Posted inଫୁରସତ

ପ୍ରଥମ ଥର ପାଇଁ ମା’ଙ୍କୁ ଏଟିଏମ୍‌ରୁ ଟଙ୍କା ବାହାର କରିବା ଶିଖାଇଲେ ଝିଅ, ଦୃଶ୍ୟ ଦେଖି ଆଖିରେ ଆସୁଛି ଲୁହ-Video

ଆଜିକାଲିର ସମାଜକୁ ଦେଖିଲେ ଏଭଳି କହିବା ଠିକ ହେବ ଯେ ଆମମାନଙ୍କର ମା’ ହେଉଛନ୍ତି ଅନ୍ତିମ ଜେନେରେଶନ୍‌, ଯାହାଙ୍କୁ ମୋବାଇଲ ଏବଂ ଅନ୍ୟ ଆଧୁନିକ ଉପକରଣ ଚଳାଇ ଆସେନା। ଏହାର ଅନେକ ଭିଡିଓ ଏବଂ ପ୍ରମାଣ ଆପଣ ଦେଖିପାରନ୍ତି। ଆଜି ଆମେ ଆପଣଙ୍କ ପାଇଁ ଏଭଳି ଏକ ଭାବବିହ୍ବଳ କଲା ଭଳି ଭିଡିଓ ନେଇ ଆସିଛୁ, ଯେଉଁଥିରେ ଜଣେ ମହିଳା ପ୍ରଥମ ଥର ପାଇଁ ଟଙ୍କା ବାହାର କରି ଖୁସିରେ ଆତ୍ମହରା ହେଉଥିବା ଦେଖାଯାଉଛି।
ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓରେ ଜଣେ ପାକିସ୍ତାନୀ ଯୁବତୀ ନିଜ ମା’ଙ୍କୁ ଏଟିଏମରେ ଟଙ୍କା ବାହାର କରିବା ଶିଖାଉଛନ୍ତି। ଟଙ୍କା ବାହାରିବା ପରେ ଯେତେବେଳେ ମହିଳା ତାକୁ ଗଣନ୍ତି, ବେଶ ଖୁସି ହୋଇଯାଆନ୍ତି। ଏହି ଦୃଶ୍ୟ ବେଶ ଭାବବିହ୍ବଳ କରୁଛି। କାରଣ ମଧ୍ୟବିତ୍ତ ପରିବାରର ମା’ଙ୍କ ପାଇଁ ଏହା ବଡ଼ କଥା ବୋଲି ଅନେକେ କହୁଛନ୍ତି।
ଇନଷ୍ଟାଗ୍ରାମରେ ଭିଡିଓକୁ ଦେଖି ଅନେକେ ନିଜର ପ୍ରତିକ୍ରିୟା ଦେଉଛନ୍ତି। ଏହି ଦୃଶ୍ୟ ଦେଖି ନିଜ ମା’ଙ୍କ କଥା ମନେ ପଡ଼ି ଯାଇଥିବା ଅନେକ କହୁଛନ୍ତି।
ଦେଖନ୍ତୁ ଭିଡିଓ:

 

View this post on Instagram

 

A post shared by Bubbly And Ammi (@madiha.rajpoot2)


Enter your email to get our daily news in your inbox.

All Right Reserved By Dharitri.Com

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri