ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କୋରାପୁଟ,୧୮ା୨(ସ୍ବ.ପ୍ର.): ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଶୁକ୍ରବାର ସକାଳୁ ସୁନାବେଡ଼ା ମ୍ୟୁନିସିପାଲିଟି ସହକାରୀ ଯନ୍ତ୍ରୀ ମନୋଜ ପାତ୍ରଙ୍କ ଘର ଓ କାର୍ଯ୍ୟାଳୟ ସମେତ ବ୍ରହ୍ମପୁର, ପାରଳାଖେମୁଣ୍ଡି, ଭୁବେନେଶ୍ୱର କୋରାପୁଟ ଆଦି ୬ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛ।

ସୂଚନାଯୋଗ୍ୟ, ସହକାରୀ ଯନ୍ତ୍ରୀଙ୍କ ସୁନାବେଡ଼ା ମ୍ୟୁନିସିପାଲିଟି କାର୍ଯ୍ୟାଳୟ, ସୁନାବେଡ଼ାସ୍ଥିତ ସରକାରୀ ବାସଭବନ, ଭୁବେନେଶ୍ୱରସ୍ଥିତ ପୋଖରୀପୁଟସ୍ଥିତ କନତକା ଆପାର୍ଟମେଣ୍ଟ, ପାରଳାଖେମୁଣ୍ଡି ସିତାପୁରସ୍ଥିତ ପୈତୃକ ଘର, ବ୍ରହ୍ମପୁରରେ ସମ୍ପର୍କୀୟଙ୍କ ଘର, ବ୍ରହ୍ମପୁର ଶକ୍ତିନଗରସ୍ଥିତ ଦୁଇ ମହଲା ଘରେ ରେଡ୍‌ ଚାଲିଛି। ଏହି ଚଢ଼ାଉରେ ଜୟପୁର ଭିଜିଲାନ୍ସ ବିଭାଗର ୫ ଜଣ ଡିଏସ୍‌ପି, ୮ ଜଣ ଇନିସପେକ୍ଟର ଓ ଅନ୍ୟ କର୍ମଚାରୀମାନେ ସାମିଲ ରହିଥିବା ଜଣାଯାଇଛି। ପୂର୍ବରୁ କୋରାପୁଟ ମ୍ୟୁନିସିପାଲିଟି, ସୁନାବେଡ଼ା ମ୍ୟୁନିସିପାଲିଟି, ଖୋର୍ଦ୍ଧା ମ୍ୟୁନିସିପାଲିଟି ଆଦିରେ ଯନ୍ତ୍ରୀ ଭାବେ କାର୍ଯ୍ୟ କରିଥିବା ସମୟରେ ବହୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

‘ବିଦ୍ୟାର୍ଥୀମାନେ ମୋବାଇଲ ଫୋନଠାରୁ ଦୂରେଇ ରୁହନ୍ତୁ’

ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ)- ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଖଟୁଆକୁଦା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶନିବାର ପାଳିତ ହୋଇଛି। ବିଦ୍ୟାଳୟ ପରିଚାଳନା...

ଓ୍ବକ୍‌ଫ ବିଲ୍‌କୁ ବିରୋଧ କରି ସୁପ୍ରିମକୋର୍ଟର ଦ୍ୱାରସ୍ଥ ହେଲେ ଆପ୍‌ ବିଧାୟକ

ନୂଆଦିଲ୍ଲୀ,୫।୪: ଓ୍ବକ୍‌ଫ ସଂଶୋଧନ ବିଲ୍‌କୁ ଶୁକ୍ରବାର କଂଗ୍ରେସ ଏବଂ ଏଆଇଏମ୍‌ଆଇଏମ୍‌ ନେତା ଅସାଦୁଦ୍ଦିନ ଓଓ୍ବାଇସି ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିବା ବେଳେ ଶନିବାର ଆମ୍‌ ଆଦ୍‌ମୀ ପାର୍ଟି...

ଖମଣସାହି ପଞ୍ଚୁଦଣ୍ଡରେ ଯୋଗଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ)- ଦଣ୍ଡନାଚ ପାଇଁ ଗଞ୍ଜାମ ଜିଲା ଉତ୍ସବ ମୁଖର ହୋଇପଡ଼ିଛି। ବିଭିନ୍ନ ସ୍ଥାନରେ ଦଣ୍ଡ ଆୟୋଜନ ହେଉଥିବା ବେଳେ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଉଛନ୍ତି।...

କମିବ ପେଟ୍ରୋଲ, ଡିଜେଲ ଦର? କ୍ରୁଡ ଅଏଲ ଦାମ କମିବାରୁ ବଢୁଛି ଆଶା

ନୂଆଦିଲ୍ଲୀ,୫।୪: ଏହା ବହୁତ କମ ଘଟେ ଯେ ଗୋଟିଏ ପଟେ ମୁଦ୍ରା ବଜାରରେ ଡଲାର ତୁଳନାରେ ଟଙ୍କା ମଜବୁତ ହେଉଛି ଏବଂ ଅନ୍ୟପଟେ ଅନ୍ତର୍ଜାତୀୟ ବଜାରରେ...

ଏଭଳି ପୁଅ ମରିଯିବା ଭଲ

ଆଚାର୍ଯ୍ୟ ଚାଣକ୍ୟଙ୍କ ଉପଦେଶକୁ ଅନେକ ମାନନ୍ତି। ଜଣେ ବୁଦ୍ଧିମାନ ବ୍ୟକ୍ତି, ତର୍କରେ ପ୍ରବୀଣ ଏବଂ ତାଙ୍କର ନୀତିଗତ ନିଷ୍ପତ୍ତି ନେଉଥିବା ବ୍ୟକ୍ତିଭାବେ ତାଙ୍କୁ ଗଣାଯାଏ। ସେ...

ଲାଗୁ ହେଲା ଆୟୁଷ୍ମାନ ଭାରତ ଯୋଜନା, ଜାଣନ୍ତୁ କେତେ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିଳିମ ମାଗଣା ଚିକିତ୍ସା

ନୂଆଦିଲ୍ଲୀ,୫।୪: ଜାତୀୟ ରାଜଧାନୀ ଦିଲ୍ଲୀରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଆୟୁଷ୍ମାନ ଯୋଜନା) କାର୍ଯ୍ୟକାରୀ କରିବା ପାଇଁ ଭାଜପା ନେତୃତ୍ୱାଧୀନ ଦିଲ୍ଲୀ ସରକାର...

ସରକାରୀ କର୍ମଚାରୀ ହୁଅ କି ଆଇଟି ଦିଅ: ସମ୍ଭ୍ରାନ୍ତ ପରିବାରର ହୋଇଥିଲେ ମିଳିବ ବୟୋ ବନ୍ଦନ କାର୍ଡ

ଭୁବନେଶ୍ୱର,୪।୫: ୭୦ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତଙ୍କୁ ମିଳିବ ବୟୋ ବନ୍ଦନା କାର୍ଡ। ପ୍ରେସମଟ୍‌ରେ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ସରକାରୀ କର୍ମଚାରୀ ହୁଅନ୍ତୁ...

ସଂଗ୍ରାମ ଦାସ କଂଗ୍ରେସର ଦେବଗଡ଼ ଜିଲା ପର୍ଯ୍ୟବେକ୍ଷକ

କେନ୍ଦୁଝର,୫।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟରେ ଭକ୍ତଚରଣ ଦାସ ପିସିସି ସଭାପତି ଦାୟିତ୍ୱ ନେବା ପରେ କଂଗ୍ରେସ କର୍ମୀମାନେ ସକ୍ରିୟ ହୋଇପଡିଛନ୍ତି। ଆଗାମୀ ଦିନରେ ରାଜ୍ୟ କଂଗ୍ରେସର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image