ପିଇଓଙ୍କ ଘରେ ଭିଜିଲାନ୍ସ ବିଭାଗର ଚଢ଼ାଉ

ସୋନପୁର, ୨୪।୧୨(ନି.ପ୍ର.)-ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଚେରୁପାଲି ପଞ୍ଚାୟତ ନିର୍ବାହୀ ଅଧିକାରୀ(ପିଇଓ) ଦୁର୍ଯ୍ୟୋଧନ ମେହେରଙ୍କ ସୋନପୁର ସହର ମାନିକେଶ୍ୱର ସ୍ଥିତି ବାସଭବନରେ ଚଢ଼ାଉ ଚାଲିଛି । ସେହିପରି ଚେରୁପାଲି ସ୍ଥିତ ପଞ୍ଚାୟତ ଅଫିସରେ କାଗଜପତ୍ରର ତନଖି ଚାଲିଛି। ଗୁରୁବାର ସକାଳ ୬ଟାରୁ ଚଢାଉ ଆରମ୍ଭ ହୋଇଛି। ସମ୍ବଲପୁର ଭିଜିଲାନ୍ସ ଡିଏସପି ଦାଶରଥି ସେଠୀ, ବରଗଡ଼ ଡ଼ିଏସପି ପରମେଶ୍ବର କିଷାନଙ୍କ ନେତୃତ୍ୱରେ ଏହି ଚଢ଼ାଉ ଚାଲିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାର୍‌ହା ମାଂସ ଜବତ କଲା ବନ ବିଭାଗ, ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ ନୂଆପଡ଼ା ସେକ୍ସନ ଯୋଗିଆପଲ୍ଲୀ ଗ୍ରାମର ନୀଳାମ୍ବର ମଳିକଙ୍କଠାରୁ ଲୋମଯୁକ୍ତ ପ୍ରାୟ ୨ କେଜି ବାର୍‌ହା ମାଂସକୁ...

ଦାଉ ସାଧିଲା ଅଦିନିଆ ବର୍ଷା: ବର୍ଷକର ଆହାର ଚିନ୍ତାରେ ଚାଷୀ

ନିରାକାରପୁର/ଜଟଣୀ/ ବାଣପୁର, ୨୩ା୧୨ (ମାନସ ଚନ୍ଦ୍ର ପଟ୍ଟନାୟକ/ ରବୀନ୍ଦ୍ରନାଥ ମହାକୁଡ଼/ ଦିଲୀପ ସ୍ବାଇଁ) ଲଘୁଚାପଜନିତ ବର୍ଷା ଯୋଗୁ ଖୋର୍ଦ୍ଧା ଜିଲାରେ ଧାନଚାଷ କ୍ଷତିଗ୍ରସ୍ତ ହୋଇଛି। ଯେଉଁ...

ଏସ୍‌ସିବିରେ ସ୍ଥାନାନ୍ତର ହେବ ନନ୍‌ଟ୍ରମା କାଜୁଆଲ୍‌ଟି

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲର ନନ୍‌ଟ୍ରମା କାଜୁଆଲ୍‌ଟି ସ୍ଥାନାନ୍ତର ହେବ। ଏବେ କାଜୁଆଲ୍‌ଟି ଯେଉଁ ସ୍ଥାନରେ କାର୍ଯ୍ୟ କରୁଛି, ସେଠାରୁ ଉଠିଯାଇ ଭେଷଜ ୱାର୍ଡର ୟୁନିଟ୍‌-୬ରେ...

ବଡ଼ଦିନ, ନୂଆବର୍ଷରେ ସ୍ବାଦିଷ୍ଟ ଖାଦ୍ୟର ମଜାନେବେ ସହରବାସୀ

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଦିନ କେଇଟା ପରେ ବଡ଼ଦିନ ଓ ନୂଆବର୍ଷ। ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ସହ ନୂତନ ବର୍ଷକୁ ସ୍ବାଗତ କରିବା ପାଇଁ ସହରବାସୀ...

ଜାଲ୍‌ କାଗଜପତ୍ରରେ ଜମି ପଞ୍ଜୀକରଣ, ଭଉଣୀଭାଇଙ୍କ ସମେତ ୪ ଗିରଫ

ବ୍ରହ୍ମପୁର,୨୩।୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପନିବନ୍ଧକ (ସବ୍‌-ରେଜିଷ୍ଟ୍ରର)ଙ୍କ କାର୍ଯ୍ୟାଳୟ-୨ରେ ନକଲି କାଗଜପତ୍ର ଦାଖଲ କରି ଏକ ଜମିକୁ ପଞ୍ଜୀକରଣ ଉଦ୍ୟମ କରୁଥିବା ୪ ଅଭିଯୁକ୍ତଙ୍କୁ ଟାଉନ...

ମୁକୁଳିଲେ ଭିଏଟ୍‌ନାମର ୬ ନାବିକ

ପାରାଦୀପ,୨୩।୧୨(ଶରତ ରାଉତ): ପାରାଦୀପରେ ୨୦୨୩ ନଭେମ୍ବର ୩୦ରୁ ଅଟକ ଥିବା ଏମ୍‌ଭି ଦେବୀ ଜାହାଜର୨୧ ଜଣ ଭିଏଟ୍‌ନାମ ନାବିକଙ୍କ ମଧ୍ୟରୁ ରବିବାର ସାରେ ମାତ୍ର ୬...

ଜିନ୍ନତ ହେବ ଟ୍ରାଙ୍କୁଲାଇଜ୍‌

ବାରିପଦା,୨୩ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମହାବଳ ବାଘୁଣୀ ଜିନ୍ନତକୁ ଫେରାଇ ଆଣିବାକୁ ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଟ୍ରାଙ୍କୁଲାଇଜ୍‌...

ଡବଲ ଇଞ୍ଜିନ ସରକାର ଉପରେ ବର୍ଷିଲେ ସାଗର

ଭବାନୀପାଟଣା,୨୩ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭା ଭଳି ପବିତ୍ର ଗୃହରେ ବାବା ସାହେବ ଆମ୍ବେଡକରଙ୍କ ନାମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଅପମାନଜନକ ଶବ୍ଦ ବ୍ୟବହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri