ଧର୍ମଗଡ଼, ୩।୧୨(ଡି.ଏନ୍.ଏ.): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲା କୋକସରା ସିଡିପିଓ ଜୟନ୍ତୀ ମହାନ୍ତି। ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ବକେୟା ଦରମା କରାଇଦେବା ପାଇଁ ଜୟନ୍ତୀ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭିଜିଲାନ୍ସ ତାଙ୍କଠାରୁ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଥିବା ଜଣାପଡ଼ିଛି।