଲ୍‌ ଦଣ୍ଡାଦେଶ ଦେଇଛନ୍ତି।

ଏପରିକି ପୀଡ଼ିତାଙ୍କୁ ୬ ଲକ୍ଷ ଟଙ୍କା କ୍ଷତିପୂରଣ ଯୋଗାଇ ଦେବାକୁ କୋର୍ଟ ଜିଲା ଆଇନ ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି। ୨୦୨୩ ଗୋଛାପଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିଲା। ଏନେଇ ପୀଡ଼ିତାଙ୍କ ପରିବାର ଲୋକେ ଗୋଚପଡ଼ା ଥାନାରେ ଅଭଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ଗୋଚପଡ଼ା ପୋଲିସ ଏକ ମାମଲା(ନଂ.୨୬/୨୩) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ପରେ ପୋଲସ ଘଟାରେ ସମ୍ପୃକ୍ତ ଅଭିଯୁକ୍ତ ଦେବରାଜଙ୍କୁ ଗିରଫ କରିଥିଲା। ପରେ ମାମଲା କୋର୍ଟରେ ବିଚାର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଛତୁଆ କେନ୍ଦ୍ରରେ ପହଞ୍ଚିଲେ ଉପଜିଲାପାଳ, ଆଉ ତା’ପରେ…

କୋକସରା,୨୩।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ରାଜ୍ୟରେ ଗର୍ଭବତୀ, ଶିଶୁ, କିଶୋରୀ ବାଳିକାଙ୍କୁ କୁପୋଷଣ, ଅପପୃଷ୍ଟିରୁ ରୋକିବା ପାଇଁ ବିଗତ ରାଜ୍ୟ ସରକାରଙ୍କ ପକ୍ଷରୁ ଛତୁଆ ଯୋଜନା ଆରମ୍ଭ...

କାମୁଡିଲା ସାପ: ଅଙ୍ଗନୱାଡି କର୍ମୀଙ୍କୁ ଡାକ୍ତରଖାନାକୁ ନ ନେଇ ନେଇଥିଲେ ଗୁଣିଆ ପାଖକୁ, ତା’ପରେ…

ଗଜପତି,୨୩।୯(ଗିରିଧାରୀ ପରିଛା): ଅନ୍ଧ ବିଶ୍ବାସର କରୁଣ ପରିଣତି। ସାପ କାମୁଡାରେ ଅଙ୍ଗନୱାଡି କର୍ମୀ ମୃତ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା...

ଧରାପୃଷ୍ଠକୁ ଆସୁଛନ୍ତି ମା’: ଶାରଦୀୟ ଦୁର୍ଗାପୂଜା ପାଇଁ ସ୍ଥାପନ ହେଲା ଶୁଭଖୁଣ୍ଟି

ଦିଗପହଣ୍ଡି,୨୩ା୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ ନମ୍ପର ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟି ତରଫରୁ ମା’ଙ୍କ ଶାରଦୀୟ ପୂଜା ସକାଶେ ଶୁଭଖୁଣ୍ଟି ସ୍ଥାପନ...

ପୋର୍ଟ, ଆଇଆରଇଏଲରେ ମିଳୁନି ନିଯୁକ୍ତି: ରାସ୍ତା ଅବରୋଧ କରିବେ ପଞ୍ଚାୟତବାସୀ

ଛତ୍ରପୁର,୨୩।୯(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜ଼ିଲା ଛତ୍ରପୁର ଉପକଣ୍ଠରେ ଥିବା ଗୋପାଳପୁର ପୋର୍ଟ ଓ ଭାରତୀୟ ବିରଳ ମୂର୍ତ୍ତିକା (ଆଇଆରଇଏଲ)ରେ ସ୍ଥାନୀୟ ଗରିବ ଯୁବତୀ ଓ ଯୁବକଙ୍କୁ...

ଦିନକ ପରେ ମା’ ଲଙ୍କେଶ୍ବରୀଙ୍କ ଖଣ୍ଡାବସା

ଭବାନୀପାଟଣା,୨୩ା୯(ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ)- କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ମଙ୍ଗଳବାର ଅନୁଷ୍ଠିତ ହେବ। ଏଥିପାଇଁ ସୋମବାର...

କ୍ୟାପିଟାଲ ହସ୍ପିଟାଲରେ ଡଷ୍ଟବିନରୁ ମିଳିଲା ନବଜାତକଙ୍କ ମୃତଦେହ

ଭୁବନେଶ୍ୱର,୨୩।୯: କେନ୍ଦ୍ର ସରକାରଙ୍କ ଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ଯାଏ ମହିଳାଙ୍କୁ ସଶକ୍ତ କରିବା ଲାଗି ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା କରୁଥିଲେ...

ଶ୍ରମ କୋଡ଼ ବାତିଲ ଦାବିରେ ଗର୍ଜିଲେ ଶ୍ରମିକ ସଂଗଠନ

ଛତ୍ରପୁର,୨୩।୯(ସନ୍ତୋଷ ପାଢ଼ୀ): ଶ୍ରମିକ ବିରୋଧୀ ଶ୍ରମ କୋଡ଼ ବାତିଲ, ମାସିକ ସର୍ବନିମ୍ନ ୨୬ ହଜାର ଦରମା ଓ ପୁରୁଣା ପେନସନ ଲାଗୁକର ଦାବିରେ କେନ୍ଦ୍ରୀୟ ଶ୍ରମିକ...

ମୋରଡ଼ା ଅଞ୍ଚଳରେ ବଢୁଛି ଚୋରି-ରାହାଜାନି, ମାମଲା ରୁଜୁ କରି ହାତବାନ୍ଧି ବସୁଛି ପୋଲିସ

ମୋରଡ଼ା,୨୩ା୯(ସ୍ମାରକ ମାଜୀ):  ଲୁଟେରାଙ୍କ ଉପଦ୍ରବରେ ତ୍ରାହିତ୍ରାହି ଡାକିଲେଣି ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳବାସୀ। ପୋଲିସ କାଁ ଭାଁ ମାମଲା ରୁଜୁ କରି ଚୁପ୍‌ ହୋଇ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri