Posted inଫୁରସତ

ଘରେ ପଶି କୁକୁର ଶିକାର କଲା ଚିତାବାଘ, କ୍ୟାମେରାରେ କଏଦ ହେଲା ଲୋମହର୍ଷଣକାରୀ ଦୃଶ୍ୟ, ଦେଖନ୍ତୁ…

ଜଙ୍ଗଲର ଘାତକ ଶିକାରୀଙ୍କ ମଧ୍ୟରୁ ଚିତାବାଘ ଅନ୍ୟତମ। ଏହା ଥରେ ଶିକାର ଉପରେ ଆଖି ପକାଇଲେ ତାର ବଞ୍ଚିବା ଏକପ୍ରକାର ଅସମ୍ଭବ। ହେଲେ ଜଙ୍ଗଲର ଏହି ଜନ୍ତୁକୁ ଜନବସତିରେ ଶିକାର କରୁଥିବା ଦେଖିଛନ୍ତି କି। ହୁଏତ ନା। କିଛି ଏଭଳି ଦୃଶ୍ୟ ଏବେ ଭାଇରାଲ ହେଉଛି। କାରଣ ଚିତାବାଘଟି ଘେରେ ପଶି କୁକୁରକୁ ଶିକାର କରିଛି। ଏହାର ଦୃଶ୍ୟ ବେଶ ଭୟଙ୍କର ହୋଇଥିବା ବେଳେ ତାହା ଭାଇରାଲ ହେଉଛି।
ଆଜିକାଲି ସମୟରେ ଶିକାରର ଅଭାବ କାରଣରୁ ଜଙ୍ଗଲୀ ଜନ୍ତୁ ସହରାଞ୍ଚଳକୁ ପଶି ଆସିବା ଦେଖାଯାଉଛି। ସୋସିଆଲ ମିଡିଆରେ ଏହାର ଅନେକ ଭିଡିଓ ଭାଇରାଲ ହୋଇଛି। ଠିକ ଏଭଳି କ୍ରମରେ ଦେଖାଯାଉଛି ଯେ ଏକ କୁକୁର ବେଶ ଆରାମରେ ଘର ବାହାରେ ଶୋଇଛି। ଠିକ ଏତିକି ବେଳେ ଚିତାବାଘଟି ଛପି ଛପି ଆସି କୁକୁର ଉପରେ ଆକ୍ରମଣ କରୁଛି। ଏହାପରେ ସେ ଜଙ୍ଗଲ ଆଡ଼କୁ ଦୌଡ଼ି ପଳାଉଛି। ହେଲେ ସୌଭାଗ୍ୟବଶତଃ କୁକୁରଟି ନିଶ୍ଚିତ ମୃତ୍ୟୁମୁଖରୁ ରକ୍ଷା ପାଇଯାଉଛି।
ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

ଖ୍ରୀଷ୍ଟମାସ ପୂର୍ବଦିନ ପୃଥିବୀରେ ହେବ ତାଣ୍ଡବ! ମାଡିଆସୁଛି ୧୨୦ ଫୁଟ୍‌ର ଆଷ୍ଟ୍ରୋଏଡ

ନୂଆଦିଲ୍ଲୀ,୨୦୧୨: ଖ୍ରୀଷ୍ଟମାସ ପୂର୍ବରୁ ଅର୍ଥାତ ଡିସେମ୍ବର ୨୪ରେ, ମହାକାଶରେ ବିରଳ ଘଟଣା ଘଟିବାକୁ ଯାଉଛି। ବୈଜ୍ଞାନିକଙ୍କ ଅନୁଯାୟୀ, ୧୨୦ ଫୁଟ ଲମ୍ବର ଆଷ୍ଟ୍ରୋଏଡ ପୃଥିବୀ ଆଡକୁ...

ଆଖି ବୁଜିଲେ କ୍ୟାନ୍‌ସର ସହ ଲଢ଼ୁଥିବା ଇଣ୍ଟରନେଟ୍‌ ସେନ୍‌ସେଶନ୍‌ ବିବେକ ପାଙ୍ଗେନି; ଶୁଖୁନି ପତ୍ନୀ ଶ୍ରୀଜାନାଙ୍କ ଆଖିର ଲୁହ

ନୂଆଦିଲ୍ଲୀ: ନିଷ୍ଠୁର ହୋଇଗଲେ ଭଗବାନ। ଦୀର୍ଘଦିନ ଧରି କ୍ୟାନ୍‌ସର ସହ ଲଢ଼ୁଥିବା ଇଣ୍ଟରନେଟ୍‌ ସେନ୍‌ସେଶନ ବିବେକ ପାଙ୍ଗେନି ଶେଷରେ ନିରବି ଗଲେ। ଦୁଇ ବର୍ଷ ଧରି...

ଶନିବାର ଲମ୍ବା ହେବ ରାତି, ମହାକାଶରେ ଦେଖାଯିବ…

ନୂଆଦିଲ୍ଲୀ,୧୯।୧୨: ସରିବାକୁ ଆସିଲାଣି ବର୍ଷ ୨୦୨୪। ତେବେ ବର୍ଷକ ୩୬୫ ଦିନରୁ ଏପରି ଏକ ଦିନ ଆସେ ଯେଉଁ ଦିନଟି ବର୍ଷର ଦିନ ସବୁଠୁ ଛୋଟ...

ଜନ୍ମ ନେଲା ବାଇଗଣୀ ରଙ୍ଗର ଶିଶୁ, ସର୍ଜରୀରେ ଖର୍ଚ୍ଚ ହେଲା ୪୨ କୋଟି

ଲସ ଆଞ୍ଜେଲସ,୧୯।୧୨: ପିଲାଟିଏ ଜନ୍ମ ହେଲେ ସୁଖର କୌଣସି ସୀମା ନନ ଥାଏ। ଲସ ଆଞ୍ଜେଲ୍ସର ବାସିନ୍ଦା ଆଣ୍ଡାଲୁସିଆ ମେସା ମଧ୍ୟ ତାଙ୍କର ପ୍ରସବକୁ ନେଇ...

‘ଏକତା ହିଁ ସର୍ବୋପରି’

ଦେଶର ବିକାଶରେ ପ୍ରତିଟି ନାଗରିକଙ୍କ ଗୁରୁତ୍ତ୍ୱପୂର୍ଣ୍ଣ ଯୋଗଦାନ ରହିଥାଏ। ବିଭିନ୍ନ ସମ୍ପ୍ରଦାୟ ମଧ୍ୟରେ ସଦ୍‌ ଭାବ ଏବଂ ଭାଇଚାରା ଦ୍ବାରା ଦେଶର ଏକତା ବୃଦ୍ଧି ହୋଇଥାଏ।...

୨୦୨୫ ରେ ଏହି ରାଶିର ବଢିବ ଆୟ, ଜାଣନ୍ତୁ କେତେ ଶୁଭ ରହିବ

ନୂଆ ବର୍ଷ ୨୦୨୫ ଆରମ୍ଭ ହେବାକୁ ଆଉ କିଛିଦିନ ବାକି ଅଛି। ଆସନ୍ତୁ ଜାଣିବା ୨୦୨୫ରେ ଆୟ, ବ୍ୟାପାର, କ୍ୟାରିୟର, ବୈବାହିକ ଜୀବନ ଏବଂ ସ୍ୱାସ୍ଥ୍ୟ...

ଶତାୟୁ ମହିଳାଙ୍କ ୭ ମହାଦେଶ ଭ୍ରମଣ

ସିଡ୍‌ନୀ: ଯଦି ମନରେ ଉତ୍ସାହ ଏବଂ ଉଦ୍ଦୀପନା ଥାଏ ତେବେ କୌଣସି ମଧ୍ୟ ଲକ୍ଷ୍ୟକୁ ଅତି ସହଜରେ ପୂରଣ କରାଯାଇପାରିବ। ୧୦୨ ବର୍ଷୀୟା ଡୋରୋଥୀ ସ୍ମିଥ୍‌ଙ୍କ...

୨୦୨୪ରେ ଗୁଗଲରେ ଭାରତ ବିଷୟରେ ଏସବୁ ସର୍ଚ୍ଚ କରିଛନ୍ତି ପାକିସ୍ତାନୀ, ଲିଷ୍ଟ ଦେଖିଲେ ଉଡିବ ହୋଶ୍‌

ନୂଆଦିଲ୍ଲୀ,୧୨।୧୨: ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ପାକିସ୍ତାନ ଯିବାକୁ ଭାରତୀୟ କ୍ରିକେଟ ଦଳ ମନା କରିଦେଇଛି। ଏହାର ପ୍ରଭାବ ଦୁଇ ଦେଶ ମଧ୍ୟରେ ଥିବା ସମ୍ପର୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri