ପଟିଆରେ ଭିଏଲ୍‌ସିସିର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୫।୧୨: ଦେଶର ଅଗ୍ରଣୀ ହେଲ୍‌ଥ କେୟାର ପ୍ଲାଟ୍‌ଫର୍ମ ଭିଏଲ୍‌ସିସିର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶନିବାର ଭୁବନେଶ୍ୱରର ପଟିଆଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଭିଏଲ୍‌ସିସିର ପୂର୍ବ ଏବଂ ବାଂଲାଦେଶର ଭିପି ଡା.ଶ୍ରୀକାନ୍ତ ଦାସ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ୟୁନିସେଫ୍‌ ଓଡ଼ିଶା ରାଜ୍ୟର ଉପଦେଷ୍ଟା ମଧୁମିତା ଦାସ, ଫିଜିସିଆନ ଡା. ସିଦ୍ଧାର୍ଥ ମହାନ୍ତି ଓ ଅନ୍ୟମାନେ ଉପସ୍ଥିତ ଥିଲେ। ବିଶେଷକରି ସୁସ୍ଥତା ଏବଂ ସୌନ୍ଦର୍ଯ୍ୟ ଶିଳ୍ପରେ ଅଗ୍ରଣୀ ଭିଏଲ୍‌ସିସି ଭୁବନେଶ୍ୱରର ପଟିଆଠାରେ ତା’ର ନୂତନ କେନ୍ଦ୍ର ଆରମ୍ଭ କରିଛି। ଉକ୍ତ କେନ୍ଦ୍ରରେ ଅତ୍ୟାଧୁନିକ ପ୍ରଯୁକ୍ତିବିଦ୍ୟାର ପ୍ରବର୍ତ୍ତନ କରାଯାଇଛି। ଏହା ଚର୍ମ ବିଜ୍ଞାନ, ସ୍ଲିମିଂ ଏବଂ ସୌନ୍ଦର୍ଯ୍ୟ ସମେତ ଅନେକ ପ୍ରକାର ସେବା ପ୍ରଦାନ କରୁଛି। ଗ୍ରାହକମାନେ କୁଶଳୀ ପରାମର୍ଶଦାତା, ଚିକିତ୍ସକ, ଫିଜିଓଥେରାପିଷ୍ଟ ଏବଂ ଥେରାପିଷ୍ଟଙ୍କ ଦକ୍ଷତା ଆଶା କରିପାରିବେ। ଅପରପକ୍ଷରେ ଭିଏଲ୍‌ସିସି ଡିସେମ୍ବର ୨୬ ପର୍ଯ୍ୟନ୍ତ ଏକ ସ୍ବତନ୍ତ୍ର ଉଦ୍‌ଘାଟନୀ ଅଫର ବୃଦ୍ଧି କରିଛି। ଗ୍ରାହକମାନେ ସମସ୍ତ ସୌନ୍ଦର୍ଯ୍ୟ ଏବଂ ସ୍ଳିମିଂ ପ୍ୟାକେଜ୍‌ ଉପରେ ୫୦% ରିହାତି ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ ଲକ୍ଷ ଗ୍ରାହକଙ୍କୁ ବଡ଼ ଝଟ୍‌କା ଦେଲା SBI, ବଢ଼ିଲା ଏସବୁର EMI…

ନୂଆଦିଲ୍ଲୀ,୧୫।୧୧: ଦେଶର ବୃହତ୍ତମ ସରକାରୀ ବ୍ୟାଙ୍କ ଏସ୍‌ବିଆଇ ଗ୍ରାହକଙ୍କୁ ଦେଲା ବଡ଼ ଝଟ୍‌କା। ବ୍ୟାଙ୍କ ଏହାର ମାର୍ଜିନାଲ କଷ୍ଟ ବେଶ୍ଡ ଲେଣ୍ଡିଂ ରେଟ୍ସ(MCLR) ହାରରେ ବୃଦ୍ଧି...

ଜେଡ୍‌ ବ୍ଲାକ ଭାରତ-ଦକ୍ଷିଣ ଆଫ୍ରିକା ଟି୨୦ ସିରିଜରେ ଗୋଲ୍ଡ ପାର୍ଟନର

ନୂଆଦିଲ୍ଲୀ,୧୫।୧୧:ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ମହୀଶୂର ଦୀପ ପରଫ୍ୟୁମେରି ହାଉସ(ଏମ୍‌ଡିପିଏଚ୍‌)ର ପ୍ରମୁଖ ବ୍ରାଣ୍ଡ ଜେଡ୍‌ ବ୍ଲାକ୍‌ର ନୂତନ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି...

ପୁଣି କମିଲା ସୁନାଦର: ଜାଣନ୍ତୁ ଏବେ କେତେ ଟଙ୍କା

ନୂଆଦିଲ୍ଲୀ,୧୫।୧୧:କ୍ରମାଗତ ଭାବେ ଘରୋଇ ବଜାରରେ ଉଭୟ ସୁନା ଓ ରୁପା ମୂଲ୍ୟରେ ପରିବର୍ତ୍ତନ ହେଉଛି। ଏପରିକି ଡଲାର ସୂଚକାଙ୍କରେ କ୍ରମାଗତ ବୃଦ୍ଧି ଏବଂ ଆମେରିକୀୟ ବଣ୍ଡ...

ଏକମାତ୍ର ଭାରତୀୟ ଭାବେ ଏମିତି କାର୍‌ନାମା କଲେ ମୁକେଶ ଅମ୍ବାନୀ

ମୁମ୍ବାଇ,୧୫।୧୧:ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ (ଆର୍‌ଆଇଏଲ୍‌)ର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ ପୁଣି ଥରେ କେବଳ ଦେଶରେ ନୁହେଁ, ବିଶ୍ୱର ଅନ୍ୟତମ ଶକ୍ତିଶାଳୀ ଉଦ୍ୟୋଗପତି...

ହୋଣ୍ଡା ଆମେଜ୍‌ର ପ୍ରତିକୃତି ଅନାବରଣ

ନୂଆଦିଲ୍ଲୀ,୧୩।୧୧(ଅଭୟ ଦାଶ): ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌) ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ହୋଣ୍ଡା ଆମେଜର ଉଭୟ ବାହ୍ୟ ଓ...

କମ୍‌ଭିଭା ସହ ଏଡବ୍ଲ୍ୟୁଏସ୍‌ର ବୁଝାମଣା

ନୂଆଦିଲ୍ଲୀ,୧୩।୧୧: ଦେଶର ପ୍ରମୁଖ ଘରୋଇ ସଂସ୍ଥା କମ୍‌ଭିଭା ଏବଂ ଆମାଜନ ୱେବ୍‌ ସର୍ଭିସେସ୍‌ (ଏଡବ୍ଲ୍ୟୁଏସ୍‌) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏ ସମ୍ପର୍କରେ...

ନିବେଶକ ହରାଇଲେ ୬ ଲକ୍ଷ କୋଟି

ମୁମ୍ବାଇ,୧୩।୧୧: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀର ପ୍ରଭାବ ସିଧା ଭାରତୀୟ ଷ୍ଟକ୍‌ ବଜାର କାରବାର ଉପରେ ପଡ଼ିଛି। ଫଳରେ ମଙ୍ଗଳବାର ଘରୋଇ ଶେୟାର ବଜାରର...

ଆର୍‌ବିଆଇ ଆକଳନ ହେଲା ଭୁଲ୍‌: ଖୁଚୁରା ମୁଦ୍ରାସ୍ଫୀତି ୬.୨୧%

ମୁମ୍ବାଇ/ନୂଆଦିଲ୍ଲୀ,୧୩ା୧୧:ଦେଶରେ କିଛିବର୍ଷ ହେଲା ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକର ଦରଦାମ ବଢ଼ିଚାଲିଥିବାବେଳେ ଏଥିରେ ଲଗାମ ଲଗାଇବା ପାଇଁ ମୁଦ୍ରାସ୍ଫୀତିକୁ ୨%ରୁ ୬% ମଧ୍ୟରେ ସୀମିତ ରଖିବା ଲାଗି ଭାରତୀୟ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri