ଭୋଟର ତାଲିକାରେ ନାଁ ନାହିଁ, ବୁଥ୍‌ରେ ଶୋଇ ପ୍ରତିବାଦ କଲେ ରାମଚନ୍ଦ୍ର

ପୁରୀ, ୨୫।୫: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଲାଗି ଭୋଟ ଗ୍ରହଣ କରାଯାଉଛି। ହେଲେ କିଛି ସ୍ଥାନରେ ଇଭିଏମ୍‌ରେ ତ୍ରୁଟି ଏବଂ ଭୋଟର ତାଲିକାରେ ନାଁ ନ ଥିବା ଭଳି ସ୍ଥିତି ଦେଖିବାକୁ ମିଳୁଛି। ଏହାକୁ ନେଇ ଭୋଟରଙ୍କ ମଧ୍ୟରେ ତିବ୍ର ପ୍ରତିକ୍ରିୟା ପ୍ରକାଶ ପାଉଛି। ଏହି କ୍ରମରେ ପୁରୀ ଜିଲା ଭୋଳାନାଥ ବିଦ୍ୟାପୀଠ ୫୬ନଂ ପୋଲିଂ ବୁଥ୍‌ରେ ଜଣେ ବ୍ୟକ୍ତି ମତଦାନ ଅଧିକାରରୁ ବଞ୍ଚିତ ହେବାରୁ ନିଆରା ପ୍ରତିବାଦ କରିଛନ୍ତି। ସେ ହେଲେ ରାମଚନ୍ଦ୍ର ଦାଶ।

ବର୍ଷ ବର୍ଷ ଧରି ରାମଚନ୍ଦ୍ର ଭୋଟ୍‌ ଦେଇ ଆସୁଥିଲେ ହେଁ ଏଥର ତାହା କରିପାରିନାହାନ୍ତି। କାରଣ ଭୋଟର ତାଲିକାରେ ତାଙ୍କ ନାଁ ନାହିଁ। ଏଭଳି ସ୍ଥିତିରେ ସେ ବୁଥ୍‌ ଭିତରେ ଶୋଇ ନିଆରା ଢ଼ଙ୍ଗରେ ପ୍ରତିବାଦ କରିଛନ୍ତି। ଏଭଳି କରି ସେ ନ୍ୟାୟ ପାଇଁ ଦାବି କରିଛନ୍ତି। ଏହାଦେଖି ପୋଲିଂ କେନ୍ଦ୍ରରେ ଥିବା ଅଧିକାରୀମାନେ ତାଙ୍କୁ ବୁଝାସୁଝା କରିଥିଲେ ହେଁ ସେ ନିଜ ଜିଦ୍‌ରେ ଅଟଳ ରହିଥିଲେ, ଭୋଟ ନଦେବା ଯାଏ ସେଠାରୁ ଯିବେ ନାହିଁ ବୋଲି କହିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋକିମଙ୍କ ଚିଠିକୁ ନେଇ ମୁହଁ ଖୋଲିଲେ ଭକ୍ତ ଦାସ, କହିଲେ ଯେଉଁମାନେ ଭାଜପା ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୧୪ା୧୨: କଂଗ୍ରେସର ସୋନିଆ ଗାନ୍ଧୀଙ୍କୁ ପୂର୍ବତନ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଚିଠି ଲେଖିବା ପ୍ରସଙ୍ଗରେ ନୂଆଦିଲ୍ଲୀରେ ମୁହଁ ଖୋଲିଛନ୍ତି ପିସିସି ସଭାପତି ଭକ୍ତ ଚରଣ...

ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି

ପୁରୀ ୧୪।୧୨( ଅଜିତ୍‌ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ...

ବ୍ୟକ୍ତିଙ୍କୁ ଏମିତି ଆକ୍ରମଣ କଲା ବିଶାଳକାୟ ଅଜଗର, ଭିଡିଓ ଦେଖିଲେ…

ସାପକୁ ସାମ୍ନା କରିବା କିମ୍ବା ବୀରତ୍ୱପୂର୍ଣ୍ଣ ସାହସ ପ୍ରଦର୍ଶନ କରିବା ପ୍ରାୟତଃ ଘାତକ ସାବ୍ୟସ୍ତ ହୋଇଥାଏ। ତେଣୁ ଅଧିକାଂଶ ଲୋକ ସାପଠାରୁ ଦୂରେଇ ରହିବାକୁ ପସନ୍ଦ...

ପ୍ରସିଦ୍ଧ ଲେଖକ ତଥା ପଦ୍ମଶ୍ରୀ ରସ୍କିନ ବଣ୍ଡ ଗୁରୁତର ଅସୁସ୍ଥ

ନୂଆଦିଲ୍ଲୀ,୧୪।୧୨: ପ୍ରସିଦ୍ଧ ଲେଖକ ଏବଂ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ୯୧ ବର୍ଷିୟ ରସ୍କିନ ବଣ୍ଡଙ୍କୁ ଡେରାଡୁନର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଗତ ଚାରି...

ମେସିଙ୍କ ସହ ସେଲ୍‌ଫି ନେବାକୁ ଚାହୁଁଥିଲେ ବିକ୍ରି କରିବାକୁ ପଡ଼ିପାରେ ଆପଣଙ୍କ ଘର! ଟିକେଟର ଦାମ ଶୁଣିଲେ…

ନୂଆଦିଲ୍ଲୀ,୧୪।୧୨: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି ବର୍ତ୍ତମାନ ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ସେ ପ୍ରଥମେ କୋଲକାତାରେ ପହଞ୍ଚିଥିଲେ, ତା’ପରେ ହାଇଦ୍ରାବାଦରେ ପହଞ୍ଚିଥିଲେ...

ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଭଙ୍ଗା ଶୀତ, ଜାଣନ୍ତୁ କେଉଁଠି ରହିଛି କେତେ ତାପମାତ୍ରା…

ଭୁବନେଶ୍ୱର,୧୪ା୧୨: ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ। ରାଉରକେଲା ସହରରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୮.୯, କେନ୍ଦୁଝରରେ ୧୦.୬ ଡିଗ୍ରୀ...

‘ଗିରଫ ହୁଅନ୍ତୁ ମମତା,’ କାହିଁକି ଏମିତି କହିଲେ ଆସାମ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ଗୁଆହାଟି,୧୪।୧୨: ଶନିବାର କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ ଏକ କାର୍ଯ୍ୟକ୍ରମରେ ଘଟିଥିବା ବିଶୃଙ୍ଖଳା ପରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧୀଙ୍କ ସମାଲୋଚନାର ଶିକାର...

‘ଜଞ୍ଜିରରେ ହୋଇଛି ବନ୍ଧା…ମାଡ଼ରେ ଶରୀର ରୁଟି ଭଳି ଫୁଲିଯାଇଛି…’, ମାସୁଦ ଆଝାରଙ୍କ ଭାଇରାଲ ଅଡିଓ କ୍ଲିପକୁ ନେଇ ବଢୁଛି ଚର୍ଚ୍ଚା

ଇସଲାମାବାଦ,୧୪।୧୨: ପାକିସ୍ତାନର ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦର ନେତା ମାସୁଦ ଆଝାରଙ୍କ ଏକ ଚାଞ୍ଚଲ୍ୟକର ଅଡିଓ କ୍ଲିପ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri