Posted inଖେଳ

କୋହଲିଙ୍କୁ ବଡ଼ ଉପହାର ଦେଲା ବିସିସିଆଇ

ନୂଆଦିଲ୍ଲୀ,୧।୩: ଭାରତ-ଶ୍ରୀଲଙ୍କା ମଧ୍ୟରେ ଦୁଇ ଟେଷ୍ଟ ମ୍ୟାଚ୍‌ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ମୋହାଲିରେ ଖେଳାଯିବ। ଏହି ମ୍ୟାଚ୍‌ରେ ରୋହିତ ଶର୍ମା ପ୍ରଥମ ଥର ପାଇଁ ଟେଷ୍ଟ ଅଧିନାୟକ ପଦ ନିର୍ବାହ କରିବେ। ସେହିଭଳି ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ଏହା ୧୦୦ତମ ଟେଷ୍ଟ ମ୍ୟାଚ୍‌ ହେବ। ମ୍ୟାଚ୍‌ର ସ୍ବତନ୍ତ୍ରତାକୁ ଦୃଷ୍ଟିରେ ରଖି ବିସିସିଆଇ ଏବେ ବଡ଼ ନିଷ୍ପତ୍ତି ନେଇଛି।

ବିରାଟଙ୍କୁ ଉପହାର ଦେବାକୁ ଯାଇ ବିସିସିଆଇ ମୋହାଲି ଟେଷ୍ଟରେ ୫୦% ଦର୍ଶକଙ୍କ ଉପସ୍ଥିତିକୁ ଅନୁମତି ଦେଇଛି। ଫଳରେ ଦର୍ଶକମାନେ ତାଙ୍କର ଏହି ଟେଷ୍ଟ ମ୍ୟାଚ୍‌କୁ ଆଖିରେ ଦେଖିପାରିବେ।

କହିରଖୁଛୁ, ଜଣେ ସୁପରଷ୍ଟାର ବ୍ୟାଟ୍ସମ୍ୟାନ ଭାବେ କୋହଲି ପରିଚିତ। ସଚିନ ତେନ୍ଦୁଲକରଙ୍କ ପରେ ସେ ସବୁଠାରୁ ଅଧିକ ୭୧ ଶତକ ମାରିଛନ୍ତି। ଏଣୁ ନିଜର ୧୦୦ତମ ଟେଷ୍ଟ ମ୍ୟାଚ୍‌ରେ ପୁଣି ଥରେ ବିରାଟଙ୍କୁ ଫର୍ମରେ ଦେଖିବାକୁ ଅପେକ୍ଷା କରି ରହିଛନ୍ତି ପ୍ରଶଂସକ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ପାହାଡ଼ରେ ମରି ପଡ଼ିଛନ୍ତି ୫ ଠେକୁଆ

ରାୟଗଡ଼ା,୨୩ା୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସଦରମହକୁମାସ୍ଥିତ ପ୍ରେମ ପାହାଡ଼ରେ ବୁଧବାର ସମୟରେ ୫ଟି ଠେକୁଆ ମରିପଡ଼ିଥିବା ଦେଖିବାକୁ ମଳିଥିଲା। ତେବେ ପ୍ରେମ ପାହାଡ଼ରେ କେବେ ଠେକୁଆଙ୍କୁ...

ପୋଖରୀରେ ବୁଡ଼ିଗଲେ ୨ ଦିବ୍ୟାଙ୍ଗ ଯୁବତୀ

ଶେରଗଡ଼/ହିଞ୍ଜିଳିକାଟୁ,୨୩।୪(ସୂର୍ଯ୍ୟନାରାୟଣ ଦାଶ/ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ହିଞ୍ଜିଳି ଥାନା ନରେନ୍ଦ୍ରପୁର ଗ୍ରାମ ପୋଖରୀରେ ବୁଡ଼ି ବୁଧବାର ୨ ଦିବ୍ୟାଙ୍ଗ ଯୁବତୀଙ୍କ ମୃତ୍ୟୁ ଘଟିଛି।...

ଖେମୁଣ୍ଡି କଲେଜ ଛାତ୍ରୀଛାତ୍ରଙ୍କ ସଫଳତା, ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ଶୀତଲ-ପୁଷ୍ପାଞ୍ଜଳି

ଦିଗପହଣ୍ଡି,୨୩ା୪(ଅଶେଷ ନାଥ ମିଶ୍ର): ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ସ୍ନାତକ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ବିଭିନ୍ନ ବିଭାଗରେ ଖେମୁଣ୍ଡି କଲେଜର ୧୨ ଜଣ ଛାତ୍ରୀଛାତ୍ର ବିଶବିଦ୍ୟାଳୟର...

ଗଞ୍ଜେଇ ଗାଡ଼ି ଛାଡ଼ି ଚାଳକ ଚମ୍ପଟ

ଦାରିଙ୍ଗବାଡ଼ି,୨୩ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସକୁ ମିଳିଛି ବଡ଼ ସଫଳତା, ଗଞ୍ଜେଇ ଭର୍ତ୍ତି ମିନିଟ୍ରକକୁ ପୋଲିସ ଜବତ କରିଛି। ୨୭୦ କେଜି ଗଞ୍ଜେଇ ଜବତ...

ପହଲଗାମ୍‌ ଶହୀଦଙ୍କ ସ୍ମୃତିରେ କ୍ୟାଣ୍ଡେଲ ଶୋଭାଯାତ୍ରା

ଭଞ୍ଜନଗର,୨୩ା୪(ବାବୁଲା ପ୍ରଧାନ): ଜମ୍ମୁ-କଶ୍ମୀରର ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣରେ ଅନେକ ପର୍ଯ୍ୟଟକ ଶହୀଦ ହୋଇଛନ୍ତି। ଏଥିସହ ଅନେକ ଆହତ ହୋଇ ଏବେ ବି ମେଡିକାଲ ରେ ଚିକିତ୍ସିତ...

BCCIର ବଡ଼ ନିଷ୍ପତ୍ତି: ଚିୟର ଗର୍ଲ, ଆତସବାଜୀ ବିନା ହେବ ଆଜିର IPL ମ୍ୟାଚ

ନୂଆଦିଲ୍ଲୀ,୨୩।୪: SRH Vs MI ଖେଳାଳିଙ୍କ ହାତରେ କଳା ପଟି। IPL ୨୦୨୫ର ୪୧ତମ ମ୍ୟାଚ ଆଜି ଅର୍ଥାତ୍‌ ୨୩ ଏପ୍ରିଲରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ...

ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି ପାଗଳ ମାଙ୍କଡ଼, ଧରିବା ପାଇଁ ନାମେଦମ୍‌ ହେଲାଣି ବନ ବିଭାଗ

ଗଞ୍ଜାମ,୨୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ମାଙ୍କଡ଼ ଆତଙ୍କରେ ଲୋକେ ଅତିଷ୍ଠ ହୋଇ ପଡ଼ିଲେଣି । ଗତକାଲି ଏକ ପାତି ମାଙ୍କଡ଼ କାମୁ...

Pahalgam Terror Attack Update: ଘାଟିରୁ ଅଟକ ହେଲେଣି ୧୫ଶହରୁ ଅଧିକ

ଶ୍ରୀନଗର,୨୩।୪: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ସୁରକ୍ଷା ବାହିନୀ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛନ୍ତି। ସୁରକ୍ଷା ବାହିନୀ ଘାଟିରୁ ୧୫୦୦ରୁ ଅଧିକ ଲୋକଙ୍କୁ ଅଟକ ରଖିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image