Categories: ଖେଳ

ଶ୍ରୀଲଙ୍କା ପାଇଁ ବିଜୟ ଲକ୍ଷ୍ୟ ୨୧୪ ରନ…

କଲେମ୍ବୋ,୧୨।୯ : ଏସିଆ କପରେ ସୁପର ଫୋରର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କାର କଲମ୍ବୋର ଆର.ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ ଶ୍ରୀଲଙ୍କା ଦଳ ଅଧିନାୟକ ଦାସୁନ ଶାନାକାଙ୍କ ନେତୃତ୍ୱରେ ବୋଲିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲା। ଟିମ ଇଣ୍ଡିଆ ୪୯.୧ ଓଭରରେ ୧୦ ଓ୍ବିକେଟ ହରାଇ ୨୧୩ ରନ କରିଛି। ଫଳରେ ଶ୍ରୀଲଙ୍କା ପାଇଁ ବିଜୟ ଲକ୍ଷ୍ୟ ୨୧୪ ରନ ରହିଛି।

ଭାରତ ପକ୍ଷରୁ ରୋହିତ ଶର୍ମା ୫୩ ରନ କରିଥିବା ବେଳେ ଶୁବମାନ ଗିଲ ୧୯, ଇଶାନ କିଶନ ୩୩, କେଏଲ ରାହୁଲ ୩୯ ରନ କରଛନ୍ତି।

Share