OSRTC ସିଏଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୨୩ା୮: ଓଏସ୍‌ଆର୍‌ଟିସି ଚିଫ୍‌ ଆକାଉଣ୍ଟ ଅଫିସର(ସିଏଓ)ଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ସିଏଓ ବିଜୟ ମଙ୍ଗରାଜଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରାଯାଇଛି। ଭୁବନେଶ୍ବରର ୬ଟି ଓ ବାରିପଦାର ଗୋଟିଏ ସ୍ଥାନରେ ଚଢ଼ାଉ ଚାଲିଛି। ଭୁବନେଶ୍ବର ଅଫିସ ସମେତ ନନ୍ଦନ ବିହାର, ପଳାଶୁଣୀରେ ମଧ୍ୟ ଚଢ଼ାଉ ଜାରିରହିଛି।

୧) ଫ୍ଲାଟ୍‌ ନଂ ୩୦୧, ଟାଓ୍ବାର-୬, ଜେଡ-୧ ଇଷ୍ଟେଟ୍‌, ନନ୍ଦନକାନନ ରୋଡ୍‌, ନନ୍ଦନବିହାର, ଭୁବନେଶ୍ୱର।

୨) ଭୁବନେଶ୍ୱରର ପଳାଶୁଣିସ୍ଥିତ ପ୍ଲଟ୍‌ ନଂ-୯୧୮ରେ ଏକ ଦୁଇ ମହଲା କୋଠା।

୩) ଭୁବନେଶ୍ୱରର ପଳାଶୁଣିସ୍ଥିତ ପ୍ଲଟ୍‌ ନଂ-୮୯୨ରେ ଦୁଇ ମହଲା କୋଠା।

୪) ମୟୂରଭଞ୍ଜର ଢିପସାହିସ୍ଥିତ ଭୂୟାଁ ନିବାସ।

୫) ଭୁବନେଶ୍ୱରର ଓଏସ୍‌ଆର୍‌ଟିସିର ମୁଖ୍ୟ ଆକାଉଣ୍ଟ ଅଫିସ।

୬) ଭୁବନେଶ୍ୱରର ଖାରବେଳ ଭବନସ୍ଥିତ ଆର୍ଥିକ ପରାମର୍ଶଦାତା କାର୍ଯ୍ୟାଳୟର ସ୍ବତନ୍ତ୍ର ସଚିବ, ବାଣିଜ୍ୟ ଏବଂ ପରିବହନ, ୫ମ ମହଲା କୋଠା।

୭) କାର୍ଯ୍ୟାଳୟର ନିର୍ଦ୍ଦେଶକ, ବ୍ୟବସାୟ ବିକାଶ ଏବଂ ଅର୍ଥ, ଓଆର୍‌ଆଇଡିଏଲ୍‌, ୬ ମହଲା, ଇଡ୍‌କୋ ଟାଓ୍ବାର, ଜନପଥ, ଭୁବନେଶ୍ୱର।

ଏବେ ଚଢ଼ାଉ ଚାଲିଛି। ଚଢ଼ାଉ ପରେ ମୋଟ୍‌ର ସମ୍ପତ୍ତିର ଆକଳନ କରାଯିବ ବୋଲି ଜନୈକ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଓବାଦୀ ରଚିଥିଲେ ବଡ଼ ଯୋଜନା, ବିଏସ୍‌ଏଫ୍‌ ଯବାନ କଲେ ପଣ୍ଡ

ମାଲକାନଗିରି, ୨୩ା୧୦(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଘନବେଡ଼ା ଓ ଗୁରାସେତୁ ୧୭୭ ବିଏସ୍‌ଏଫ୍‌ ବାଟାଲିୟନ ତରଫରୁ ମାଓବାଦୀ ଡମ୍ପ ଜବତ କରିବା...

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗ, କେରଳରୁ ଗିରଫ ହେଲେ ଅଭିଯୁକ୍ତ

ବୁଗୁଡ଼ା,୨୩ା୧୦(କାଳୀଚରଣ ଦାଶ): ୧୦ମ ଶ୍ରେଣୀ ପରୀକ୍ଷା ଦେଇଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ସୁଦୂର କେରଳରୁ ଗିରଫ...

୨ ଦିନ ହାଇକୋର୍ଟ ଛୁଟି

କଟକ,୨୩ା୧୦ (କାର୍ତ୍ତିକ ସାହୁ): ସମ୍ଭାବ୍ୟ ବାତ୍ୟା ‘ଦାନା’ ପାଇଁ ହାଇକୋର୍ଟକୁ ୨ ଦିନ ଛୁଟି ଘୋଷଣା କରାଯାଇଛି। ହାଇକୋର୍ଟ ପକ୍ଷରୁ ବୁଧବାର ଜାରି ବିଜ୍ଞପ୍ତି ଅନୁଯାୟୀ,...

ଚଢ଼ା ଦରରେ ସାମଗ୍ରୀ ବିକୁଥିଲେ ହେବ କାର୍ଯ୍ୟାନୁଷ୍ଠାନ: ଜାରି ହେଲା ଟେଲିଫୋନ ନମ୍ବର

ଭୁବନେଶ୍ୱର,୨୩ା୧୦: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ବଜାରରେ ପ୍ରଚୁର ପରିମାଣର...

ବାତ୍ୟା ପ୍ରଭାବିତ ଜିଲା ପାଇଁ ଜାରି ହେଲା ଟୋଲ୍ ଫ୍ରି ନମ୍ବର, ସହାୟତା ପାଇଁ କରନ୍ତୁ କଲ୍

ଭୁବନେଶ୍ୱର,୨୩।୧୦: ବାତ୍ୟା ‘ଦାନା’ର ପ୍ରଭାବରେ ଆଜିଠାରୁ ଶୁକ୍ରବାର ପର୍ଯ୍ୟନ୍ତ ବିଭିନ୍ନ ଇଲରେ ଭୀଷଣ ପବନ ସହିତ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ...

ଅଫ୍‌ଲାଇନ୍‌ରେ ବାଲିଯାତ୍ରା ଷ୍ଟଲ୍‌ ପଞ୍ଜୀକରଣ ସ୍ଥଗିତ

କଟକ,୨୩ା୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି କଟକ ବାଲିଯାତ୍ରାରେ ଷ୍ଟଲ୍‌ ଖୋଲିବା ନିମନ୍ତେ ପ୍ଲଟ୍‌ ପଞ୍ଜୀକରଣ ଦୁଇ ଦିନ ପାଇଁ ବନ୍ଦ ରଖାଯିବାକୁ ନିଷ୍ପତ୍ତି...

ଘରେ ପଶି ସୁନାଗହଣା ଲୁଟି ନେଇଥିଲେ ୩ ନାବାଳକ, ଚୋରିର ଏମିତି ପର୍ଦ୍ଦାଫାଶ କଲା ପୋଲିସ

ଦିଗପହଣ୍ଡି/ପାଟପୁର,୨୩ା୧୦(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନା ନୂଆଗଡ଼ ଗ୍ରାମରେ ଗତ ୯ ତାରିଖ ସାରେ ଘରେ ପଶି ସୁନାଗହଣା ଲୁଟ୍‌ ଘଟଣାର...

ବାତ୍ୟା ‘ଦାନା’ ପ୍ରଭାବ, ଏସବୁ ଜିଲାରେ ମଦ ଦୋକାନ ବନ୍ଦ କରିବାକୁ ସରକାରଙ୍କ ନିଷ୍ପତ୍ତି

ଭୁବନେଶ୍ୱର,୨୩।୧୦: ବାତ୍ୟା ପ୍ରଭାବିତ ଜିଲାରେ ମଦ ଦୋକାନ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ଓଡ଼ିଶା ସରକାର। ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri