କୋଟିପତି ଯନ୍ତ୍ରୀ ପ୍ରଦୀପ ରଥଙ୍କୁ ଗିରଫ କଲା ଭିଜିଲାନ୍ସ, ଘରୁ ମିଳିଥିଲା ପୁଳାପୁଳା ସୁନା

ଭୁବନେଶ୍ୱର,୬।୮: କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥଙ୍କୁ ଗିରଫ କଲା ଭିଜିଲାନ୍ସ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ମଙ୍ଗଳବାର ଗିରଫ କରିଛି। ଭୁବନେଶ୍ବର ଓ ଭଦ୍ରକରୁ ୩ ମହଲା କୋଠା ଠାବ ହୋଇଥିଲା। ଏଥିସହ ୧ କେଜି ସୁନା ସହ ୧.୬୨ କୋଟିର ଡିପୋଜିଟ ମିଳିଥିଲା। ଭିଜିଲାନ୍ସ ଚଢାଉ ବେଳେ ତାଙ୍କର ଭୁବନେଶ୍ବର, କଟକ, ଖୋର୍ଦ୍ଧା, ଢେଙ୍କାନାଳ, ଭଦ୍ରକ, ଯାଜପୁରରେ ୪୫ ପ୍ଲଟ ଥିବା ଜଣାପଡ଼ିଛି।

ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୧୨ଟି ସ୍ଥାନରେ ଭିଜିଲାନ୍ସ ଟିମ ପକ୍ଷରୁ ଚଢ଼ାଉ କରାଯାଇଥିଲା। ବାରବାଟୀ ଷ୍ଟାଡିୟମରେ ଥିବା ତାଙ୍କ କାର୍ଯ୍ୟାଳୟ, ଭୁବନେଶ୍ୱର ପାଣ୍ଡରାରେ ଥିବା ତାଙ୍କ ବାସଭବନ, ଚନ୍ଦ୍ରଶେଖରପୁରରେ ଥିବା ଆପାର୍ଟମେଣ୍ଟ, ଭଦ୍ରକ ଆଚାର୍ଯ୍ୟ ନଗରରେ ଥିବା ଦୁଇ ମହଲା କୋଠା, ଯାଜପୁର, କଟକ ଓ ଖୋର୍ଦ୍ଧାରେ ଥିବା ପ୍ଲଟରେ ଚଢ଼ାଉ କରାଯାଇଥିଲା। ଭଦ୍ରକର ଆଗରପଡ଼ାରେ ଥିବା ଦୁଇଟି ପୈତୃକ ଘର, ଯାଜପୁର ଓ ଖୋର୍ଦ୍ଧାରେ ଘନିଷ୍ଠ ସହଯୋଗୀଙ୍କ ଘର ଓ ଭୁବନେଶ୍ବର ନୟାପଲ୍ଲୀରେ ପ୍ରଦୀପ କୁମାର ରଥଙ୍କ ପୁଅଙ୍କ ଔଷଧ ଦୋକାନରେ ବି ଚଢ଼ାଉ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri