ଗାଁ ମୁଣ୍ଡରୁ ମିଳିଲା ଭିଏଲ୍‌ଡବ୍ଲ୍ୟୁଙ୍କ ମୃତଦେହ

ଚୌଦ୍ୱାର,୪ା୭: କଟଜ ଜିଲା ଚୌଦ୍ବାର ଥାନା ଆଗ୍ରାହାଟ ପଞ୍ଚାୟତର ଏକ ଗାଁ ମୁଣ୍ଡରୁ ଜଣେ ଭିଏଲ୍‌ଡବ୍ଲ୍ୟୁଙ୍କ ମୃତଦେହ ଜବତ ହୋଇଛି। ମୃତକ ଜଣକ ଗଦାଧର ଗୁରୁ ବୋଲି ଜଣାପଡ଼ିଛି। ସେ ବିଷ ପିଇ ଆତ୍ମହତ୍ୟା କରିଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି। ତେବେ ଗଦାଧର ବୁଧବାରଠାରୁ ନିଖୋଜ ଥିବା ବେଳେ ଆଜି ତାଙ୍କ ମୃତଦେହ ଗାଁ ମୁଣ୍ଡରୁ ମିଳିଛି। ସେ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା କରିଥିବା ତାଙ୍କ ପୁଅ କହିଛନ୍ତି।

Share