Categories: ଖେଳ

ପାକିସ୍ତାନ ପାଇଁ ବିଜୟ ଲକ୍ଷ୍ୟ ୨୦୫ ରନ…

କୋଲକାତା,୩୧।୧୦: ପଶ୍ଚିମବଙ୍ଗର କୋଲକାତାର ଇଡେନ ଗାର୍ଡେନ ଷ୍ଟାଡିୟମରେ ଖେଳାଯାଇଥିବା ବିଶ୍ୱକପ ୨୦୨୩ର ୩୧ତମ ମ୍ୟାଚ ବାଂଲାଦେଶ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯାଉଛି।
ବାଂଲାଦେଶ ଅଧିନାୟକ ଶାକିବ ଅଲ ହାସନଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଅଧିନାୟକ ବାବର ଆଜମଙ୍କ ନେତୃତ୍ୱରେ ପାକିସ୍ତାନ ବୋଲିଂ ଆରମ୍ଭ କରିଥିଲା। ବାଂଲାଦେଶ ପ୍ରଥମେ ବ୍ୟାଟିଂ କରି ୪୫.୧ ଓଭରରେ ୧୦ ଓ୍ବିକେଟ ହରାଇ ୨୦୪ ରନ ସଂଗ୍ରହ କରିଥିଲା। ଫଳରେ ପାକିସ୍ତାନ ପାଇଁ ୨୦୫ ରନର ବିଜୟ ଲକ୍ଷ୍ୟ ରହିଛି।

Share