ଜିଏସ୍‌ଟି ଅତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ, ୫ଟି ସ୍ଥାନରେ ଏକକାଳୀନ ଚଢାଉ

ଭୁବନେଶ୍ୱର,୧୭।୮: ଯାଜପୁର ଜିଏସ୍‌ଟି ଅତିରିକ୍ତ କମିଶନର ବିନୟ ଭୂଷଣ ତ୍ରିପାଠୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ସରକାରୀ ଟିକସ ହେରଫେର ଅଭିଯୋଗରେ ଭିଜିଲାନ୍ସ ରେଡ୍‌ କରିଥିବା ସୂଚନା ମିଳିଛି। ଜଣେ ଡିଲର୍‌ ଠାରୁ ଜବତ ସ୍କ୍ରାପ୍‌କୁ ଅନ୍ୟତ୍ର ବିକ୍ରି କରିଥିବା ଅଭିଯୋଗ ହୋଇଛି। ପ୍ରାୟ ୫.୮୫ ଲକ୍ଷ ରାଜସ୍ବ ହେରଫେର କରିଥିବା ଜଣାପଡ଼ିବାରୁ ରେଡ୍‌ ହୋଇଛି। ଭୁବନେଶ୍ବର, ଖୋର୍ଦ୍ଧା ସମେତ ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି।

ବିନୟ ଭୂଷଣଙ୍କର ଭୁବନେଶ୍ୱର ୟୁନିଟ ୨ରେ ଥିବା କ୍ୱାର୍ଟର୍ସ ଓ ଖୋର୍ଦ୍ଧାରେ ଥିବା ପୈତୃକ ଘର ସମେତ ୫ଟି ସ୍ଥାନରେ ଚଢାଉ ଚାଲିଛି। କଟକ ଭିଜିଲାନ୍ସ ଡିଭଜନ ପକ୍ଷରୁ ଏହି ଚଢାଉ କରାଯାଇଛି। ଏହି ସମୟରେ ବିଭିନ୍ନ କମ୍ପାନୀର କିଛି ଡକ୍ୟୁମେଣ୍ଟ ଓ ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲ୍ୟାଣ୍ଡଫଲ୍‌ କଲା ଦାନା: ଆରମ୍ଭ ହେଲାଣି ବର୍ଷା ସାଙ୍ଗକୁ ଜୋରଦାର ପବନ 

ଭୁବନେଶ୍ୱର,୨୫/୧୦: ବାତ୍ୟା ଦାନା ସ୍ଥଳଭାଗ ଛୁଇଁଛି। ଭିତରକନିକା-ଧାମରା ଅଞ୍ଚଳରେ ଲ୍ୟାଣ୍ଡଫଲ୍‌ କରୁଛି ବାତ୍ୟା।ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ସକାଳ ଯାଏ ଚାଲୁ ରହିବ।ଏବେ ବାଲେଶ୍ୱର,ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରର ଉପକୂଳ...

ଘଣ୍ଟାକୁ ୧୩ କିମି ବେଗରେ ମାଡ଼ିଆସୁଛି ଦାନା: ମୁଖ୍ୟମନ୍ତ୍ରୀ କହିଲେ, ମୁକାବିଲା ପାଇଁ ଆମେ ପ୍ରସ୍ତୁତ 

ଭୁବନେଶ୍ୱର,୨୫/୧୦:ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ବାତ୍ୟା ଦାନା। ପାରାଦୀପଠାରୁ ୫୦ କିମି ଦୂରରେ ରହିଛି ବାତ୍ୟା। ଘଣ୍ଟାକୁ ୧୩ କିମି ବେଗରେ ଉପକୂଳକୁ ମାଡ଼ିଆସୁଛି। ସେହିପରି...

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୦: ବଙ୍ଗୋପସାଗରରୁ ବଳ ଗୋଟାଇ ଓ ଉପକୂଳ ଆଡେ ମୁହାଁଇଛି ସାଇକ୍ଲୋନ ‘ଦାନା’। ଆଜି ମଧ୍ୟରାତ୍ରିରୁ କାଲି ସକାଳ ଭିତରେ ଭିତରକନିକା-ଧାମରା ପାଖରେ ‘ଦାନା’ ଲ୍ୟାଣ୍ଡଫଲ...

ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ ପାଇଁ କାଉଣ୍ଟଡାଉନ ଆରମ୍ଭ: ପାରାଦୀପଠାରୁ ମାତ୍ର ୮୦ କିମି ଦୂରରେ…

ଭୁବନେଶ୍ୱର,୨୪।୧୦: ସାମୁଦ୍ରିକ ଝଡ଼ ‘ଦାନା’ କୂଳଆଡକୁ ମାଡି ଆସୁଥିବା ବେଳେ ଲ୍ୟାଣ୍ଡଫଲ ପ୍ରକ୍ରିୟାର କାଉଣ୍ଟଡାଉନ ଆରମ୍ଭ ହୋଇଯାଇଛି। ବାତ୍ୟା ପାରାଦୀପଠାରୁ ୮୦ କିମି ଦୂରରେ ରହିଥିବା...

ମନ୍ତ୍ରୀଙ୍କ ବଡ଼ ସୂଚନା: ବାତ୍ୟା ସମୟରେ ନେଟ୍‌ୱର୍କ ନ ଆସିଲେ…

ଭୁବନେଶ୍ୱର,୨୪।୧୦: ବଙ୍ଗୋପସାଗରରେ ବଳ ଗୋଟାଇ ଉପକୂଳଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଗୁରୁବାର ମଧ୍ୟରାତିରୁ ଶୁକ୍ରବାର ପୂର୍ବାହ୍ନ ଯାଏ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ।...

ଡ଼.ନିବେଦିତା ନାଥଙ୍କୁ ଭାରପ୍ତାପ୍ତ କୁଳପତି ଦାୟିତ୍ୱ

ଭବାନୀପାଟଣା,୨୪।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ପିଜି କାଉନସିଲ ଅଧ୍ୟକ୍ଷା ଡ଼. ନିବେଦିତା ନାଥଙ୍କୁ ବିଶ୍ୱ ବିଦ୍ୟାଳୟର ଭାରପ୍ରାପ୍ତ କୁଳପତି...

ବଡ଼ ଅପଡେଟ୍‌: ଭୀଷଣ ବାତ୍ୟା ସମୟରେ ଏହି ୧୧ ଜିଲାକୁ ମାଡି ଆସିବ…ହୋଇଯାଆନ୍ତୁ ସତର୍କ

ଭୁବନେଶ୍ୱର,୨୪।୧୦: ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ହେଉଛି ‘ଦାନା’। ଗୁରୁବାର ମଧ୍ୟରାତିରୁ ଶୁକ୍ରବାର ପୂର୍ବାହ୍ନ ଯାଏ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ...

ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନ:ପୁଣି ଦବିଲା ଯୋଡ଼ା ଫ୍ଲାଏ ଓଭର

ଯୋଡ଼ା,୨୪ା୨୦(ମାନସ ମହାନ୍ତି): କେନ୍ଦୁଝର ଜିଲାର ସୁଦୀର୍ଘ ଫ୍ଲାଏ ଓଭର ନିର୍ମାଣର ବର୍ଷେ ନ ପୁରୁଣୁ ବାରମ୍ବାର ଦବୁଛି। ଏହାଦ୍ୱାରା ଯାତାୟାତରେ ବହୁ ସମସ୍ୟା ଉପୁଜୁଛି। ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri