Posted inଖେଳ

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ ଦେବାର ସୁଯୋଗ ପାଇବା ପୂର୍ବରୁ ରାହୁଲ ଦ୍ରାବିଡ ଜଣେ ସାଧାରଣ ଲୋକ ପରି ଧାଡିରେ ଠିଆ ହୋଇଥିଲେ। ଭୋଟ ଦେବା ପରେ ରାହୁଲ ଦ୍ରାବିଡ଼ ଗଣମାଧ୍ୟମ ସହ କଥା ହୋଇ କହିଛନ୍ତି, ସମସ୍ତେ ଭୋଟ ଦେବା ଉଚିତ୍‌। ଏହି ସୁଯୋଗ କେବଳ ଗଣତନ୍ତ୍ରରେ ଉପଲବ୍ଧ। ଦ୍ରାବିଡଙ୍କ ପୂର୍ବତନ ସାଥୀ ତଥା ମହାନ ଭାରତୀୟ ସ୍ପିନର ଅନିଲ କୁମ୍ବଲେ ମଧ୍ୟ ବେଙ୍ଗାଲୁରୁରେ ନିଜର ଭୋଟ ଅଧିକାର ବ୍ୟବହାର କରିଥିଲେ। ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର କର୍ନାଟକର ୧୪ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି।
କର୍ନାଟକରେ ଦୁଇଟି ପର୍ଯ୍ୟାୟରେ ଭୋଟ ଦେବ। ଆଜି ୧୪ଟି ଆସନରେ ମତଦାନ ଚାଲିଛି, ଏଥିରେ ଉଡୁପି ଚିକମାଗାଲୁର, ହାସନ, ଡାକସିନା କନ୍ନଡ, ଚିତ୍ରାଦୁରଗା, ତୁମ୍କୁର, ମାଣ୍ଡିଆ, ମାଇସୋର, ଚାମରାଜାନଗର, ବେଙ୍ଗାଲୁରୁ ଗ୍ରାମୀଣ, ବେଙ୍ଗାଲୁରୁ ଉତ୍ତର, ବେଙ୍ଗାଲୁରୁ ସେଣ୍ଟ୍ରାଲ, ବେଙ୍ଗାଲୁରୁ ଦକ୍ଷିଣ, ଚିକବଲପୁର ଏବଂ କୋଲାର ଆସନ ଅନ୍ତର୍ଭୁକ୍ତ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚାମ୍ପିୟନ୍ସ ଟ୍ରଫି ବିବାଦ: ଆଇସିସିର ସ୍ପଷ୍ଟୀକରଣ ଲୋଡ଼ିଲା ପିସିବି

ଲାହୋର,୧୮ା୧୧(ପି.ଟି.): ଆଇସିସି ଚାମ୍ପିୟନ୍ସ ଟ୍ରଫିରେ ପାକିସ୍ତାନ ନ ଯିବା ପାଇଁ ଭାରତ ଘୋଷଣା କରି ସାରିଥିବା ବେଳେ ଆଇସିସିର ସ୍ପଷ୍ଟୀକରଣ ଲୋଡିଛି ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି)।...

କୋକେନ ବ୍ୟବହାର କରୁଥିଲେ ଏହି କ୍ରିକେଟର୍‌: ଲାଗିଲା ବ୍ୟାନ୍‌

ନୂଆଦିଲ୍ଲୀ,୧୮।୧୧:ନ୍ୟୁଜିଲାଣ୍ଡର ପୂର୍ବତନ ଦ୍ରୁତ ବୋଲର ଡଗ ବ୍ରେସୱେଲ କୋକେନ ବ୍ୟବହାରକୁ ନେଇ ପାଇଁ ନ୍ୟୁଜିଲାଣ୍ଡର ପୂର୍ବତନ ପେସ୍‌ ବୋଲର ଡଗ୍‌ ବ୍ରେସ୍‌ଓ୍ବେଲ ଇତିମଧ୍ୟରେ କ୍ରିକେଟରୁ ୧ମାସ...

‘ମୁଁ ହୋଇଥିଲେ…’, ରୋହିତ ଶର୍ମା ବାପା ହେବା ଉପରେ ଏମିତି କିଛି କହିଦେଲେ ଟ୍ରାଭିସ ହେଡ୍‌

ନୂଆଦିଲ୍ଲୀ,୧୮।୧୧: ବର୍ଡର-ଗାଭାସ୍କର ଟ୍ରଫି ୨୦୨୪ ନଭେମ୍ବର ୨୨ରୁ ଆରମ୍ଭ ହେବାକୁ ଯାଉଛି, ଯେଉଁଥିରେ ରୋହିତ ଶର୍ମା ଖେଳିବେ ନାହିଁ ବୋଲି ନିଶ୍ଚିତ କରିଛନ୍ତି। ତାଙ୍କ ସ୍ଥାନରେ...

ଠକେଇ ମାମଲାରେ ଫସିଲେ ଗୌତମ ଗମ୍ଭୀର: ହାଇକୋର୍ଟ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୮।୧୧:ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ଅଡୁଆ ଥମିବାର ନାଁ ଧରୁନି। ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ଏବଂ ଶ୍ରୀଲଙ୍କା ବିପକ୍ଷ ଦିନିକିଆ...

ଗାଭାସ୍କରଙ୍କ ବଡ଼ ଭବିଷ୍ୟବାଣୀ: ଆଇପିଏଲ ନିଲାମରେ ଆୟରଙ୍କୁ କିଣିବ ଏହି ଦଳ

ନୂଆଦିଲ୍ଲୀ,୧୮।୧୧: କୋଲକାତା ନାଇଟ ରାଇଡର୍ସ ଆଇପିଏଲ ୨୦୨୫ ପୂର୍ବରୁ ୬ ଜଣ ଖେଳାଳିଙ୍କୁ ରିଟେନ କରିଛି। କିନ୍ତୁ ଅଧିନାୟକ ଶ୍ରେୟସ ଆୟରଙ୍କୁ ରିଟେନ କରାଯାଇନାହିଁ। ତାଙ୍କୁ...

ଓଡ଼ିଶାରେ ପହଞ୍ଚିଲେ ଚାମ୍ପିୟନ ଟିମ୍‌: ବିମାନବନ୍ଦରରେ ଭବ୍ୟ ସ୍ବାଗତ

ଭୁବନେଶ୍ୱର,୧୮ା୧୧: ଚେନ୍ନାଇରେ ଅନୁଷ୍ଠିତ ୧୪ତମ ଜାତୀୟ ସିନିୟର ହକି ଚାମ୍ପିୟନଶିପ୍‌ରେ ହରିୟାଣାକୁ ୫-୧ରେ ହରାଇ ଓଡ଼ିଶା ପୁରୁଷ ଦଳ ପ୍ରଥମ ଥର ପାଇଁ ଚାମ୍ପିୟନ ହୋଇଛି।...

ବୁମ୍‌ରାଙ୍କ ପାଇଁ କାଳ ଏହି ଅଷ୍ଟ୍ରେଲିୟ ବ୍ୟାଟ୍ସମ୍ୟାନ୍‌

ନୂଆଦିଲ୍ଲୀ,୧୭।୧୧: ଭାରତୀୟ ବୋଲର୍‌ ଜସପ୍ରିତ ବୁମ୍‌ରା ନିଜର ସ୍ବତନ୍ତ୍ର ବୋଲିଂ ଶୈଳୀକୁ ନେଇ ସାରା ବିଶ୍ୱରେ ପରିଚିତ। ତାଙ୍କ ସାମ୍ନାରେ ବଡ଼ ବଡ଼ ବ୍ୟାଟ୍ସମ୍ୟାନ ଅଧିକ...

ହକିରେ ଇତିହାସ ରଚିଲା ଓଡ଼ିଶା: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬ା୧୧(ସରୋଜ ଜେନା): ଚେନ୍ନାଇରେ ଅନୁଷ୍ଠିତ ୧୪ତମ ଜାତୀୟ ସିନିୟର ହକି ଚାମ୍ପିୟନଶିପ୍‌ରେ ଶନିବାର ହରିୟାଣାକୁ ୫-୧ରେ ହରାଇ ଓଡ଼ିଶା ପ୍ରଥମ ଥର ଚାମ୍ପିୟନ ଆଖ୍ୟା ଅର୍ଜନ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri