Posted inଖେଳ

ବିରାଟ କୋହଲି , ରୋହିତ ଶର୍ମାଙ୍କ ମଧ୍ୟରେ କିଏ ଅଧିକ ଧନୀ, ଜାଣନ୍ତୁ ଉଭୟ କିମ୍ବଦନ୍ତୀଙ୍କ ପାଖରେ କେତେ ଟଙ୍କା

ନୂଆଦିଲ୍ଲୀ,୨୭।୮: ଭାରତୀୟ କ୍ରିକେଟରେ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍‌ଙ୍କ ବିଷୟରେ ଯେତେବେଳେ ଆଲୋଚନା ହୁଏ, ସେତେବେଳେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ନାମ ଆଗକୁ ଆସେ। କୋହଲି ଏବଂ ରୋହିତ ଶର୍ମା କେବଳ ବ୍ୟାଟିଂ କ୍ଷେତ୍ରରେ ଶୀର୍ଷରେ ନାହାଁନ୍ତି, ଉଭୟ କିମ୍ବଦନ୍ତୀ ମଧ୍ୟ ଟଙ୍କା ଦୃଷ୍ଟିରୁ କାହାଠାରୁ ପଛରେ ନାହାଁନ୍ତି।
ତେବେ ଆସନ୍ତୁ ଜାଣିବା ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ମଧ୍ୟରେ କିଏ ଅଧିକ ଧନୀ।
ମିଡିଆ ରିପୋର୍ଟ ଅନୁଯାୟୀ, ୨୦୨୪ରେ କିଙ୍ଗ କୋହଲିଙ୍କ ମୋଟ ନିଟ୍‌ ମୂଲ୍ୟ ପ୍ରାୟ ୧୨୭ ନିୟୁତ ଡଲାର ଅର୍ଥାତ୍‌ ଭାରତୀୟ ଟଙ୍କା ଅନୁସାରେ ପ୍ରାୟ ୧୦୬୬ କୋଟି ରହିଛି। ସେହିପରି ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ମୋଟ ସମ୍ପତ୍ତି ପ୍ରାୟ ୨୧୪ କୋଟି ବୋଲି ଜଣାପଡିଛି।

ଦକ୍ଷିଣ ଆଫ୍ରିକା ବିପକ୍ଷ ଫାଇନାଲରେ ବିଶ୍ୱକପ ଜିତିବା ପରେ ଭାରତ ଅଧିନାୟକ ରୋହିତ ଶର୍ମା ଟି -୨୦ ଏବଂ ବିରାଟ କୋହଲି ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଥିଲେ।

ଅବସର ଘୋଷଣା କରି ରୋହିତ କହିଥିଲେ, ସେ ଟେଷ୍ଟ ଏବଂ ଦିନିକିଆ ଫର୍ମାଟରେ ଭାରତ ପାଇଁ ଖେଳିବା ଜାରି ରଖିବେ କିନ୍ତୁ ସ୍ବଳ୍ପ ଫର୍ମାଟରୁ ପଛକୁ ଯାଉଛନ୍ତି। ରୋହିତ ଟି ୨୦ ରେ ଭାରତ ପାଇଁ ସର୍ବାଧିକ ରନ ସ୍କୋରର ଭାବରେ ହାରାହାରି ୩୨.୦୫ ରେ ୧୫୯ ଟି ମ୍ୟାଚରୁ ୪୨୩୧ ରନ ସ୍କୋର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆସିଲା ଆଇପିଏଲ ମେଗା ନିଲାମୀ ତାରିଖ: ଜାଣନ୍ତୁ କେବେ ହେବ ?

ନୂଆଦିଲ୍ଲୀ,୧୮ା୯: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୫ ପାଇଁ ମେଗା ନିଲାମ ଖୁବଶୀଘ୍ର ଅନୁଷ୍ଠିଟି ହେବାକୁ ଯାଉଛି। ନଭେମ୍ବର ଶେଷ କିମ୍ବା ଡିସେମ୍ବର ଆରମ୍ଭରେ ଅନୁଷ୍ଠିତ...

ପଞ୍ଜାବ କିଙ୍ଗ୍ସର ମୁଖ୍ୟ କୋଚ୍‌ ହେଲେ ପଣ୍ଟିଂ

ନୂଆଦିଲ୍ଲୀ,୧୮ା୯: ଆଇପିଏଲ୍‌ ଫ୍ରାଞ୍ଚାଇଜ ପଞ୍ଜାବ କିଙ୍ଗ୍ସର ନୂତନ ମୁଖ୍ୟ କୋଚ୍‌ ଭାବରେ ବୁଧବାର ରିକି ପଣ୍ଟିଂଙ୍କ ନାମ ଘୋଷଣା କରାଯାଇଛି। ଟ୍ରେଭର ବେଲିସ୍‌ଙ୍କ ସ୍ଥାନରେ ପୂର୍ବତନ...

ପୁଣି ମୁହାଁମୁହିଁ ହେଲେ କୋହଲି-ଗମ୍ଭୀର: ଦେଖନ୍ତୁ ଟ୍ରେଲର୍‌…

ନୂଆଦିଲ୍ଲୀ,୧୮।୯: ଭାରତୀୟ ଦଳର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍‌ଙ୍କ ମଧ୍ୟରୁ ବିରାଟ କୋହଲି ଅନ୍ୟତମ। ଗୌତମ ଗମ୍ଭୀର ଟିମ ଇଣ୍ଡିଆର ମୁଖ୍ୟ କୋଚ ଦାୟିତ୍ୱ ତୁଲାଉଛନ୍ତି। ଟିମ ଇଣ୍ଡିଆରେ...

ତେଜସ୍ବୀଙ୍କ ଅଧିନାୟିକତ୍ୱରେ ଖେଳିଛନ୍ତି ବିରାଟ କୋହଲି, ଓଡ଼ିଶା ବିପକ୍ଷରେ…ଜାଣନ୍ତୁ

ନୂଆଦିଲ୍ଲୀ,୧୮।୯: ଭାରତୀୟ ରାଜନେତା ତେଜସ୍ବୀ ଯାଦବ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି , ଟିମ ଇଣ୍ଡିଆର ବର୍ତ୍ତମାନର ଭେଟେରାନ ବ୍ୟାଟ୍ସମ୍ୟାନ ବିରାଟ କୋହଲି...

ଚାଇନାକୁ ହରାଇ ଭାରତ ଏସିଆ ଚାମ୍ପିୟନ

ନୂଆଦିଲ୍ଲୀ,୧୭।୯: ହରମନପ୍ରୀତ ସିଂହଙ୍କ ନେତୃତ୍ୱାଧୀନ ଭାରତୀୟ ହକି ଟିମ୍ ଚାଇନା ମାଟିରେ ଚାଇନାକୁ ପରାସ୍ତ କରି ପଞ୍ଚମ ଥର ଲାଗି ଏସିଆ ଚାମ୍ପିୟନ ହୋଇଛି। ଫାଇନାଲ...

ନୀରଜଙ୍କ ପାଇଁ ହୃଦୟର କଥା କହିଦେଲେ ମନୁ ଭାକର: ମୁଁ ତୁମର…

ନୂଆଦିଲ୍ଲୀ,୧୬।୯: ବ୍ରସେଲ୍ସରେ ଅନୁଷ୍ଠିତ ଡାଏମଣ୍ଡ ଲିଗ୍‌ ଫାଇନାଲରେ ଭାରତର ତାରକା ଜାଭେଲିନ ଖୋଳାଳି ନୀରଜ ଚୋପ୍ରା ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ସେ ଏକ ସେଣ୍ଟିମିଟର...

ଟ୍ରକ୍‌ ଡ୍ରାଇଭରଙ୍କ କଲର୍‌ ଧରିଦେଇଥିଲେ ଗୌତମ ଗମ୍ଭୀର: ବଡ଼ ଖୁଲାସା କଲେ ଆକାଶ ଚୋପ୍ରା

ନୂଆଦିଲ୍ଲୀ,୧୬।୯: ଟ୍ରକ ଡ୍ରାଇଭରଙ୍କ ସହ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ଲଢେଇର ଏକ ମଜାଳିଆ କାହାଣୀ ପୂର୍ବତନ ଭାରତୀୟ କ୍ରିକେଟର ଆକାଶ ଚୋପ୍ରା ବର୍ଣ୍ଣନା...

ଭଙ୍ଗା ହାତରେ ବ୍ରୁସେଲ୍ ଡାଇମଣ୍ଡ ଲିଗ୍ ଖେଳିଲେ ନୀରଜ, କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୫।୯: ଭାରତର ତାରକା ଜାଭେଲିନ୍ ଫିଙ୍ଗାଳି ନୀରାଜ ଚୋପ୍ରା ପୁଣି ଆହତ ହୋଇଛନ୍ତି। ବ୍ରୁସେଲ୍ ଡାଇମଣ୍ଡ ଲିଗରେ ଲଗାତାର ଦ୍ୱିତୀୟ ଥର ପାଇଁ ରନର୍ସ ଅପ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri