ବାହାନଗା ଟ୍ରେନ୍‌ ଦୁର୍ଘଟଣା: ଶୋକବ୍ୟକ୍ତ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୩।୬:ବାହାନଗା ଟ୍ରେନ୍‌ଦୁର୍ଘଟଣା ନେଇ ଶୋକ ପ୍ରକାଶ କଲେ ବିରାଟ କୋହଲି। ଟେ ଟ୍ବିଟ୍‌ କରି କହିଛନ୍ତି, ଓଡିଶାରେ ହୋଇଥିବା ଟ୍ରେନ୍‌ ଦୁର୍ଘଟଣାକୁ ନେଇ ମୁଁ ଦୁଃଖିତ। ଟ୍ରେନ୍‌ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରିୟଜନଙ୍କ ପରିବାରକୁ ସମବେଦନା ଜଣାଉଛି। ଆହତଙ୍କ ଆଶୁଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

‘ହିନ୍ଦୁଙ୍କ ସୁରକ୍ଷା ସୁନିଶ୍ଚିତ କର’, ବାଂଲାଦେଶକୁ ଭାରତ ସରକାରଙ୍କ ଦାବି

ନୂଆଦିଲ୍ଲୀ, ୨୬।୧୧: ବାଂଲାଦେଶରେ ହିନ୍ଦୁ ସନ୍ଥ ଚିନ୍ମୟ କୃଷ୍ଣ ଦାସଙ୍କ ଗିରଫଦାରିକୁ ନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ଏକ ବୟାନ ଜାରି କରାଯାଇଛି। ଚିନ୍ମୟ...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ କଲେ ରାହୁଲ ଗାନ୍ଧୀ-BJP ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୨୬।୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଭାଜପା ପକ୍ଷରୁ ଏକ ଭିଡିଓ ଶେୟାର କରି ଏନେଇ ଅଭିଯୋଗ କରାଯାଇଛି।...

ଆଇପିଏଲ୍‌ ୨୦୨୫ ଖେଳିପାରିବେ ପୃଥ୍ବୀ? କରିବାକୁ ହେବ ଏହି କାମ…

ନୂଆଦିଲ୍ଲୀ,୨୬।୧୧: ଦିନ ଥିଲା କ୍ରିକେଟର ପୃଥ୍ବୀ ଶ’ଙ୍କ ତୁଳନା ସଚିନ ତେନ୍ଦୁଲକର-ବିରେନ୍ଦ୍ର ସେହ୍ବାଗଙ୍କ ସହ କରାଯାଉଥିଲା। ଲୋକେ ତାଙ୍କ ଖେଳରେ ବ୍ରାଏନ ଲାରାଙ୍କୁ ଦେଖୁଥିଲେ। ହେଲେ...

ଗୁଳି ମାରିବାକୁ ନିର୍ଦ୍ଦେଶ ଦେଲେ PCB ଅଧ୍ୟକ୍ଷ, ପାକିସ୍ତାନରେ ବଢ଼ିଲା ଉତ୍ତେଜନା; ଚାମ୍ପିଅନ୍ସ ଟ୍ରଫି ଉପରେ କଳା ବାଦଲ

ଇସଲାମାବାଦ,୨୬।୧୧: ଆସନ୍ତା ବର୍ଷ ପାକିସ୍ତାନରେ ଚାମ୍ପିୟନ୍ସ ଟ୍ରଫି ଆୟୋଜନ ହେବ। ଏହାକୁ ନେଇ ଅନିଶ୍ଚିତତା ଲାଗି ରହିଛି। ଭାରତ ସରକାର ପାକିସ୍ତାନରେ ସୁରକ୍ଷାକୁ ନେଇ ବିପଦ...

ସରକାରଙ୍କ ବଡ଼ ଘୋଷଣା, ୬୦ବର୍ଷ ବୟସ୍କଙ୍କୁ ପ୍ରତିମାସରେ ମିଳିବ ବାର୍ଦ୍ଧକ୍ୟ ଭତ୍ତା

ନୂଆଦିଲ୍ଲୀ,୨୬।୧୧: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । ବିଶେଷକରି ବରିଷ୍ଠ ଜନସାଧାରଣଙ୍କ ପାଇଁ ସରକାର କରିଛନ୍ତି ବଡ଼ ଘୋଷଣା। ବାର୍ଦ୍ଧକ୍ୟ ଭତ୍ତା ନେଇ ରାଜ୍ୟ ସରକାର...

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ କରିବାକୁ ଆସିଥିଲି’

ନୂଆଦିଲ୍ଲୀ,୨୬।୧୧: ପୁଣି ଥରେ ଝାଡ଼ଖଣ୍ଡରେ ସରକାର ଗଠନ କରିବାକୁ ଯାଉଛନ୍ତି ହେମନ୍ତ ସୋରେନ। ନଭେମ୍ବର ୨୮ରେ ସେ ମୁଖ୍ୟମନ୍ତ୍ରୀ ପଦର ଶପଥ ନେବେ। ଏହା ପୂର୍ବରୁ...

ବାଲଟ ପେପରରେ ନିର୍ବାଚନ ଦାବିକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୧୧: ଇଲେକ୍ଟ୍ରୋନିକ୍ ଭୋଟିଂ ମେସିନ୍ (ଇଭିଏମ୍) ବଦଳରେ ନିର୍ବାଚନରେ ​​ବାଲାଟ ପେପର ବ୍ୟବହାର ଦାବିକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ବିଚାରପତି ବିକ୍ରମ ନାଥ ଏବଂ ପି.ବି...

ରାହୁଲଙ୍କ ପଳାଇବ ନାଗରିକତ୍ୱ! କୋର୍ଟଙ୍କ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬।୧୧: ଅଡୁଆରେ କଂଗ୍ରେସ ଏମପି ଓ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ। ଚାଲି ଯାଇପାରେ ତାଙ୍କର ଭାରତୀୟ ନାଗରିକତା। ଏନେଇ କୋର୍ଟ ବଡ଼ ନିର୍ଦ୍ଦେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri