Categories: ଖେଳ

ପାକିସ୍ତାନ ପାଇଁ ବିଜୟ ଲକ୍ଷ୍ୟ ରନ ୩୩୮…

କୋଲକାତା,୧୧।୧୦: ପଶ୍ଚିମବଙ୍ଗର କୋଲକାତାର ଇଡେନ ଗାର୍ଡେନରେ ଖେଳାଯାଉଥିବା ବିଶ୍ୱକପ ୨୦୨୩ର ୪୪ତମ ମ୍ୟାଚ ପାକିସ୍ତାନ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି।
ଇଂଲଣ୍ଡ ଅଧିନାୟକ ଜୋସ ବଟଲର ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଅଧିନାୟକ ବାବର ଆଜମଙ୍କ ନେତୃତ୍ୱରେ ଟିମ୍‌ ପାକିସ୍ତାନ ବୋଲିଂ ଆରମ୍ଭ କରିଥିଲା।
ଇଂଲଣ୍ଡ ୫୦ ଓଭରରେ ୯ ଓ୍ବିକେଟ ହରାଇ ୩୩୭ ରନ କରିଛି। ଫଳରେ ପାକିସ୍ତାନ ପାଇଁ ବିଜୟ ଲକ୍ଷ୍ୟ ୩୩୮ରନ ରହିଛି।

Share