କଂଗ୍ରେସରେ ସାମିଲ ହେବେ ଭିନେଶ ଫୋଗଟ! ଭୁପେନ୍ଦ୍ର ସିଂ ହୁଡା କହିଲେ…

ନୂଆଦିଲ୍ଲୀ,୨୪।୮: ଭାରତୀୟ ମହିଳା ରେସଲର ଭିନେଶ ଫୋଗଟ କ୍ରମାଗତ ଭାବରେ ଖବରରେ ଅଛନ୍ତି। ପ୍ୟାରିସ ଅଲିମ୍ପିକ୍ସରେ ଫାଇନାଲ କୁସ୍ତି ମ୍ୟାଚ ପୂର୍ବରୁ ୧୦୦ ଗ୍ରାମ ଓଜନ ବୃଦ୍ଧି ହେତୁ ଭିନେଶଙ୍କୁ ଅଯୋଗ୍ୟ ଘୋଷଣା କରାଯାଇଥିଲା। ଏହାପୂର୍ବରୁ ଭିନେଶ ତିନୋଟି ମ୍ୟାଚ ଜିତିଥିଲେ। ଭାରତ ଫେରିବା ପରେ ତାଙ୍କୁ ମଧ୍ୟ ସ୍ବାଗତ କରାଯାଇଥିଲା।

ଶୁକ୍ରବାର ଭିନେଶ କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀଙ୍କୁ ଭେଟିଥିଲେ। ଏହା ପରେ ନିରନ୍ତର ଆଲୋଚନା ହେଉଛି ଯେ ଭିନେଶ କଂଗ୍ରେସରେ ଯୋଗଦେବାକୁ ଯାଉଛନ୍ତି। ଯାହା ଉପରେ ପୂର୍ବତନ ହରିୟାଣା ସିଏମ ଭୁପେନ୍ଦ୍ର ସିଂ ହୁଡାଙ୍କ ପ୍ରତିକ୍ରିୟା ଆସିଛି।

ଯେତେବେଳେ ଭୁପେନ୍ଦ୍ର ସିଂଙ୍କୁ ପଚରାଯାଇଥିଲା ଯେ ଭିନେଶ ଫୋଗଟ କଂଗ୍ରେସରେ ଯୋଗ ଦେଉଛନ୍ତି କି? ଯାହାପରେ ସେ କହିଛନ୍ତି, ଏହା ଏକ କଳ୍ପନିକ ପ୍ରଶ୍ନ। ଖେଳାଳିମାନେ କୌଣସି ଦଳର ନୁହଁନ୍ତି, ସେମାନେ ସମଗ୍ର ଦେଶର ଅଟନ୍ତି। ଯଦି କେହି ପାର୍ଟିରେ ଯୋଗ ଦିଅନ୍ତି, ତେବେ ଆମେ ତାଙ୍କୁ ସ୍ବାଗତ କରିବୁ। ଆସିବା ନ ଆସିବା ତାଙ୍କ ତାଙ୍କ ଇଚ୍ଛା। ସେ ଆମ ଦେଶର ଜଣେ ଖେଳାଳୀ, ତାଙ୍କୁ ପୂର୍ଣ୍ଣ ସମ୍ମାନ ଦିଆଯିବା ଉଚିତ୍‌।

କଂଗ୍ରେସ ନେତା ହୁଡା ଭିନେଶଙ୍କୁ ସ୍ବର୍ଣ୍ଣ ପଦକ ସମ୍ମାନ ଦେବାକୁ ଦାବି କରିଛନ୍ତି। ସେ କହିଛନ୍ତି, ମୁଁ ଏହା ପୂର୍ବରୁ କହିଥିଲି ଯେ ଭିନେଶଙ୍କୁ ସମାନ ସମ୍ମାନ ଦିଆଯିବା ଉଚିତ୍‌। ତାଙ୍କୁ ଏହି ସମ୍ମାନ ଦିଆଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ...

ଦିଲ୍ଲୀ ସରକାରର ମନ୍ତ୍ରୀଙ୍କ ମଧ୍ୟରେ ବିଭାଗ ବାଣ୍ଟିଲେ ଆତିଶୀ, ନିଜ ପାଖରେ ରଖିଲେ ଶିକ୍ଷା-ଅର୍ଥ ସମେତ ୧୩ ବିଭାଗ

ନୂଆଦିଲ୍ଲୀ,୨୧।୯: ଦିଲ୍ଲୀ ସରକାର ରେ ଆଜି ନୂଆ ସରକାର ଶପଥ ଗ୍ରହଣ କରିଛନ୍ତି। ଦେଶର ସର୍ବକନିଷ୍ଠ ତଥା ଦିଲ୍ଲୀର ୩ୟ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ...

ମିଛ ପ୍ରଚାର କରୁଛି ଭାଜପା, ସତକୁ ସହି ପାରୁନାହିଁ, ମୁହଁ ଖୋଲିଲେ ରାହୁଲ

ନୂଆଦିଲ୍ଲୀ,୨୧।୯: ଲୋକ ସଭାରେ ବିରୋଧୀ ଦଳର ନେତା ତଥା ଉତ୍ତରପ୍ରଦେଶ ରାଏବରେଲିର କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଆମେରିକା ଗସ୍ତରେ ଶିଖମାନଙ୍କ ଉପରେ ଦେଇଥିବା ବିବୃତ୍ତି...

ମୋଦି-ଶାହାଙ୍କ ସହ ଭଲ ନ ଥିଲା ଗଡକରୀଙ୍କ ସମ୍ପର୍କ! ଦେଖା ହେବା ପାଇଁ ଘଣ୍ଟାଘଣ୍ଟା ଅପେକ୍ଷା କରାଉଥିଲେ…କହିଦେଲେ ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତର ସଡକ ଏବଂ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ସେ ଖୋଲାଖେଶଲି କହିଛନ୍ତି କି, ଯେତେବେଳେ ସେ...

ଆତିଶୀଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରିବ ଭାଜପା, କାହିଁକି ଏମିତି କହିଲେ ଭାଜପା ଏମପି

ନୂଆଦିଲ୍ଲୀ,୨୧।୯: ଭାଜପା ଏମପି ମନୋଜ ତିୱାରୀ ଆତିଶୀଙ୍କୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଅଭିନନ୍ଦନ ଜଣାଇଛନ୍ତି। ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ସେ ରାଜ...

ଶପଥ ନେଲେ ସର୍ବ କନିଷ୍ଠ ମୁଖ୍ୟମନ୍ତ୍ରୀ ଆତିଶୀ

ନୂଆଦିଲ୍ଲୀ,୨୧।୯: ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ତଥା ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ ଶନିବାର ଶପଥ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ଅରବିନ୍ଦ କେଜରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦରୁ...

‘ଆପଣଙ୍କ କାର ମୋ ମା’ଙ୍କ ଘର ସହ ସମାନ’, ମୋଦିଙ୍କ କଥା ଶୁଣି ଆଶ୍ଚର୍ଯ୍ୟ ହୋଇଯାଇଥିଲେ ଓବାମା

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଯାଇଛନ୍ତି। ଯେଉଁଠାରେ ସେ ଆମେରିକାର ଡେଲାୱେରରେ ଅନୁଷ୍ଠିତ ହେବାକୁ ଥିବା କ୍ୱାଡ ବୈଠକରେ...

ବର୍ଷକୁ ଦୁଇଟି ଗ୍ୟାସ ସିଲିଣ୍ଡର ମାଗଣା ମିଳିବ, ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨୧।୯: ଜମ୍ମୁ କଶ୍ମୀରରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଶନିବାର ଜମ୍ମୁରେ ପହଞ୍ଚିଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri