କେବଳ ଏହି କାରଣ ପାଇଁ ଝିଅର ନାମ ‘ଭାମିକା’ ରଖିଲେ ବିରୁଷ୍କା

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ୨୦୨୧ ଜାନୁୟାରୀ ୧୧ରେ ଏକ କନ୍ୟା ସନ୍ତାନ ଜନ୍ମ ହୋଇଥିଲା। ତେବେ ବିରାଟ ଏବଂ ଅନୁଷ୍କା ଶର୍ମାଙ୍କ ଝିଅ ଜନ୍ମ ହେବା ଦିନଠାରୁ ପ୍ରଶଂସକମାନେ ତାଙ୍କୁ ଦେଖିବାକୁ ଉତ୍ସାହିତ ଥିଲେ। ବର୍ତ୍ତମାନ ଉଭୟ ନିଜ ପ୍ରଶଂସକଙ୍କ ଏହି ଇଚ୍ଛା ପୂରଣ କରିଛନ୍ତି। ସେମାନେ ତାଙ୍କ ଝିଅର ପ୍ରଥମ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଯାହା ତାଙ୍କ ପ୍ରଶଂସକଙ୍କ ଖୁବ୍‌ ପସନ୍ଦ କରିଛନ୍ତି। ଏହା ସହିତ ଉଭୟ ମଧ୍ୟ ତାଙ୍କ ଝିଅର ନାମ ପ୍ରକାଶ କରିଛନ୍ତି।

ସେମାନେ ଝିଅର ପ୍ରଥମ ଫଟୋ ଶେୟାର କରିବାବେଳେ କହିଛନ୍ତି ଯେ, ତାଙ୍କ ପ୍ରଥମ ସନ୍ତାନର ନାମ ହେଉଛି ‘ଭାମିକା’। ତେବେ ଝିଅର ନାମକୁ ନେଇ ସୋସିଆଲ ମିଡିଆରେ ବହୁତ ଚର୍ଚ୍ଚା ହେଉଛି। ସମସ୍ତେ ଜାଣିବାକୁ ଚାହୁଁଛନ୍ତି ଉଭୟ ଝିଅର ନାମ ଏପରି କାହିଁକି ରଖିଛନ୍ତି। ଏହି ନାମର ଅର୍ଥ କ’ଣ? ବାସ୍ତବରେ ବିରାଟ-ଅନୁଷ୍କାଙ୍କ ପ୍ରଶଂସକମାନେ ତାଙ୍କୁ ସ୍ନେହରେ ‘ବିରୁଷ୍କା’ ବୋଲି ଡାକନ୍ତି। ଏପରି ପରିସ୍ଥିତିରେ, ପ୍ରଶଂସକମାନେ ଅନୁମାନ କରୁଥିଲେ ଯେ ଉଭୟ ଝିଅର ନାମ ସେହିଭଳି କିଛି ରଖିବେ। କିନ୍ତୁ, ସେମାନେ ଝିଅର ନାମ ‘ଭାମିକା’ ବାଛିଛନ୍ତି।
ଏହି ନାମର ଅର୍ଥ ଦେବୀ ଦୁର୍ଗାଙ୍କ ସହ ଜଡିତ। ବାସ୍ତବରେ, ‘ଭାମିକା’ ଦେବୀ ଦୁର୍ଗାଙ୍କର ଏକ ବିଶେଷଣ। ଯାହା ତାଙ୍କ ବାମ ପାର୍ଶ୍ୱରେ ଅବସ୍ଥିତ ଯଥା ଭଗବାନ ଶିବ। ଭାମିକାଙ୍କ ମତ ହେଉଛି ଶିବ। ଭାମିକାର ଅର୍ଥ ବ୍ୟକ୍ତିର ସ୍ବଭାବ ସହିତ ଜଡିତ । ତେବେ, ଏହି ନାମରେ ବିରାଟ-ଅନୁଷ୍କାଙ୍କ ନାମ ମଧ୍ୟ କୌଣସି ପ୍ରକାର ଜଡ଼ିତ। ବିରାଟଙ୍କ ‘ଭି’ ଏବଂ ଅନୁଷ୍କାଙ୍କ ‘କାରୁ ‘ଭାମିକା’।


Enter your email to get our daily news in your inbox.

All Right Reserved By Dharitri.Com

୯୭ ବର୍ଷର ରେକର୍ଡ ଭାଙ୍ଗିଲା: ଚେସ୍‌ ଅଲିମ୍ପିଆଡ୍‌ରେ ଭାରତ କଲା ଏମିତି କାରନାମା

ନୂଆଦିଲ୍ଲୀ,୨୩।୯: ଚେସ ଅଲିମ୍ପିଆଡ଼ରେ ଭାରତ ଇତିହାସ ସୃଷ୍ଟି କରିଛି। ୯୭ ବର୍ଷରେ ଯାହା ଘଟି ନ ଥିଲା, ଡି ଗୁକେଶ ଏବଂ ଅର୍ଜୁନ ଏରିଗାଇସିଙ୍କୁ ଭାରତ...

୩୪ ଟେଷ୍ଟ ଖେଳି ମହାନ….ଧୋନୀ-ପନ୍ତଙ୍କ ମଧ୍ୟରେ ତୁଳନା ହେବାରୁ ଦୀନେଶ କାର୍ତ୍ତିକ କହିଦେଲେ ମନର କଥା

ନୂଆଦିଲ୍ଲୀ,୨୩।୯: କାର ଦୁର୍ଘଟଣା ପରେ ରିଷଭ ପନ୍ତ ଟେଷ୍ଟ ଫର୍ମାଟରେ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ଚେନ୍ନାଇରେ ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ଟେଷ୍ଟ ମାଧ୍ୟମରେ ସେ ଫେରିବା...

ଛାଡପତ୍ର ଖବର ମଧ୍ୟରେ ଐଶ୍ୱର୍ଯ୍ୟା କରିଲେ ଏମିତି କାମ, ହେଉଛି ଭାଇରାଲ

ମୁମ୍ବାଇ: ବ୍ୟକ୍ତିଗତ ଜୀବନକୁ ନେଇ ଐଶ୍ୱର୍ଯ୍ୟା ରାୟ ଆଜିକାଲି ହେଡଲାଇନରେ ଅଛନ୍ତି। ତାଙ୍କ ସହ ଅଭିଷେକ ବଚ୍ଚନଙ୍କ ମଧ୍ୟରେ ଅନେକ ମାସ ଧରି ବିବାଦ ଲାଗି...

କୋହଲି-ରୋହିତ ନୁହେଁ, ଚଳିତବର୍ଷ ଏହି ଭାରତୀୟ ବ୍ୟାଟ୍ସମ୍ୟାନ୍‌ କରିଛନ୍ତି ସର୍ବାଧିକ ରନ୍‌: ଟପ୍‌ ୩ରେ ଅଛନ୍ତି…

ନୂଆଦିଲ୍ଲୀ,୨୩।୯: ଚେନ୍ନାଇ ଟେଷ୍ଟରେ ବାଂଲାଦେଶ ବିପକ୍ଷ ପ୍ରଥମ ଇନିଂସରେ ଯଶସ୍ବୀ ଜୟସ୍ବାଲ ୫୬ ରନ ସ୍କୋର କରିଥିଲେ। ଦ୍ୱିତୀୟ ଇନିଂସରେ ସେ ୧୦ ରନ ସ୍କୋର...

ବିରାଟ କୋହଲିଙ୍କ ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୨୩।୯: କ୍ରିକେଟ ଖେଳ ବହୁ ବର୍ଷ ପୁରୁଣା। ସମୟ ସହିତ ଖେଳ କ୍ରମାଗତ ଭାବରେ ନିଜକୁ ଉନ୍ନତ କରିଆସୁଛି। ଆଜିର ବ୍ୟାଟ୍ସମ୍ୟାନଙ୍କ ତୁଳନାରେ ଆଜିର ବ୍ୟାଟ୍ସମ୍ୟାନ୍‌ମାନେ...

ଓସ୍କାର ରେସ୍‌ରେ ‘ଲାପ୍‌ତାଲେଡିଜ୍‌’

ମୁମ୍ବାଇ,୨୩ା୯: ଓସ୍କାର ରେସ୍‌ରେ ହିନ୍ଦୀ ଫିଲ୍ମ ‘ଲାପ୍‌ତାଲେଡିଜ୍‌’। କିରଣ ରାଓଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ଥିଏଟର୍‌ ଏବଂ ଓଟିଟିରେ ବେଶ୍‌ ପ୍ରଶଂସା ସାଉଁଟିଥିଲା। ଆଉ ଏବେ...

୬ ବର୍ଷ ପରେ ପୁଣି ଜାହ୍ନବୀ, ଇଶାନଙ୍କ ଯୋଡ଼ି

ମୁମ୍ବାଇ: ଅଭିନେତ୍ରୀ ଜାହ୍ନବୀ କପୁର ଓ ଅଭିନେତା ଇଶାନ ଖଟ୍ଟର ଶେଷ ଥର ପାଇଁ ୨୦୧୮ରେ ଫିଲ୍ମ ନିର୍ମାତା କରଣ ଜୋହରଙ୍କ ‘ଧଡକ୍‌’ ଫିଲ୍ମରେ ନଜରକୁ ଆସିଥିଲେ।...

ସିନେ ଜଗତର ପ୍ରଥମ ଅଭିନେତା ଭାବେ ଚିରଞ୍ଜୀବୀଙ୍କୁ ଗିନିଜ ୱାଲର୍‌ଡ ରେକର୍ଡ

ହାଇଦ୍ରାବାଦ,୨୨।୯: ତେଲୁଗୁ ଫିଲ୍ମ ଜଗତରେ ମେଗାଷ୍ଟାର ଭାବେ ଚିରଞ୍ଜୀବୀ ପରିଚିତ। ସିନେ ଜଗତର ପ୍ରଥମ ଅଭିନେତା ଭାବେ ସେ ନିଜର ନୃତ୍ୟ ଦକ୍ଷତା ପାଇଁ ଗିନିଜ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri