ଅସହାୟ ଲୋକଙ୍କ ପାଇଁ ବିରୁଷ୍କାଙ୍କ ନୂଆ ପଦକ୍ଷେପ

ଭାରତୀୟ କ୍ରିକେଟ ପୂର୍ବତନ ଅଧିନାୟକ ବିରାଟ କୋହଲି ଏବଂ ଅଭିନେତ୍ରୀ ଅନୁଷ୍କା ଶର୍ମା ସାମାଜିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିଛନ୍ତି। ସେ ‘ସେବା’ର ଶୁଭାରମ୍ଭ କରିଛନ୍ତି। ଏହା ମାଧ୍ୟମରେ ଏହି ଦମ୍ପତି ଅସହାୟ ଲୋକଙ୍କୁ ସାହାଯ୍ୟ କରିବେ। ଏଥିପାଇଁ ବିରାଟ କୋହଲି ଏବଂ ଅନୁଷ୍କା ନିଜ ନିଜ ଦାତବ୍ୟ ଅନୁଷ୍ଠାକୁ ମିଶ୍ରଣ କରିଛନ୍ତି। ପୂର୍ବରୁ ଦୁହେଁ ବିଭିନ୍ନ ସଂଗଠନ ମାଧ୍ୟମରେ ଲୋକଙ୍କୁ ସାହାଯ୍ୟ କରୁଥିଲେ।
ବିରାଟ ଏବଂ ଅନୁଷ୍କାଙ୍କ ନୂତନ ସଂସ୍ଥାର ନାମ ରଖିଛନ୍ତି ‘ସେବା’। ଅନୁଷ୍କା ଏବଂ ବିରାଟ ମିଳିତ ବିବୃତ୍ତି ଜାରି କରି କହିଛନ୍ତି, ଖଲିଲ ଜିବ୍ରାନଙ୍କ ଭାଷାରେ ଜୀବନ ପ୍ରକୃତରେ ଜୀବନ ଦେଇଥାଏ – ଆମେ ନିଜକୁ ଦାତା ବୋଲି ଭାବୁ, ଏହା କେବଳ ଏକ ସାକ୍ଷୀ। ଏହି ଭାବନାକୁ ଧ୍ୟାନରେ ରଖି ‘ସେବା’ ଏହା ମାଧ୍ୟମରେ ଆମେ କାର୍ଯ୍ୟ କରିବାକୁ ନିଷ୍ପତ୍ତି ନେଇଛୁ। ଅଧିକରୁ ଅଧିକ ଲୋକଙ୍କ ନିକଟରେ ପହଞ୍ଚିବାର ଲକ୍ଷ୍ୟ ସହିତ ‘ସେବା’ର କାର୍ଯ୍ୟ କୌଣସି ନିର୍ଦ୍ଦିଷ୍ଟ ପ୍ରସଙ୍ଗରେ ସୀମିତ ରହିବ ନାହିଁ। କାରଣ ଏହା ସାମାଜିକ ମଙ୍ଗଳ ତଥା ମାନବିକତା ପାଇଁ କାର୍ଯ୍ୟ ଜାରି ରଖିବ, ଯାହା ଏହି ସମୟରେ ବହୁତ ଆବଶ୍ୟକ।
ବିରାଟ କୋହଲି କ୍ରୀଡ଼ାର ଉନ୍ନତି ପାଇଁ ଛାତ୍ରବୃତ୍ତି ପ୍ରଦାନ ଜାରି ରଖିବେ। ଅନୁଷ୍କା ଶର୍ମା ପଶୁମାନଙ୍କ କଲ୍ୟାଣ ସହ ଜଡିତ କାର୍ଯ୍ୟରେ ସକ୍ରିୟ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ମେଲ୍‌ବୋର୍ନ ଟେଷ୍ଟ: ଅଷ୍ଟ୍ରେଲିଆ ୩୩୩ ରନରେ ଅଗ୍ରଣୀ

ମେଲବୋର୍ନ, ୨୯।୧୨: ଅସମାପ୍ତ ଦଶମ ଉଇକେଟ ଯୋଡ଼ିରେ ନାଥାନ ଲିୟନ ଓ ସ୍କଟ ବୋଲାଣ୍ଡଙ୍କ ଅର୍ଦ୍ଧଶତକୀୟ ଭାଗୀଦାରି ବଳରେ ଅଷ୍ଟ୍ରେଲିଆ ମେଲବୋର୍ନ କ୍ରିକେଟ ଟେଷ୍ଟରେ ଭାରତ...

ବିଶ୍ୱ ରାପିଡ ଚେସ୍‌: ହମ୍ପି ଚାମ୍ପିୟନ

ନ୍ୟୁୟର୍କ, ୨୯।୧୨ (ପି.ଟି.): ଭାରତୀୟ ଗ୍ରାଣ୍ଡମାଷ୍ଟର କୋନେରୁ ହମ୍ପି ଫିଡେ ମହିଳା ବିଶ୍ୱ ରାପିଡ ଚେସ୍‌ ଚାମ୍ପିୟନ ହୋଇଛନ୍ତି। ଅନ୍ତିମ ରାଉଣ୍ଡରେ ଇଣ୍ଡୋନେସିଆର ଇନେନେ ସୁକାନ୍ଦରଙ୍କୁ...

ଆଶ୍ଚର୍ଯ୍ୟ ହେଲେ ପ୍ରଶଂସକ: ବିରାଟଙ୍କ ଗୋଡ଼ରେ ରହିଛି ୬…

ନୂଆଦିଲ୍ଲୀ, ୨୯।୧୨: ଭାରତୀୟ କ୍ରିକେଟ ଦଳର ଉଦୟମାନ କ୍ରିକେଟର ନୀତିଶ କୁମାର ରେଡ୍ଡୀ ତାଙ୍କ ଖେଳ ଜୀବନର ପ୍ରଥମ ଟେଷ୍ଟ ଶତକ ମେଲବର୍ଣ୍ଣ ଗ୍ରାଉଣ୍ଡରେ ଚାଲିଥିବା...

ପାକିସ୍ତାନକୁ ହରାଇ ବିଶ୍ୱ ଟେଷ୍ଟ ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ, ୨୯।୧୨: ଚମତ୍କାର ପ୍ରଦର୍ଶନ କରି ବିଶ୍ୱ ଟେଷ୍ଟ ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ପ୍ରବେଶ କରିଛି ଦକ୍ଷିଣ ଆଫ୍ରିକା। ଟ୍ୱେମ୍ବା ଭୁଭାମାଙ୍କ ନେତୃତ୍ୱରେ ଦକ୍ଷିଣ ଆଫ୍ରିକା...

OCA ସଭାପତି ପଦରୁ ଇସ୍ତଫା ଦେଲେ ବବି ଦାସ

କଟକ,୨୯।୧୨: ଓଡ଼ିଶା କ୍ରିକେଟ ଆସୋସିଏସନ(ଓସିଏ) ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ବିଜେଡିର ବରିଷ୍ଠ ରାଜନେତା ପ୍ରଣବ ପ୍ରକାଶ ଦାସ(ବବି)। ଏନେଇ ସୂଚନା ଦେଇଛନ୍ତି ସମ୍ପାଦକ ସଞ୍ଜୟ...

ହୃଦୟ ଜିତିବ ୩୫ ସେକେଣ୍ଡର ଭିଡିଓ, ସୁନିଲ ଗାଭାସ୍କରଙ୍କୁ ବିଶେଷ ସମ୍ମାନ ଦେଲେ ନୀତୀଶ ରେଡ୍ଡୀଙ୍କ ପିତା

ନୂଆଦିଲ୍ଲୀ,୨୯।୧୨: ଅଷ୍ଟ୍ରେଲିଆ ସହ ଖେଳାଯାଉଥିବା ମେଲବୋର୍ନ ଟେଷ୍ଟ ମ୍ୟାଚରେ ଶତକ ହାସଲ କରି ନୀତୀଶ କୁମାର ରେଡ୍ଡୀ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ତାଙ୍କ ଶତକ ସମଗ୍ର...

ବିସ୍ଫୋରକ ବୋଲିଂ ସହ ବିଶ୍ୱ ରେକର୍ଡ, ୧୪୮ ବର୍ଷର ଟେଷ୍ଟ ରେକର୍ଡ ବଦଳାଇ ଦେଲେ ବୁମରା

ନୂଆଦିଲ୍ଲୀ,୨୯।୧୨: ଭାରତୀୟ କ୍ରିକେଟ ଦଳର ସୁପରଷ୍ଟାର ବୋଲର ଜସପ୍ରୀତ ବୁମରା ଇତିହାସ ସୃଷ୍ଟି କରିଛନ୍ତି। ସେ ଟେଷ୍ଟ କ୍ରିକେଟରେ ଡବଲ ସେଞ୍ଚୁରି ହାସଲ କରିଛନ୍ତି। ଦ୍ୱିତୀୟ...

ରିଲିଜ ପୂର୍ବରୁ ଚର୍ଚ୍ଚାରେ ବର୍ଷାଙ୍କ ଫିଲ୍ମ ‘ଓ୍ବାଇଫ୍‌’; ଅନୁଭବଙ୍କ ସହ ସମ୍ପର୍କକୁ…

ଭୁବନେଶ୍ୱର,୨୮।୧୨: ପୁଣି ଚର୍ଚ୍ଚାରେ ଓଲଉଡ୍‌ର ଅନ୍ୟତମ ସୁପରହିଟ୍‌ ଯୋଡ଼ି ଅନୁଭବ ମହାନ୍ତି ଏବଂ ବର୍ଷା ପ୍ରିୟଦର୍ଶନୀ। ଗୋଟିଏ ପଟେ ଅନୁଭବଙ୍କ ଜୀବନକୁ ନେଇ ଦିଲ୍ଲୀର ଖବରଦାତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri