ଅଭିନେତ୍ରୀ କଙ୍ଗନାଙ୍କୁ ଟକ୍କର ଦେବେ ବିକ୍ରମାଦିତ୍ୟ, ପ୍ରତିଭା ସିଂହ କଲେ ଘୋଷଣା

ନୂଆଦିଲ୍ଲୀ,୧୩।୪: ଲୋକ ସଭା ନିର୍ବାଚନ ପାଇଁ ବାଜି ସାରିଛି ବିଗୁଲ। ୪୦୦ ପାର୍‌ର ନାରା ଦେଇ ଭାଜପା ଦେଶର କୋଣ ଅନୁକୋଣରେ ପ୍ରଚାର ଆରମ୍ଭ କରିଛି। ତେବେ ବଲିଉଡର ବିବାଦୀୟ ଅଭିନେତ୍ରୀ କଙ୍ଗନା ରଣାଓ୍ବତଙ୍କୁ ମଣ୍ଡିରୁ ଭାଜପା ଟିକେଟ୍‌ ଦେଇଛି। ତେବେ ଟିକେଟ୍‌ ଦେବା ପରଠାରୁ ସେ ଚର୍ଚ୍ଚାରେ ରହି ଆସୁଥିଲେ। ଏବେ ତାଙ୍କ ବିରୋଧରେ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ।

କଂଗ୍ରେସ ନେତା ବିକ୍ରମାଦିତ୍ୟ ସିଂହ, କଙ୍ଗନାଙ୍କୁ ଟକ୍କର ଦେବାକୁ ଯାଉଛନ୍ତି। ଏନେଇ ହିମାଞ୍ଚଳ ପ୍ରଦେଶ କଂଗ୍ରେସ କମିଟିର ଅଧ୍ୟକ୍ଷ ପ୍ରତିଭା ସିଂହ ଘୋଷଣା କରିଛନ୍ତି। ବର୍ତ୍ତମାନ ମଣ୍ଡିରୁ ଏମପି ଅଛନ୍ତି ପ୍ରତିଭା ସିଂହ। ଚଳିତ ନିର୍ବାଚନରେ ନିଜେ ନ ଲଢି ପ୍ରତିଭା ନିଜ ପୁଅଙ୍କୁ ଏହି ଆସନରୁ ପ୍ରାର୍ଥୀ ଘୋଷଣା କରିଛନ୍ତି। ପ୍ରତିଭା କହିଛନ୍ତି, ପୁଅ ଏହି ଆସନରୁ ଲଢିବା ନେଇ କଂଗ୍ରେସ ଶୀର୍ଷ ନେତୃତ୍ୱଙ୍କୁ ଜଣାଇଛି।

କହିରଖୁଛୁ କି, ବିକ୍ରମାଦତ୍ୟ ମଣ୍ଡିରୁ ଲଢିବା ନେଇ ତାଙ୍କ ମାଆ ଓ ହିମାଞ୍ଚଳ କଂଗ୍ରେସ କମିଟି ପକ୍ଷରୁ ଘୋଷଣା କରାଯାଇଛି। ଏନେଇ କଂଗ୍ରେସ ତରଫରୁ କୌଣସି ସରକାରୀ ସ୍ତରରେ ଘୋଷଣା କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାପିଡୋ ସମେତ ସମସ୍ତ ବାଇକ୍ ଟ୍ୟାକ୍ସି ସେବା ବନ୍ଦ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ବେଙ୍ଗାଲୁରୁ,୨।୪: କର୍ଣ୍ଣାଟକ ହାଇକୋର୍ଟ ବୁଧବାର ରାପିଡୋ ବାଇକ୍ ଟ୍ୟାକ୍ସି ସମେତ ଅନ୍ୟ ସମସ୍ତ ବାଇକ୍ ଟ୍ୟାକ୍ସି ଆଗ୍ରେଗେଟରମାନଙ୍କୁ ଛଅ ସପ୍ତାହ ମଧ୍ୟରେ ରାଜ୍ୟରେ ସେମାନଙ୍କର କାର୍ଯ୍ୟ...

iPhone 11 ପାଇଁ ୧୭ ବର୍ଷୀୟ ନାବାଳକକୁ ହତ୍ୟା କଲେ ଦୁଇସାଙ୍ଗ

ନୂଆଦିଲ୍ଲୀ,୨।୪: ପଟିଆଲାରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ରାଜପୁରାର ରେଳ ଲାଇନରୁ ନବଜୋତ ନାମକ ଜଣେ ୧୭ ବର୍ଷୀୟ ନାବାଳକର ମୃତଦେହ...

କେବେବି ପିଅନ୍ତୁ ନାହିଁ ଥଣ୍ଡା ପାଣି

ଏବେ ତ ଗ୍ରୀଷ୍ମଋତୁ। ଲସି, ସର୍ବତ ବ୍ୟତୀତ ଥଣ୍ଡା ପାଣିର ଚାହିଦା କିଛି କମ ନୁହେଁ। କେତେକେ ଅତ୍ୟଧିକ ଥଣ୍ଡା ପାଣି ପିଇବାକୁ ପସନ୍ଦ କରିଥାଆନ୍ତି।...

Jasprit Bumrah IPL 2025: ମୁମ୍ବାଇ ଇଣ୍ଡିଆନ୍ସକୁ ଲାଗିବ ବଡ଼ ଝଟକା! ଫିଟ ହେବା ପରେ ବି ଖେଳିବେ ନାହିଁ ବୁମରା?

ନୂଆଦିଲ୍ଲୀ,୨।୪: ଜସପ୍ରିତ ବୁମରା ଆଘାତ ଯୋଗୁଁ ପଡ଼ିଆ ବାହାରେ ଅଛନ୍ତି। ସେ ଚଳିତ ବର୍ଷ ଜାନୁଆରୀରେ ତାଙ୍କର ଶେଷ ମ୍ୟାଚ ଖେଳିଥିଲେ। ଭାରତର ଅଷ୍ଟ୍ରେଲିଆ ଗସ୍ତ...

ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷଙ୍କ ପରଲୋକ

ପଦ୍ମପୁର,୨ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଏନ୍‌ଏସିର ପୂର୍ବତନ ଅଧ୍ୟକ୍ଷ ତଥା ଭାଜପାର ବରିଷ୍ଠ ନେତା ସତ୍ୟବାନ ଅଗ୍ରଓ୍ବାଲଙ୍କ ୭୦ବର୍ଷ ବୟସରେ ପଦ୍ମପୁରସ୍ଥିତ ବାସଭବନରେ ମଙ୍ଗଳବାର...

କିଏ ସେହି ପୁନମ ଗୁପ୍ତା, ଯିଏ ଥିଲେ ମୋଦିଙ୍କ ଅର୍ଥନୈତିକ ପରାମର୍ଶଦାତା, ଏବେ ହେବେ RBIର ଡେପୁଟି ଗଭର୍ନର

ନୂଆଦିଲ୍ଲୀ,୨।୪: RBIର ଡେପୁଟି ଗଭର୍ନର ହେବାକୁ ଯାଉଛନ୍ତି ଜଣେ ମହିଳା। ନ୍ୟାଶନାଲ କାଉନସିଲ ଅଫ ଆପ୍ଲାଏଡ ଇକୋନୋମିକ ରିସର୍ଚ୍ଚ (NCAER)ର ମହାନିର୍ଦ୍ଦେଶକ ପୁନମ ଗୁପ୍ତା ଡେପୁଟି...

କେନ୍ଦ୍ର ଗୃହମନ୍ତ୍ରୀଙ୍କ ବସ୍ତର ଗସ୍ତ ପୂର୍ବରୁ ଭୟରେ ମାଓବାଦୀ; ଶାନ୍ତି ଆଲୋଚନା ପାଇଁ କଲେ ଅପିଲ୍

ମାଲକାନଗିରି,୨।୪: କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଦେଶରେ ମାଓବାଦୀଙ୍କ ସମୁଳ ନାଶ କରିବା ପାଇଁ ନିର୍ଦ୍ଦେଶ ଦେବା ପରେ କେନ୍ଦ୍ରୀୟ ସଶସ୍ତ୍ର ବାହିନୀ ପକ୍ଷରୁ ଅଭିଯାନ...

ପାକିସ୍ତାନରେ ପୁଣି ମହଙ୍ଗା ମାଡ଼: ପିଆଜ, ଟମାଟୋ, ଚିକେନ ସବୁ ହେଲା ମହଙ୍ଗା

ଇସଲାମାବାଦ,୨।୪: ପାକିସ୍ତାନରେ ମୁଦ୍ରାସ୍ଫୀତିକୁ ନେଇ ପୁଣିଥରେ ଉତ୍ତେଜନା ପ୍ରକାଶ ପାଇଛି। ଦୋକାନୀ ଏବଂ କ୍ରେତା ଉଭୟ ମୁଦ୍ରାସ୍ଫୀତି ଯୋଗୁଁ କଷ୍ଟ ପାଉଛନ୍ତି। ରମଜାନ ସରିଗଲା କିନ୍ତୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image