ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାସଭବନ ସମେତ ୭ ସ୍ଥାନରେ ଚଢାଉ ଜାରି

ଖୋର୍ଦ୍ଧା ଅଫିସ,୬।୧୨: ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ଜଳସେଚନ ବିଭାଜନ ନିର୍ବାହୀ ଯନ୍ତ୍ରୀ ମନୋଜ ଦାସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କ ସରକାରୀ ବାସଭବନ ସମେତ ୭ଟି ସ୍ଥାନରେ ମଙ୍ଗଳବାର ଚଢାଉ କରାଯାଇଛି। ଭୁବନେଶ୍ୱର ଭିଜିଲାନ୍ସ ଟିମ୍‌ ଖୋର୍ଦ୍ଧା ସ୍ଥିତ କାର୍ଯ୍ୟାଳୟରେ ଇନ୍ସପେକ୍ଟର ମମତା ପ୍ରଧାନଙ୍କ ନେତୃତ୍ୟରେ ଏକ ଟିମ୍‌ ଚଢାଉ ଜାରି ରଖିଛି।

Share