ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ଏକକାଳୀନ ୧୦ଟି ସ୍ଥାନରେ ରେଡ୍

କେନ୍ଦୁଝର,୨୨ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀ କୈଳାଶ ଚନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ କୈଳାଶ ସାହୁଙ୍କ ପୈତୃକ ଘର ସମେତ ୧୦ଟି ସ୍ଥାନରେ ରେଡ୍ କରାଯାଉଛି। ଭୁବନେଶ୍ବର, ପୁରୀ, କଟକ, ଯାଜପୁର, କେନ୍ଦୁଝରରେ ଏକକାଳୀନ ରେଡ୍ ଜାରି ରହିଛି।

ଯାଞ୍ଚ ପରେ ସମୁଦାୟ ସ୍ଥାବର ଓ ଅସ୍ଥବର୍ ସମ୍ପତି ର ପରିମାଣ ଆକାଲନ ହୋଇ ପାରିବ ବୋଲି ସୂଚନା ମିଳିଛି। ଏହି ଚଢାଉ ରେ ଜଣେ ଅତିରିକ୍ତ ଏସପି, ୪ ଡିଏସପି, ୭ ଇନ୍ସପେକ୍ଟର, ୭ ଆସିଷ୍ଟାଣ୍ଟ ଇନ୍ସପେକ୍ଟର ଓ ଅନ୍ୟ ଷ୍ଟାଫ ସାମିଲ ହୋଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ ଭୁବନେଶ୍ୱର ସ୍ଥିତ ଜଗନ୍ନାଥ ମାନସନରେ ଥିବା ଫ୍ଲାଟ, ଯାଜପୁର ବ୍ୟାସନଗରରେ 2ଟି ଫ୍ଲାଟ, ପୁରୀରେ ଆପାର୍ଟମେଣ୍ଟ, ଯାଜପୁର ବ୍ୟାସନଗରରେ ତିନି ମହଲା ଘର, ଯାଜପୁର କରେଇରେ ଦୁଇଟି ଷ୍ଟୋର ହାଉସ, କେନ୍ଦୁଝର ଶର୍କରୀ କ୍ବାଟର, ବୈତରଣୀ ଡିଭିଜନର ଚିଫ୍ ଇଞ୍ଜିନିୟର ଅଫିସ, ପୈତୃକ ଘର କଟକ ମାହାଙ୍ଗା ଏବଂ ସମ୍ପର୍କୀୟଙ୍କ ଘର ସାଲେପୁରରେ ଏକକାଳୀନ ଚଢ଼ାଉ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରେ ଭାସୁଛି ଅଜଣା ଯୁବକଙ୍କ ମୃତଦେହ: ପୋଲିସ ତଦନ୍ତ ଜାରି

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ – ଭେଡେନ କେନାଲରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଭାସୁଛି। ଆଜି ସନ୍ଧ୍ୟା ପ୍ରାୟ ୭ଟାରେ ବରଗଡ଼ ସହରର ସୁବାସ ନଗର...

ଦେଶୀମଦ ଜବତ: ଜେଲ୍‌ ଗଲେ ପୂର୍ବତନ ସମିତି ସଭ୍ୟ

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ଦେବେନ୍ଦ୍ର ମଲ୍ଲିକଙ୍କୁ ଚିକିଟି ଅବକାରୀ ଇନ୍ସପେକ୍ଟର ସଞ୍ଜୟ କୁମାର...

ସ୍କୁଟି ଧକ୍କାରେ ଚାଲିଗଲା ସାଇକେଲ ଚାଳକଙ୍କ ଜୀବନ

ବଡ଼ଗାଁ,୨୧ା୪(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଏକମା ନିକଟ ଲାଲମାଟିଆ ଗାଁ ରାସ୍ତାରେ ସ୍କୁଟି ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି।...

ଅସମ୍ଭାଳ ଖରା, ଜନଜୀବନ ଅସ୍ତବ୍ୟସ୍ତ

ଧରାକୋଟ,୨୧ା୪ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଧରାକୋଟ ଅଞ୍ଚଳରେ ୪ଦିନ ଧରି ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଲାଣି। ୧୦ଟା ପରେ ବାହାରକୁ ବାହାରିବା ମୁସ୍କିଲ...

ଓଡ଼ିଶାରେ ବୃଦ୍ଧି ପାଉଛି ତାପମାତ୍ରା: ୪୯ଟି ତାତି ସମ୍ବନ୍ଧୀୟ ଅସୁସ୍ଥତା ମାମଲା ରିପୋର୍ଟ

ଭୁବନେଶ୍ୱର,୨୧।୪: ଓଡ଼ିଶାରେ ପ୍ରଚଣ୍ଡ ତାତି ବଢ଼ିଚାଲିଥିବା ବେଳେ ରାଜ୍ୟ ସରକାର ୪୯ଟି ତାତି ସମ୍ବନ୍ଧୀୟ ଅସୁସ୍ଥତାର ମାମଲା ରିପୋର୍ଟ କରିଛନ୍ତି। ଯେଉଁଥିରେ ଅନେକ ବ୍ୟକ୍ତିଙ୍କୁ ହସ୍ପିଟାଲରେ...

କାମ କରୁନି ଥଣ୍ଡା ପାନୀୟ ଜଳ ପ୍ରକଳ୍ପ: ଥଣ୍ଡା ବଦଳରେ ବାହାରୁଛି ଗରମ ପାଣି

ଥୁଆମୂଳ ରାମପୁର,୨୧।୪(ଦୁର୍ଗା କୀର୍ତ୍ତି): ଗାଁଠୁ ସହର ସବୁଠି ତାତି। ତାତିରୁ ତ୍ରାହି ପାଇଁ ଦରକାର ଥଣ୍ଡା ପାଣି। ମୁନ୍ଦାଏ ତୁଣ୍ଡରେ ପଡିଗଲେ ମିଳିଥାଏ ଆତ୍ମସନ୍ତୋଷ। ହେଲେ...

ଯୁବକଙ୍କ ଉନ୍ମତ୍ତକାଣ୍ଡ: ମଝି ରାସ୍ତାରେ ବୁଲାଇଲେ ଫାର୍ସା ,ପୋଲିସ ବାଡ଼ି ଛଡ଼ାଇ ଦୌଡ଼ିଲାଳ ବେଳେ…

ପାରାଦୀପ, ୨୧।୪: ବିଚ ରାସ୍ତାରେ ଫାର୍ସା ଧରି ନିଶାସକ୍ତ ଯୁବକଙ୍କ ଉନ୍ମତ୍ତକାଣ୍ଡ। ଏଭଳି ଘଟଣା ଘଟିଛି କଟକ-ପାରାଦୀପ ରାସ୍ତା କୁଜଙ୍ଗ ବଳରାମପୁରରେ । ଫାର୍ସା ବୁଲାଇବାରୁ...

ଟ୍ରାନ୍ସଜେଣ୍ଡର ଆତ୍ମହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ମାରାଥନ ଜେରା

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମର ବୁଲୁ ବିଷୋୟୀଙ୍କ ଘରୁ ଗତ ୧୨ ତାରିଖ ସକାଳେ କୋଟିନଡା ଗ୍ରାମର ଟ୍ରାନ୍ସଜେଣ୍ଡର ଅଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image